ରାଜ୍ୟ

ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି ନବୀନ ପଟ୍ଟାନୟକ! ଏହି ଆସନରୁ ଲଢିବା ନେଇ ହେଉଛିି ଚର୍ଚ୍ଚା

ଭୁବନେଶ୍ୱର,୧୭।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍‌ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଏସବୁ ଭିତରେ…

ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଏତିକି ଆସନରେ ଜିତିବ ଭାଜପା, ସର୍ଭେରେ ଖୁଲାସା

ନୂଆଦିଲ୍ଲୀ,୧୭।୪: ଲୋକ ସଭା ନିର୍ବାଚନ ପାଇଁ ମଇଦାନ ପ୍ରସ୍ତୁତ ହୋଇସାରିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଏପ୍ରିଲ ୧୯ ରୁ ଆରମ୍ଭ ହେବ ଏବଂ ଏହା ସହିତ ନିର୍ବାଚନୀ ବିଗୁଲ ବାଜିବ। ଭୋଟ ଦେବାର ଠିକ ପୂର୍ବରୁ, ଏବିପି ନ୍ୟୁଜ-ସି ଭୋଟର…

ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪: ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି।…

ବାହାରିଲା ୟୁପିଏସ୍‌ସି ଫଳାଫଳ: ଜାଣନ୍ତୁ କ’ଣ କହୁଛନ୍ତି କୃତୀ ଛାତ୍ରୀଛାତ୍ର

ପ୍ରଥମ ପ୍ରୟାସରେ ଦ୍ୱିତୀୟ ର଼୍ୟାଙ୍କ ମା’ବାପାଙ୍କୁ ହରାଇଥିଲେ ମଧ୍ୟ କଠିନ ପରିଶ୍ରମ ତାଙ୍କୁ ସଫଳତା ଆଣିଦେଇଛି। ନିଷ୍ଠାର ସହ କଠିନ ପରିଶ୍ରମ କଲେ ଯେ ସଫଳତା ପାଇହେବ ତାହା ସେ ପ୍ରମାଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇପାରିଛନ୍ତି। ଏମିତି…

ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ପଞ୍ଝାରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ବହୁଗୁଣ ଲାଭ ଦେବା ଆଳରେ ୧.୧୧ କୋଟି ଟଙ୍କା ଠକେଇ ମାମଲାରେ କମିଶନରେଟ୍‌ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ ଗିରଫ କରିଛି। ସେ ହେଲେ ଭୁବନେଶ୍ୱର ଏୟାରପୋର୍ଟ ଥାନା ଅନ୍ତର୍ଗତ ପଳାଶପଲ୍ଲୀ ଅଞ୍ଚଳର ଆତ୍ମଜ୍ୟୋତି…

ବିିଏସ୍‌କେୱାଇକୁ ନେଇ ରାଜନୀତି କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୧୭ା୪(ଅନିଲ ଦାସ):ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସ୍ବାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି। ଲୋକେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି, ଯାହାର କୌଣସି ସୀମା ନାହିଁ। ବିଏସ୍‌କେୱାଇରେ ମହିଳାଙ୍କ ପାଇଁ…

ବିଜେଡି ଶାସନରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ନଷ୍ଟ ହୋଇଛି: ଭାଜପା

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର):ବିଜେଡି ଶାସନରେ ଓଡ଼ିଶାର ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଛି। ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା ମନ୍ତ୍ରୀ ନବ ଦାସ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାର ଆମ୍ବୁଲାନ୍ସରେ ଅଣାଯାଇ ଭୁବନେଶ୍ୱରଠାରେ ଚିକିତ୍ସିତ କରାଯାଇଥିଲା। ସେହିପରି ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦାମୋଦର…

ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ପକ୍ଷରୁ ଆଉ ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ୨ ଜଣ ପ୍ରାର୍ଥୀଙ୍କୁ ପରିବର୍ତ୍ତନ…

ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ ପାରି ମେଡିକାଲ ଶୌଚାଳୟରେ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ମୃତ ମହିଳା ଜଣକ ହେଲେ…

ମୁଖ୍ୟମନ୍ତ୍ରୀଙ୍କ ବଦଳରେ ବସ୍‌ ଦୁର୍ଘଟଣାରେ ଆହତଙ୍କୁ ଭେଟିଲେ ପାଣ୍ଡିଆନ, ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର): ଜନସାଧାରଣ ନିଜର ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ ଓଡ଼ିଶାରେ ନବୀନବାବୁ ସରକାର ଚଳାଉନାହାନ୍ତି ବରଂ ତାଙ୍କ ସହଯୋଗୀ ସରକାର ଚଳାଉଛନ୍ତି। ଓଡ଼ିଶାରେ ସମ୍ବିଧାନ ବହିର୍ଭୂତ କ୍ଷମତା କେନ୍ଦ୍ର ତିଆରି ହେବା ଗଣତନ୍ତ୍ର ପାଇଁ…

ବିଜେଡିରେ ଯୋଗଦେଲେ ଶତାଧିକ ଭାଜପା,କଂଗ୍ରେସ ନେତା

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-କଳାହାଣ୍ଡି ଜିଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ…

କଂଗ୍ରେସରୁ ସୁର ବିଦା, ମନ୍ମଥଙ୍କୁ ଫାଇଦା! କେମିତି ଜାଣନ୍ତୁ…

ଭୁବନେଶ୍ୱର,୧୬।୪: ପୁଣି ଚର୍ଚ୍ଚାରେ ବରିଷ୍ଠ ରାଜନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ । ଦଳବିରୋଧୀ କାର୍ଯ୍ୟ ପାଇଁ ସୁରଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ବି ଥମୁନାହିଁ ଚର୍ଚ୍ଚା। କାରଣ, ସୁରଙ୍କୁ କଂଗ୍ରେସ ବାହାର କରିବା ପରେ ଏହା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?