ରାଜ୍ୟ

ଭିସିଆଇ କେମିକାଲ କାରଖାନାକୁ ବିରୋଧ

ଯାଜପୁର/କଳିଙ୍ଗନଗର,୨୧ା୧୦ (ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): ପ୍ରଭାବିତ ଅଞ୍ଚଳବାସୀ ଓ କ୍ଷତିଗ୍ରସ୍ତ ପରିବାରଙ୍କ ସମସ୍ୟାଠାରୁ ଦୂରେଇ ଯାଉଥିବାରୁ ଶିଳ୍ପ କାରଖାନାଗୁଡ଼ିକ ଉପରେ ଜନ ଅଶାନ୍ତି ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଛି। ନିଯୁକ୍ତି ଆଶା କ୍ରମଶଃ ମଉଳି ଯାଇଥିବାରୁ ଶିଳ୍ପ ପ୍ରତି ଲୋକଙ୍କ ମୋହ…

ପିନାକୀ ମିଶ୍ରଙ୍କୁ ବହିଷ୍କାର କରାଯାଉ: ଭାଜପା

ଭୁବନେଶ୍ୱର, ୨୧।୧୦(ସୁନିତ୍‌ ମିଶ୍ର): ସଂସଦରେ ‘ପ୍ରଶ୍ନ ପଚାରିବା ପାଇଁ ଟଙ୍କା’ ନେବା ଦୁର୍ନୀତିରେ ପୁରୀ ଏମ୍‌ପି ପିନାକୀ ମିଶ୍ରଙ୍କ ସମ୍ପୃକ୍ତି ଅଛି ବୋଲି ସିବିଆଇ ଅଦାଲତ ଏବଂ ସଂସଦର ଏଥିକ୍ସ କମିଟି ପାଖରେ ଦାଖଲ ହୋଇଥିବା ୨ଟି ସତ୍ୟପାଠରୁ ସ୍ପଷ୍ଟ ହୋଇଥିବା…

ନଭେମ୍ବର ପହିଲାରୁ ଗହୀରମଥାରେ କଟକଣା

କେନ୍ଦ୍ରାପଡ଼ା,୨୧ା୧୦(ଜଗନ୍ନାଥ ଧଳ): ଆଗାମୀ କିଛିଦିନ ମଧ୍ୟରେ ବିରଳ ଅଲିଭ ରିଡ୍‌ଲେ କଇଁଛ ବିଶ୍ୱପ୍ରସିଦ୍ଧ ଗହୀରମଥାରେ ଚଳପ୍ରଚଳ ହେବେ। ଅନୁକୂଳ ପାଗ ଓ ପରିବେଶ ଥିଲେ ଏହି ପ୍ରଜନନସ୍ଥଳ ଲକ୍ଷ ଲକ୍ଷ ଶାବକରେ ପରିପୂର୍ଣ୍ଣ ହେବ। ବିରଳ କଇଁଛଙ୍କ ସୁରକ୍ଷା ପାଇଁ ଗହୀରମଥାର…

ପ୍ରତିରୋଧ ଶକ୍ତି ବଢ଼ାଇବ କୋରାପୁଟ ଔଷଧୀୟ ଧାନ

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟର ଆଦିବାସୀମାନେ ଚାଷ କରୁଥିବା ପାରମ୍ପରିକ ଔଷଧୀୟ ଧାନ ପୁଷ୍ଟିର ସୁରକ୍ଷା ଦେବ। ରୋଗ ପ୍ରତିରୋଧକ ଶକ୍ତି ବଢାଇବ ବୋଲି କହିଛନ୍ତି ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ପ୍ରାକୃତିକ ସଂରକ୍ଷଣ ବିଭାଗ ସହାୟକ ପ୍ରଫେସର ଡ. ଦେବବ୍ରତ ପଣ୍ଡା। କୋରାପୁଟ…

ପିପିଏରେ ନିବେଶ ହେବ ୯ ହଜାର କୋଟି ଟଙ୍କା

ପାରାଦୀପ,୨୧ା୧୦(ଶରତ ରାଉତ): ମୁମ୍ବାଇରେ ଗତ ୧୭ରୁ ଚାଲିଥିବା ୩ ଦିନିଆ ମାରିଟାଇମ୍‌ ଅମୃତକାଳ ମହୋତ୍ସବ ଗୁରୁବାର ସାରେ ଶେଷ ହୋଇଛି। ଏହି ଅବସରରେ କୁହାଯାଇଥିଲା, ୨୦୪୭ ସୁଦ୍ଧା ମାରିଟାଇମ୍‌ର କଳେବର ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି। ଅମୃତକାଳ ମଧ୍ୟରେ ପ୍ରାୟ ୧୦…

ପଶ୍ଚିମବଙ୍ଗରେ ପୂଜା ପେଣ୍ଡାଲ ବୁଲିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧ା୧୦(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ପଶ୍ଚିମବଙ୍ଗର ଦୁର୍ଗାପୂଜା ପର୍ବରେ ସାମିଲହୋଇ ବିଭିନ୍ନ ପୂଜା ପେଣ୍ଡାଲ ବୁଲିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ଦୁର୍ଗାପୂଜା କେବଳ ଏକ ପର୍ବ ନୁହେଁ ବରଂ ଆମର ସାଂସ୍କୃତିକ ଐତିହ୍ୟର ପ୍ରତୀକ ଏବଂ ପଶ୍ଚିମବଙ୍ଗର ଲୋକଙ୍କ…

୪ ହଜାର ବୋତଲ କଫ ସିରପ୍‌ ଜବତ, ୬ ଗିରଫ

ବଲାଙ୍ଗୀର,୨୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): କଫ ସିରପ୍‌ ଚୋରାଚାଲାଣ କରୁଥିବା ଏକ ଗୋଷ୍ଠୀକୁ ବଲାଙ୍ଗୀର ଟାଉନ୍‌ ପୋଲିସ ଟିମ୍‌ ଶୁକ୍ରବାର ଭୋର ୬ଟାରେ କାବୁ କରିଛି। ସେମାନଙ୍କଠାରୁ ୪ ହଜାର ବୋତଲ କଫ ସିରପ୍‌ ଜବତ କରାଯାଇଛି। ଏଥିସହ ପୋଲିସ ୬ ଅଭିଯୁକ୍ତଙ୍କୁ…

ଗଜପତିରେ ‘ଲକ୍ଷ୍ମୀ’: ଚାଲିଲା ୩୬ ବସ୍‌

ଭୁବନେଶ୍ୱର, ୨୧ା୧୦ (ଅନିଲ ଦାସ)/ ପାରଳାଖେମୁଣ୍ଡି (ଗିରିଧାରୀ ପରିଚ୍ଛା): ମାଲକାନଗିରି ଜିଲା ପରେ ଗଜପତି ଜିଲାରେ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୧।୧୦(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, କାଜୁ ଉନ୍ନୟନ ନିଗମ ଏମ୍‌ଡି ଦିପ୍ତୀ ମହାପାତ୍ରଙ୍କୁ ଦକ୍ଷତା ବିକାଶ ଏବଂ ବୈଷୟିକ…

ଆଥ୍‌ଲେଟଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସିଆନ ପାରା ଗେମ୍ସର ଆଥ୍‌ଲେଟ୍ସଙ୍କ ପାଇଁ ଶୁକ୍ରବାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ୭ ଜଣ ଓଡ଼ିଆ ପାରା ଆଥ୍‌ଲେଟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ଆସନ୍ତା…

ଏମ୍ସ ଭୁବନେଶ୍ୱରରେ ଇ-ପେମେଣ୍ଟ ବ୍ୟବସ୍ଥା ଆରମ୍ଭ

ଭୁବନେଶ୍ୱର, ୨୧।୧୦ (ଅସମାପିକା ସାହୁ): ଏମ୍ସ ଭୁବନେଶ୍ୱରରେ ଶୁକ୍ରବାର ଇ-ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଏଣିକି ଚିକିତ୍ସା ବିଲ୍‌ ପେମେଣ୍ଟ ପାଇଁ କାଉଣ୍ଟରରେ ଦୀର୍ଘ ସମୟ ଧରି ଠିଆ ହେବାକୁ ପଡିବ ନାହିଁ। ଘରୁ ଥାଇ ମଧ୍ୟ ବିଭିନ୍ନ ପରୀକ୍ଷା ନିମନ୍ତେ…

ସାଲିଆ ସାହିରେ ଚଢ଼ାଉ

ଭୁବନେଶ୍ୱର,୨୦।୧୦ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ବେଆଇନ ଭାବେ ତିଆରି ହେଉଛି ଦେଶୀ ମଦ। ବିଶେଷକରି ବସ୍ତି ଅଞ୍ଚଳରେ ଦେଶୀ ଭାଟି ରହିଥିବାବେଳେ ଏଠାରୁ ସହର ସମେତ ବାହାରକୁ ମଧ୍ୟ ମଦ ଚୋରା ଚାଲାଣ ହେଉଛି। ପୋଲିସ ଓ ଅବକାରୀ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri