ରାଜ୍ୟ

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା...

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର।...

ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ

କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ ଜିଉଙ୍କୁ ପହଣ୍ଡି କରି ସ୍ନାନ ବେଦୀକୁ ନିଆଯାଇଥିଲା। ସେଠାରେ ସୁଗନ୍ଧିତ ଜଳରେ ଶ୍ରୀ...

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ...

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪...

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍‌ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ...

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା,...

ନେପାଳୀ ନାଗରିକଙ୍କୁ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା...

ଅତଡ଼ା ଖସୁଛି, ଲୋକେ ଛାନିଆ

ପୁରୁଣା ଭୁବନେଶ୍ୱର,୨୪।୬(ଡି.ଏନ୍‌.ଏ.): ଏକାମ୍ର ଯୋଜନା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ଏହି ମେଗା ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ଲିଙ୍ଗରାଜ ନ୍ୟୁ ମାର୍କେଟ କମ୍ପ୍ଲେକ୍ସଠାରୁ ବିନ୍ଦୁସାଗର ଉତ୍ତର...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ ପ୍ରାୟ ୨୦୦ କୋଟି ଟଙ୍କାର ଖାଉଟି ସାମଗ୍ରୀ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri