ରାଜ୍ୟ

ପୋଲିସ ଚାକିରି କରିବେ କିନ୍ନର

ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି।...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା ପ୍ରେମିକାଙ୍କ ଗର୍ଭପାତ ହୋଇଛି। ଗତ ୩ତାରିଖରେ ଏଭଳି ଅମାନବୀୟ ଘଟଣା ଘଟିଛି। ତେବେ...

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ...

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ ହେବା ପରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯେଉଁ ଜିଲାରେ...

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.)  ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା ଉପଖଣ୍ଡକୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଉପଖଣ୍ଡରେ ୯ ପେଟ୍ରୋଲ ପମ୍ପ ଥିବାବେଳେ...

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ କରିଥିଲେ। ଏହାର ନାମ ଅର୍ଜୁନ ସେତୁ ରଖାଯାଇଥିଲା। ଏଥିପାଇଁ କେନ୍ଦ୍ର ଜଳ ସମ୍ପଦ...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପ୍ରକାଶ ଯେ ଉକ୍ତ ସ୍ଥାନରେ ଗତ କିଛି ଦିନ ହେବ ରେଳ...

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ...

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ...

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍‌ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri