ରାଜ୍ୟ

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ ଗୋଲାପି ଗୋଲାପି ଇସ୍ତାହାର ଜାରି କରିଥାନ୍ତି । କିନ୍ତୁ ଆଜି ମଧ୍ୟ ରାସ୍ତା…

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ…

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ ସାମ୍ନାସାମ୍ନି ହୋଇଛନ୍ତି ଦୁଇ ନେତା। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ପୋଷ୍ଟ କରି ଧର୍ମେନ୍ଦ୍ର…

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧିବଦ୍ଧ…

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା…

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି। ହାତ ଗଡ଼ରେ ଶଙ୍ଖ ବାଜିବ ନା ପଦ୍ମ ଫୁଟିବ? ୩ ପ୍ରମୁଖ ଦଳର ପ୍ରାର୍ଥୀ…

ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା 

ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ ଦଳରେ ମିଶୁଛନ୍ତି । ଏହି କ୍ରମରେ ବିଜେଡି ଛାଡ଼ି ଗୁରୁବାରି କଂଗ୍ରେସରେ ଯୋଗ ଦେଇଛନ୍ତି…

ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବାପରେ ବର୍ଷା କହିଛନ୍ତି, ମୁଁ ନବୀନ ପଟ୍ଟନାୟକଙ୍କ ବଡ଼ ପ୍ରଶଂସକ।…

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪: ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ ରେଢ଼ାଖୋଲ ବିଧାନସଭା ଆସନରୁ ଲଢ଼ିବା ପାଇଁ ନାମ ଘୋଷଣା କରାଯାଇଥିବା ବେଳେ ଇଂ ରୋହିତ…

ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି

ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍‌ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଗୁରୁବାର କଂଗ୍ରେସ…

ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?