ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ
ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ କମ୍ ପଏଣ୍ଟରେ ନିଆଁ ଲାଗିଥିଲେ ମଧ୍ୟ ଏବେବି ଓଡ଼ିଶା ଜଙ୍ଗଲ କେଉଁଠି ନା କେଉଁଠି…
ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା
ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର ୩୨ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସେପଟେ ପୁଣି ୪୩ଡିଗ୍ରୀ ଟପିଛି ରାଜଧାନୀ…
ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା
ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ…
ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼
ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି ପ୍ରାୟ ୯ଟାରେ ଗୁଳିମାଡ଼ ହୋଇଛି। ଫଳରେ ନାମଯଜ୍ଞରେ କର୍ତ୍ତାକାର୍ଯ୍ୟ ତୁଲାଉଥିବା ବିଶ୍ୱାମିତ୍ର ଜାନି ଗୁରୁତର…
ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା
ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ ସଭା ସମେତ ୭ଟି ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି । ସୂଚନାନୁସାରେ,…
ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା
ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି । ଏହା ସହିତ ବ୍ୟବହୃତ ପିକଅପ୍ ଭ୍ୟାନ ସହିତ ସମ୍ପୃକ୍ତ ଡ୍ରାଇଭରଙ୍କୁ ଟାଉନ ଥାନାରେ ଅଟକ…
ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି
ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ ୯ ଲକ୍ଷ ୨୬ ହଜାର ଟଙ୍କା ଲୁଟି ଫେରାର ହୋଇଯାଇଥିବା ଜଣାପଡିଛି। ମିଳିଥିବା ସୂଚନା…
ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା
ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ ଦେଇଥିବା ଅଭିଯୋଗରେ ଗୁରୁବାର ଜଣେ ଶିକ୍ଷକଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି। ସେ ହେଲେ କଣ୍ଟାମାଳ…
ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ
ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ ଯେକୌଣସି…
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ୪୩.୬ ଡିଗ୍ରୀ, ଝାରସୁଗୁଡା ୪୨.୬ ଡିଗ୍ରୀ,ବାଲେଶ୍ୱର ୪୨.୨ ଡିଗ୍ରୀ,ସମ୍ବଲପୁର: ୪୧.୭ ଡିଗ୍ରୀ,…
ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…
ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ ଦାସଙ୍କୁ ଦଳ ଟିକେଟ୍ ଦେଇଛି। ତେବେ ସତ୍ୟବାଦୀ ଆସନରୁ…
ଭିଆର୍ଏସ୍ ନେଲେ ଆଇପିଏସ୍ ସଞ୍ଜୟ ସିଂ
ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍ ସଞ୍ଜୟ ସିଂ ଭିଆରଏସ୍ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍ ଆଇପିଏସ୍ ସଞ୍ଜୟ ସିଂଙ୍କୁ ଭିଆରଏସ୍ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।

