ରାଜ୍ୟ

ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୨୧ ମୁଣ୍ଡ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧୬୧କୁ ବୃଦ୍ଧି ପାଇଛି। ଏହି ୨୧...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ସୁନ୍ଦରଗଡ଼ ଆଗରେ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫,୧୯୪ ଜଣ ଲୋକାଲ କେସ୍‌...

ଓଡ଼ିଶାରୁ ଅକ୍ସିଜେନ ନେଇ ନିଖୋଜ ଥିବା ଟ୍ୟାଙ୍କର ମିଳିଲା

ଅମରାବତୀ, ୭।୫: ଓଡ଼ିଶାରୁ ଅକ୍ସିଜେନ୍‌ ନେଇ ନିଖୋଜ ହୋଇଯାଇଥିବା ଏକ ଟ୍ୟାଙ୍କରକୁ ଆନ୍ଧ୍ରପ୍ରଦେଶ ପୋଲିସ ଠାବ କରିଛି। ଫଳରେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ପାଖାପାଖି ୪୦୦ ଗୁରୁତର ଆକ୍ରାନ୍ତ। ଓଡ଼ିଶାରୁ ୧୮ ଟନ୍‌ ଅକ୍ସିଜେନ୍‌ ନେଇ ଟ୍ୟାଙ୍କରଟି ବିଜୟଓ୍ବାଡ଼ା...

ଆକ୍ରାନ୍ତ ବୃଦ୍ଧଙ୍କ ଆତ୍ମହତ୍ୟା ପରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ସ୍ତ୍ରୀ

ବିଜେପୁର,୭।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାତବନ୍ଧ ଗ୍ରାମରେ ଶୁକ୍ରବାର କରୋନା ଆକ୍ରାନ୍ତ ଜଣେ ବୃଦ୍ଧ ମାନସିକ ଭାରସାମ୍ୟ ହରାଇ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଅର୍ଜୁନ ମେହେର (୬୫)। ମିଳିଥିବା ସୂଚନା ମୁତାବକ ସାତବନ୍ଧ...

ଗାଁ ପାଖରେ ବୁଲୁଛି ଗୋଠଛଡ଼ା ଦନ୍ତା

ପାଟଣା, ୭।୫: କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାର ବିଳମ୍ବିତ ରାତିରେ ଏକ ଗୋଠଛଡ଼ା ଦନ୍ତା ହାତୀ ପଶିଆସିଛି। ହାତୀଟି ଶୁକ୍ରବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଶବ ବ୍ୟବଚ୍ଛେଦ କେନ୍ଦ୍ର ପର୍ଯ୍ୟନ୍ତ ଆସିଥିଲା। ପରେ ପାଟଣା ଇଲେକ୍ଟ୍ରି ସେକ୍ସନ...

ଭେଣ୍ଟିଲେଟର ପାଇଁ ୧ ଟଙ୍କା

ବରଗଡ଼ ଅଫିସ୍‌,୭।୫: ବରଗଡ଼ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ ଭେଣ୍ଟିଲେଟର ସମେତ ଆଇସିୟୁ ଶଯ୍ୟାର ଶୁଭାରମ୍ଭ କରିଛନ୍ତି । ଉଦ୍‌ଘାଟନୀ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଗରିବ ଲୋକଙ୍କୁ ଶସ୍ତାରେ ଚିକିତ୍ସା ସେବା ଯୋଗାଇ...

ଯୁବତୀଙ୍କୁ ଗଣବଳାତ୍କାର: ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ୍‌,୭।୫: ଝାରସୁଗୁଡ଼ାରେ ପୁଣି ଲଜ୍ଜା । ଏକ ପରିତ୍ୟକ୍ତ କୋଠାରେ ଜଣେ ଯୁବତୀଙ୍କୁ ଗଣବଳତ୍କାର କରାଯାଇଛି। ବର୍ତ୍ତମାନ ଏହାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ୍‌ ହୋଇଛି। ଲକ୍‌ଡାଉନ୍‌ ସମୟରେ ପୋଲିସ୍‌ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।...

ଧାର୍ଯ୍ୟ ହେଲା ମାଟ୍ରିକ ପରୀକ୍ଷା ଫଳ ପଦ୍ଧତି

ଭୁବନେଶ୍ୱର,୭।୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନରେ ଜୁନ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ପରୀକ୍ଷାର କେଉଁ ଭଳି ମୂଲ୍ୟାଙ୍କନ ହେବ...

ବିରୋଧୀ ଦଳ ନେତା ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର,୭।୫: କରୋନା ସଂକ୍ରମିତ ହୋଇ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଭାଜପା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଶୁକ୍ରବାର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪...

ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ଓମଫେଡର ନିର୍ଦ୍ଦେଶ

ଭଭୁବନେଶ୍ୱର,୭।୫(ବ୍ୟୁରୋ): ଲକଡାଉନ ଯୋଗୁ ଦୁଗ୍ଧ ବିକ୍ରୟ କମ୍‌ ହେଉଥିବାରୁ ଓମଫେଡ ପକ୍ଷରୁ ସମସ୍ତ ୟୁନିଅନକୁ ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ମାସରେ ଦୁଗ୍ଧ ସଂଗ୍ରହ କମାଇବାକୁ ଓମଫେଡ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା। ଲକଡାଉନ ଯୋଗୁଁ...

ଭୁବନେଶ୍ୱରେ ପହଞ୍ଚିଲା ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୭।୫(ବ୍ୟୁରୋ): ଭୁବନେଶ୍ୱରରେ ଶୁକ୍ରବାର ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ତେବେ ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ। ପ୍ରଥମ ଡୋଜ ନେଇ ଦ୍ୱିତୀୟ ଡୋଜ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା...

୨୦୨୨ ଜୁନ ସୁଦ୍ଧା ଅନ୍ଧାରୁଆରେ ଟିକା ଉତ୍ପାଦନ

ଭୁବନେଶ୍ୱର,୭ା୫(ବ୍ୟୁରୋ):ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଭାରତ ବାୟୋଟେକ ଦ୍ୱାରା ଟିକା ଉତ୍ପାଦନ ୟୁନିଟର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଆସନ୍ତା ୨୦୨୨ ଜୁନ ସୁଦ୍ଧା ଏଠାରେ ଟିକା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ୟୁନିଟ ପ୍ରତିଷ୍ଠା ନିମନ୍ତେ ଆବଶ୍ୟକ ବୈଧାନିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri