ରାଜ୍ୟ

ତୁଟୁନି ଭାଜପା କନ୍ଦଳ, ସୁବିଧା ସ୍ଥିତିରେ ବିଜେଡି

ରସୁଲପୁର,(ରଞ୍ଜିତ ରାଉତ)/ ଯାଜପୁର, (ହର୍ଷବର୍ଦ୍ଧନ ବେହେରା) ୧୪ା୪ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଭାଜପା ସ୍ଥିତି ବିବାଦୀୟ ହୋଇପଡୁଛି। ୨୦୨୪ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହେଲାଣି ଏବଂ ଭାଜପା ଦଳୀୟ ପ୍ରାର୍ଥୀ ଘୋଷଣା କରିସାରିଛି। ତଥାପି ଏଠାରେ ଦଳୀୟ କନ୍ଦଳ ତୁଟିପାରୁନାହଁ।…

ଭାଙ୍ଗିରୁଜି ଗଲାଣି ମୁକ୍ତାକାଶ ବ୍ୟାୟାମଶାଳା

ପଟ୍ଟାମୁଣ୍ଡାଇ,୧୪ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍‌ଏସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ପୌରପରିଷଦକୁ ୩୫ବର୍ଷ ପୂରିଥିବା ବେଳେ ପୌରାଞ୍ଚଳକୁ ସୌନ୍ଦର୍ଯ୍ୟକରଣ ପାଇଁ ଅନେକ କୋଟି ଟଙ୍କା ବ୍ୟୟ…

ଆମଦାନୀ ନେତାଙ୍କୁ ଭରସା କରିଚାଲିଛି ବିଜେଡି

ସମ୍ବଲପୁର,୧୪।୪ (ଭବାନୀ ଶଙ୍କର ଭୋଇ)ସମ୍ବଲପୁର ଜିଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି । ଏହି କ୍ଷେତ୍ରରେ ବିଜେଡି ଆମଦାନୀ ନେତାଙ୍କ ଉପରେ କ୍ରମାଗତ ଭରସା କରି ଚାଲିଥିବା ଦେଖିବାକୁ ମିଳୁଛି। କେବଳ ୨୦୧୯ରେ ଏହି…

ବିକ୍ରି ହେଉଛି ନିଷେଧ ଔଷଧ

ଜଗତ୍‌ସିଂହପୁର,୧୪।୪ (ପ୍ରମୋଦ କୁମାର ନାୟକ)ଅନେକ ସମୟରେ ଦେଖାଯାଉଛି ରୋଗୀ ଠିକ୍‌ ଔଷଧ ସେବନ କରିପାରୁନାହାନ୍ତି। ଏନେଇ ଯେଉଁସବୁ କାରଣ ଥାଉ ନା କାହିଁକି ଭୁଲ୍‌ ଓ ନିଷେଧ ଔଷଧ ସେବନ ଯୋଗୁ ରୋଗୀ ଅଧିକ ଅସୁସ୍ଥ ହୋଇ ପଡ଼ୁଛନ୍ତି। ଏପରି କି…

ଶକ୍ତି ପ୍ରଦର୍ଶନ କଲେ ଧର୍ମେନ୍ଦ୍ର, ଭର୍ତ୍ତୃହରି, ନୟନ

କଟକ, ୧୪।୪(ଶିଳ୍ପା ପ୍ରିୟଦର୍ଶିନୀ)ଭାଜପାର ମିଶ୍ରଣ ପର୍ବ ଶନିବାର କଲେଜଛକ ଠାରେ ଅନୁଷ୍ଠିତ ହୋଇଯାଇଛି। ସିଡିଏ ବିଜୁ ପଟ୍ଟନାୟକ ପାର୍କ ନିକଟରୁ ପ୍ରଥମେ ଏକ ବାଇକ୍‌ ଶୋଭାଯାତ୍ରା ବାହାରି ବିହାରୀବାଗଠାରେ ପହଞ୍ଚତ୍ଥିଲା। ପରେ କାଳିଆବୁଦାଠାରେ ଥିବା ଗୁରୁଦ୍ୱାରାରେ ପହଞ୍ଚତ୍ ଶିଖ୍‌ ସମ୍ପ୍ରଦାୟର ଲୋକଙ୍କ…

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସାକ୍ଷାତ କରି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ନୂଆଦିଲ୍ଲୀ ୧୦ଜନପଥସ୍ଥିତ ଗାନ୍ଧୀଙ୍କ ବାସଭବନରେ ଅନୁଷ୍ଠିତ…

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ ଶନିବାର ଭୋର ସମୟ ପର୍ଯ୍ୟନ୍ତ ରକ୍ତ ପ୍ୟାକେଟ ପଡିଥିଲା । ରକ୍ତ ଭଣ୍ଡାରରେ ରକ୍ତର…

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ ଦେଇଛନ୍ତି। ହେଲେ ନୟାଗଡ଼ ଜିଲାକୁ ଆସିଥିବା ବିଏସ୍‌କେୱାଇ ଆମ୍ବୁଲାନ୍ସ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌୍‌୍‌)…

ଶ୍ରୀକ୍ଷେତ୍ରରେ ପୂର୍ବରୁ ହେଉଥିଲା ଅଷ୍ଟ ମହାବୀରଙ୍କ ଉପାସନା

ପୁରୀ,୧୪ା୪(ଅଜିତ୍‌ ମହାନ୍ତି):ଶ୍ରୀକ୍ଷେତ୍ରରେ ହନୁମାନ ଉପାସନା ବହୁ ପ୍ରାଚୀନ ପରମ୍ପରା। ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ରର ମହାବୀର ଉପାସନା ସହିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସମ୍ପୃକ୍ତ। ମହାବିଷୁବ ସଂକ୍ରାନ୍ତି ଦିନ ଏହି ମଠ ପକ୍ଷରୁ ଶ୍ରୀମନ୍ଦିର…

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ ତତଲା ବାଲିରେ ଚାଲିବା ସହ କୋଇଲିଖା କଣ୍ଟାରେ ଗଡ଼ିଥିଲେ। ପାଟଭୁକ୍ତା ନିଆଁରେ ଝୁଲିଥିଲେ। ବିଶ୍ୱାସ…

ଭାରତର ପ୍ରଥମ ଟ୍ରାନ୍ସଜେଣ୍ଡର ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ରିତୁଶ୍ରୀ

ଭୁବନେଶ୍ୱର,୧୪।୪(ଶର୍ମିଷ୍ଠା ପାଣିଗ୍ରାହୀ)ଟ୍ରାନ୍ସଜେଣ୍ଡରଙ୍କ ଜୀବନ ସଂଘର୍ଷପୂର୍ଣ୍ଣ। ହେଲେ ଏହି ସଂଘର୍ଷ ଭିତରେ ଏକାକୀ ସମସ୍ତ ପରିସ୍ଥିତିକୁ ସାମ୍ନା କରି ନିଜ ଭବିଷ୍ୟତ ଗଢ଼ିବା ସହ ନିଜ ମାଟି ତଥା ଓଡ଼ିଶା ପାଇଁ ଗୌରବ ଆଣିଥିବା ଜଣେ ପ୍ରେରଣାଦାୟୀ ଟ୍ରାନ୍ସଜେଣ୍ଡର ହେଉଛନ୍ତି ରିତୁଶ୍ରୀ ପାଣିଗ୍ରାହୀ।…

ବିନା ଶୋଭାଯାତ୍ରାରେ ହେବ ହନୁମାନ ଜୟନ୍ତୀ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରରେ ରବିବାର ହନୁମାନ ଜୟନ୍ତୀ ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ପ୍ରଶାସନିକ କଟକଣା ହେତୁ ବିନା ଶୋଭାଯାତ୍ରାରେ ଉତ୍ସବ ପାଳନ କରାଯିବ। ଏହାକୁ ନେଇ ଶ୍ରଦ୍ଧାଳୁ ଓ ଆୟୋଜକଙ୍କ ମଧ୍ୟରେ ନୈରାଶ୍ୟ ଭାବ ଦେଖାଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?