ରାଜ୍ୟ

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର ମାଡି ୧୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ଲୁଣି ପାଣି ପଶି…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା ସତ୍ତ୍ୱେ ଭିଡିଓ ରେକଡିଂ କରିଥିଲେ ସରପଞ୍ଚ। ବିନା ଅନୁମତିରେ କିଛି ଲୋକ ମୋ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ହୋଇଛି। ଏନେଇ ଜିଲାପାଳଙ୍କ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ୨୪…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କେସିଙ୍ଗାର ୧୨ଟି ୱାର୍ଡର ବିଭିନ୍ନ ଜାଗାରେ ହିତାଧିକାରୀଙ୍କୁ ବୁଧବାର ଠାରୁ ଆରମ୍ଭ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଗୃହ ବିଭାଗର ରିପୋର୍ଟ ମୁତାବକ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଓ ଏହାର…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ ଝାରସୁଗୁଡ଼ାର ଅତିରିକ୍ତ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ରାଜସ୍ବ ପର୍ଷଦର ଯୁଗ୍ମ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ ବରଗଡ଼ ଜିଲା ଶିକ୍ଷା ଅଧିକାରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ଅନ୍ୟପକ୍ଷରେ ଆସନ୍ତା…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ ଟାଉନ୍‌ ପ୍ଲାନିଂ (ଟିପି) ସ୍କିମ୍‌ କାର୍ଯ୍ୟକାରୀ କରିବାକୁ ଉଦ୍ଦେଶ୍ୟ ରଖିଛି। ବିଡିଏ ପକ୍ଷରୁ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଦୁଇ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣାପଡ଼ିଛି । ଗୁଳିମାଡ଼ ପରେ…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପଦ୍ମପୁର ଉପଖଣ୍ଡରେ ଗତ ୧୧ ତାରିଖରୁ ଚାଲିଛି ରବିଋତୁର ଧାନ କିଣାବିକା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?