୬୧ ଦିନ ଯାଏ ମାଛ ଧରିବା ମନା
ପାରାଦୀପ,୧୫।୪(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ ନିର୍ଦ୍ଦେଶାଳୟ…
କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ
କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସାଧାରଣ…
୩ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର,୧୫ା୪: କଂଗ୍ରେସ ରବିବାର ତା’ର ଆଉ ୭୫ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ୩ଟି ସ୍ଥାନରେ କଂଗ୍ରେସ ତା’ର ପୂର୍ବ ପ୍ରାର୍ଥୀଙ୍କୁ ବଦଳାଇଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ କଂଗ୍ରେସ ଦେବେନ୍ଦ୍ର ଭିତିରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ ବାଲିଗୁଡ଼ାରେ ସୁରଦା…
ବିଧାନସଭା ଆସନ: କାହାର କେତେ ଘୋଷଣା ବାକି
ଭାଜପାର ୩୫ ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗଁା, ଡାବୁଗଁା, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ରାଜନଗର, ବାଲିକୁଦା-ଏରସମା, ଜଗତ୍ସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି,…
ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ
ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ ଓ…
୩ ବ୍ଲକ ପାଇଁ ୧୦ଜଣ ସଂଯୋଜକଙ୍କୁ ନିଯୁକ୍ତ କଲା ବିଜେଡି
ଭୁବନେଶ୍ୱର, ୧୫ା୪(ସୁନିତ୍ ମିଶ୍ର): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୩ଟି ବ୍ଲକ ପାଇଁ ମୋଟ୍ ୧୦ ଜଣ ସଂଯୋଜକଙ୍କୁ ଦାୟିତ୍ୱ ଦେଇଛନ୍ତି। ଛେଣ୍ଡିପଦା, ତେଲକୋଇ ଏବଂ କଙ୍କଡାହାଡ଼ ବ୍ଲକ ପାଇଁ ମୋଟ୍ ଏହି ୧୦ ଜଣ ସଂଯୋଜକ…
୨୧ ଗ୍ରାମର ଲୋକେ ୨ ରାଜ୍ୟର ଭୋଟର
ପଟ୍ଟାଙ୍ଗି,୧୫ା୪(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଲୋକମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଆନ୍ଧ୍ର ନେଉଛି ଭୋଟ। ଫଳରେ କୋଟିଆ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକମାନେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରକୁ ଭୋଟ ଦେଉଛନ୍ତି। ୨୦୨୧ରେ…
ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା
ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ…
ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ
ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ. ଅମରେଶ…
ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି
ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ ବ୍ୟାସନଗରର…
ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର
ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ ଜୟନ୍ତୀ ହିଂସାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଚଳିତବର୍ଷ ହନୁମାନ ଜୟନ୍ତୀ ଶୋଭାଯାତ୍ରା…
ଭାଜପାକୁ ଏମିତି କମେଣ୍ଟ ମାରିଲା ବିଜେଡି
ଭୁବନେଶ୍ୱର, ୧୪।୪(ସୁନିତ୍ ମିଶ୍ର):ବିଜେଡି ରାଜ୍ୟର ୧୧୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ୧୧୨ ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ଏଭଳି ସ୍ଥିତିରେ ଗତ ୧୦ ତାରିଖ ପରଠାରୁ ଭାଜପା ପରବର୍ତ୍ତୀ ପ୍ରାର୍ଥୀ…

