ରାଜ୍ୟ

ଦୁର୍ଦ୍ଦଶାରେ ଦିବ୍ୟାଙ୍ଗ ସୁରେଶଙ୍କ ପରିବାର

କାଏମା,୫ା୧୧(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ଭିନ୍ନକ୍ଷମ ସୁରେଶ ମଳିକଙ୍କ ପରିବାର ଦୁଃଖଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ୪୦ ବର୍ଷୀୟ ସୁରେଶଙ୍କ ପରିବାର କହିଲେ ବାପା, ମା’, ସ୍ତ୍ରୀ ଓ ପୁଅଙ୍କୁ ମିଶାଇ ୫ ଜଣ। ସେ ଜନ୍ମରୁ ଭିନ୍ନକ୍ଷମ। ତାଙ୍କ…

ଅଦିନିଆ ବର୍ଷା, ବିଳମ୍ବିତ ହେବ ବାଦାମଚାଷ

ରସୁଲପୁର,୫ା୧୧(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ ଅଦିନିଆ ବର୍ଷା ହୋଇଛି। ରବି ଋତୁରେ ଅଣଧାନ ଫସଲ ପାଇଁ ବର୍ଷା ଉପଯୋଗୀ ବୋଲି କୁହାଯାଉଛି। ହେଲେ ଅଧିକ ବର୍ଷା ବର୍ଷିଲେ ପରିବା ଚାଷକୁ କ୍ଷତି ପହଞ୍ଚାଇବା ସହ ବାଦାମ…

ବ୍ରାଉନ୍‌ସୁଗାର କବଳରେ ଯୁବଗୋଷ୍ଠୀ

ଜଗତ୍‌ସିଂହପୁର, ୫ା୧୧ (ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲାରେ ବ୍ରାଉନସୁଗାର ର଼୍ୟାକେଟ୍‌ ସକ୍ରିୟ ରହିଛି। ଏଥିଯୋଗୁ ବିଶେଷକରି ଯୁବଗୋଷ୍ଠୀ ପ୍ରଭାବିତ ହେଉଛନ୍ତି। ଏହାର ଉଦାହରଣ ଶନିବାର କୁଜଙ୍ଗ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ଥାନା ଅନ୍ତର୍ଗତ ହସିନା ପ୍ରାଥମିକ ବିଦ୍ୟାଳୟ ନିକଟରୁ…

ଆଇଓସିଏଲ୍‌ ପାଇପ୍‌ ଲାଇନ୍‌ରେ ଫାଟ

ଆଳି,୫ା୧୧(ବନମାଳୀ ସେନାପତି) ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ଯାଇଥିବା ଆଇଓସିଏଲ୍‌ର ପାଇପ୍‌ ଲାଇନରେ ଫାଟ ସୃଷ୍ଟି ହେବା ଯୋଗୁ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ଭେଡାଠାରେ ହଜାର ହଜାର ଲିଟର ଡିଜେଲ ମାଟିରେ ଭାସୁଛି। କମ୍ପାନୀ କର୍ତ୍ତୃପକ୍ଷ…

ଚିନିକଳର ସମ୍ପତ୍ତି ନିଲାମ ନେଇ ଉଠିଲା ପ୍ରଶ୍ନ

ନୟାଗଡ଼,୫।୧୦(ଲୋକନାଥ ମିଶ୍ର)ନୟାଗଡ଼ର ପାଣିପୋଇଲାସ୍ଥିତ ଚିନିକଳ କୋର୍ଟର ଅଡୁଆ ସୂତାରେ ଛନ୍ଦି ହୋଇ ପଡିଛି । କୋର୍ଟରେ ୮୪୦ କୋଟି ଟଙ୍କାର ମାମଲା ଚାଲିଥିବାବେଳେ ଏହାର ନିଲାମ ହୋଇ ପାରିବନି ବୋଲି କୁହାଯାଉଛି । ତେବେ ଋଣ ଟଙ୍କା ଫେରି ପାଇବାକୁ ବ୍ୟାଙ୍କ…

ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ

ଭୁବନେଶ୍ୱର,୪ା୧୧: ଧରିତ୍ରୀ ମୁଖ୍ୟ କାର୍ଯ୍ୟାଳୟରେ ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ,…

ଏସ୍‌. ସୁଶ୍ରୀ ମୟୂରଭଞ୍ଜ ଏସ୍‌ପି, ନବରଙ୍ଗପୁରର ରୋହିତ ବର୍ମା

ଭୁବନେଶ୍ୱର,୪ା୧୧(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଏସ୍‌ପି ତଥା ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୪/୧୧: ନଭେମ୍ବର ୨୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।

ଚଳିତ ମାସ ୨୮ ତାରିଖରେ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୪।୧୧: ଅନେକ ଚର୍ଚ୍ଚା ଓ ଆଲୋଚନା ମଧ୍ୟରେ ଚଳିତ ମାସ ୨୮ ତାରିଖରେ ରତ୍ନଭଣ୍ଡାରର ଲେଜର ସ୍କାନିଂ କରିବାକୁ ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକରେ ନିଷ୍ପତି ନିଆଯାଇଛି। ଶନିବାର ପୁରୀର ନୀଳାଦ୍ରି ଭକ୍ତ…

ଭୁବନେଶ୍ୱର ଏବଂ ଝାରସୁଗୁଡ଼ା ବିମାନ ବନ୍ଦରରୁ କୋଲକାତା ଏବଂ ଜୟପୁରକୁ ବିମାନ ଉଡ଼ାଣ କରିବ

ଭୁବନେଶ୍ୱର,୪/୧୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ କୋଲକାତା ଏବଂ ବେଙ୍ଗାଲୁରୁକୁ ବିମାନସେବା ଚଳିତ ମାସରେ ଆରମ୍ଭ ହେବ ବୋଲି ଇଣ୍ଡିଗୋ ଏୟାର ଲାଇନ୍ସ ସୂତ୍ରରୁ କୁହାଯାଇଛି । ଆସନ୍ତାକାଲି ଠାରୁ ଝାରସୁଗୁଡ଼ାରୁ କୋଲକାତା ଇଣ୍ଡିଗୋ ବିମାନ ଏବଂ ୧୫…

ପ୍ରଯୋଜକ ଟୁଟୁ ନାୟକ ଗିରଫ: ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଥାନାରେ ହୋଇଥିଲା ଅଭିଯୋଗ

ଭୁବନେଶ୍ୱର,୪/୧୧: ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ମାମଲାରେ ଗିରଫ ହୋଇଛନ୍ତି ପ୍ରଯୋଜକ ଟୁଟୁ ନାୟକ। ଶନିବାର ଖାରବେଳ ନଗର ଥାନାରେ ପଚରାଉଚରା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏନେଇ ଜୋନ୍ -୪ ଏସିପି ମାନସ ଗଡ଼ନାୟକ ସୂଚନା ଦେଇଛନ୍ତି। ଭିଡିଓ…

ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ୱର,୪/୧୧: ରାଜ୍ୟରେ ବର୍ତ୍ତମାନ ଋତୁ ମାନଙ୍କର ମିଳନ ଦେଖିବାକୁ ମିଳିଛି। ଗତ ସପ୍ତାହରେ କିଛି ଜିଲାରେ ସାମାନ୍ୟ ଶୀତ ଅନୁଭୂତ ହେଉଥିଲା, ପରେ ସାମାନ୍ୟ ଗରମ ଏବେ ବର୍ଷା ଦେଖିବାକୁ ମିଳିଛି। ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri