ଗେଷ୍ଟ ହାଉସ୍ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…
ଭୁବନେଶ୍ୱର,୧୯।୪(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ତେରଗୁଡା ଅଞ୍ଚଳର ତପନ…
‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’
ଭୁବନେଶ୍ୱର, ୧୯।୪(ସୁନିତ୍ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା ସୁନିଶ୍ଚିତ ବୋଲି ଜାଣିବା ପରେ ଭୟରେ ଗୁରୁବାର ଏକ ଭୁଲ୍ ଫଟୋ ନିଜ ସାମାଜିକ…
ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ
ଭୁବନେଶ୍ୱର, ୧୯।୪(ସୁନିତ୍ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ମିଶ୍ରଣ ପର୍ବରେ ରାମଚନ୍ଦ୍ର ପଣ୍ଡାଙ୍କ ସମେତ ଗଞ୍ଜାମ ଏନ୍ଏସି ଅଧ୍ୟକ୍ଷା ପ୍ରତିଭା…
ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍
ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଭାଜପାକୁ ଗୋଟିଏ ସୁଯୋଗ ଦେବାକୁ…
ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍ ଖେଳିପାରେ କଂଗ୍ରେସ
ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଏଥର କିନ୍ତୁ ସେ ବିଜେଡିରେ ଯୋଗଦେଇ ଟିକେଟ ହାତେଇଛନ୍ତି।…
ଆଇଏଏସ୍ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ
ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି ତେବେ ହୋଇଯାନ୍ତୁ ସାବଧାନ । କାରଣ ମସ୍ତିଷ୍କକୁ ସୁସ୍ଥ ରଖିବାକୁ ହେଲେ ଭଲ ନିଦ…
ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ
ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ। ତିନି ରାଜନୈତିକ ଦଳଙ୍କ ପ୍ରାର୍ଥୀ ତାଲିକାରେ ଏପରି ପ୍ରସ୍ତୁତ କରୁଛନ୍ତି ଯେପରି ଯୁବ ଭୋଟର…
ଚିଟ୍ଫଣ୍ଡ ଅଭିଯୁକ୍ତଙ୍କ ପାସ୍ପୋର୍ଟ ଫେରାଅ: ହାଇକୋର୍ଟ
କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍ଫଣ୍ଡ ଅଭିଯୁକ୍ତଙ୍କ ପାସ୍ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍ପୋର୍ଟ ଫେରାଇବା ବିରୋଧରେ ସିବିଆଇ ଅଦାଲତ ଦେଇଥିବା ଆଦେଶକୁ ହାଇକୋର୍ଟ ଖାରଜ କରିଛନ୍ତି। ଏଡେନ୍ ଇନ୍ଫ୍ରା ପ୍ରୋଜେକ୍ଟ୍ସ୍ ପ୍ରାଇଭେଟ୍ ଲିମିଟେଡ୍…
କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା
କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ କୋରାପୁଟ ବିଧାନସଭା ନିମନ୍ତେ କଂଗ୍ରେସ ଦଳ ପକ୍ଷରୁ କୃଷ୍ଣ କୁଲଦୀପ ପାର୍ଥୀପତ୍ର ଦାଖଲ କରିଥିଲେ।…
ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ
ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ ମଣ୍ଡଳ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଟ୍ରେନ୍ ନମ୍ବର ୦୮୨୬୩ ଓ ୦୮୨୬୪…
ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ
ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୪ ଡେଇଁଛି। ଆଜି ରାଜ୍ୟର ୧୦ଟି ସହର ତାପମାତ୍ରା ୪୩ ଉପରେ ରହିଥିବାବେଳେ…
ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ…

