ରାଜ୍ୟ

ଶିକ୍ଷକଙ୍କ ବଦଳି ପାଇଁ ୨୯ରୁ ଆବେଦନ

ଭୁବନେଶ୍ୱର, ୨୭।୧୦(ଅସମାପିକା ସାହୁ): ଶିକ୍ଷକଙ୍କ ବଦଳି ପାଇଁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଇଚ୍ଛୁକ ଶିକ୍ଷକମାନେ ବଦଳି ପାଇଁ ଆବେଦନ କରିପାରିବେ।…

ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୭।୧୦: ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ବରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ତାଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ…

ପ୍ରମୋଦ ଭଗତଙ୍କୁ ୨କୋଟି ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର ,୨୭।୧୦ : ଏସୀୟ ପାରା କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ। ରାଜ୍ୟ ପାଇଁ ଗର୍ବ ଆଣିଥିବା ପ୍ରମୋଦଙ୍କୁ ୨ କୋଟି ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେଲ୍ସ ନୀତେଶ କୁମାରଙ୍କୁ ପରାସ୍ତ…

କେଉଁ ଦିନ ପାଳନ ହୁଏ ଆଦିବାସୀ ଦଶହରା, କ’ଣ ରହିଛି ପରମ୍ପରା

ଡାବୁଗାଁ,୨୭।୧୦(ପ୍ରଜ୍ଞାରଞ୍ଜନ ପରିଡ଼ା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାରେ ପାରମ୍ପରିକ ଆଦିବାସୀ ଦଶହରା ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରୁ ଲାଠି, କୁର୍ଚି ଓ ଶିରାମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା। ସମସ୍ତ ଲାଠି, କୁର୍ଚି ଡାବୁଗାଁ ମା’ ଠାକୁରାଣୀ…

୩ ଥାନା ଅଞ୍ଚଳରୁ ୩୬ ଗିରଫ: ୧ ଲକ୍ଷ ୧୫ ହଜାର ୨୬୦ ଟଙ୍କା ଜବତ

ବ୍ରହ୍ମପୁର,୨୭ା୧୦(ସୁବାସ ଚନ୍ଦ୍ର ପାଢ଼ୀ): କୁମାରପୂର୍ଣ୍ଣିମା ଯୋଗୁ ଜୋରଦାର ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢ଼ାଉ ଅଭିଯାନ ଜାରି ରଖିଛି। ୨୪ ଘଣ୍ଟା ମଧ୍ୟରେ ୩ଟି ଥାନା ଅଞ୍ଚଳରେ ଚାଲିଥିବା ଜୁଆଖେଳରୁ ୩୬ ଜଣଙ୍କୁ ଗିରଫ କରାଯାଇଛି। ସେହିପରି ୩୫ଟି ମୋବାଇଲ ଫୋନ୍‌…

ଚନ୍ଦ୍ରଗ୍ରହଣ ଲାଗି ଆଖଣ୍ଡଳମଣି ମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

ଚାନ୍ଦବାଲି,୨୭।୧୦(କିଷାନ ପାତ୍ର): ଚନ୍ଦ୍ରଗ୍ରହଣ ଥିବାରୁ ଶନିବାର ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଛି। କୁମାର ପୂର୍ଣ୍ଣିମା ଓ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବାରୁ ଭକ୍ତମାନଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଭୋର ୪ଟାରେ…

ଆରପାରିରେ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

ଭୁବନେଶ୍ୱର,୨୭/୧୦: ଓଡ଼ିଆ ସିନେ ଜଗତର ବରିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ। ବହୁଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ ସ୍ୱରୂପ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ…

ନୂଆ ଦାୟିତ୍ୱ ଗ୍ରହଣ ପରେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସରେ ଭିଡ଼

ଭୁବନେଶ୍ୱର,୨୭/୧୦: ସ୍ୱେଚ୍ଛାକୃତ ଅବସର ନେବା ପରେ ନୂଆ ଦାୟିତ୍ୱ ପାଇଥିବା ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଭିନ୍ନ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତା। ଶୁକ୍ରବାର ମଧ୍ୟାହ୍ନ ସମୟରେ ନବୀନ ନିବାସରେ ପାଣ୍ଡିଆନଙ୍କୁ ଭେଟିବାକୁ ବହୁ…

୨୦୨୪ ନିର୍ବାଚନ ପୂର୍ବରୁ ଭୋଟର ଆଇଡି ସଂଶୋଧନ କରିବାର ଶେଷ ସୁଯୋଗ, ଜାଣନ୍ତୁ କେଉଁ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଭୁବନେଶ୍ୱର,୨୭/୧୦: ରାଜ୍ୟରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଶୁକ୍ରବାର(ଅକ୍ଟୋବର ୨୭) ଠାରୁ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି। ନୂତନ ଭୋଟର ଆଇଡି ଏବଂ ସଂଶୋଧନ…

ଶନିବାର ଆଂଶିକ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ପାକନିଷେଧ, ପୂଜାର୍ଚ୍ଚନା

ଭୁବନେଶ୍ୱର,୨୭ା୧୦(ବନ୍ଦନା ସେଠୀ):ଆସନ୍ତା ୨୮ ତାରିଖ ଶନିବାର ବିଳମ୍ବିତ ରାତିରେ ଆଂଶିକ ଚନ୍ଦ୍ର ଗ୍ରହଣ ହେବ। ରାତି ୧ଟା ୫ରୁ ଗ୍ରହଣ ଆରମ୍ଭ ହୋଇ ପ୍ରାୟ ୨ଟା ୨୨ରେ ଛାଡ଼ିବ ଅର୍ଥାତ୍‌ ୧ଘଣ୍ଟା ୧୯ ମିନିଟ୍‌ ଗ୍ରହଣ ରହିବ। ଏହି ସମୟରେ ଚନ୍ଦ୍ର…

୨ ଜନଜାତି ଶିଶୁଙ୍କୁ ମିଳୁନି ଖାଦ୍ୟ

ମହାକାଳପଡ଼ା,୨୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତବର୍ଷରେ କୌଣସି ଶିଶୁ ଉପବାସରେ ନ ରହିବେ ସେଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ବ୍ୟୟ ହେଉଛି। ବିଶେଷ କରି ଜନଜାତି ବର୍ଗର ଲୋକମାନଙ୍କର ବିକାଶ ପାଇଁ ସରକାର…

ବାଇକ୍‌ରେ ଆସି ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଲେ ଯୁବକ

ନୂଆପଡ଼ା,୨୬।୧୦(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅନ୍ତର୍ଗତ ଉଦ୍ୟାନବନ୍ଧ ଭାରତୀୟ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଇ ଲୁଟେରା ଫେରାର ହୋଇଯାଇଛନ୍ତି। ଗୁରୁବାର କୁଞ୍ଜଲପଡା ଗାଁର ପ୍ରକାଶ ବାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri