୨ବର୍ଷ ହେଲା ଅଲିଭ୍ ରିଡ୍ଲେଙ୍କ ସଂଖ୍ୟା କମୁଛି
କେନ୍ଦ୍ରାପଡ଼ା,୧୪ା୪(ଜଗନ୍ନାଥ ଧଳ)୨୦୨୩ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଭିତରକନିକା ଜାତୀୟ ଉଦ୍ୟାନସ୍ଥିତ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍ ରିଡ୍ଲେ କଇଁଛ ଅଣ୍ଡାଦାନ କରିଥିଲେ। ସେହିପରି ୨୦୨୨ରେ ଏମାନଙ୍କ ସଂଖ୍ୟା ୫.୧ ଲକ୍ଷରୁ ଊର୍ଦ୍ଧ୍ୱ ଥିଲା। ମାତ୍ର ଚଳିତ ବର୍ଷ…
ଚିଙ୍ଗୁଡ଼ି ଘେରିରେ ଏସିଡ୍ ଢାଳି ଯୁବକଙ୍କୁ ହତ୍ୟା
ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସଦର ଥାନା ପତାଗାଁ ଗ୍ରାମର ଜଗବନ୍ଧୁ ସ୍ବାଇଁ (୨୦)। ପୂର୍ବଶତ୍ରୁତାରୁ ଜଗବନ୍ଧୁଙ୍କୁ…
ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ
ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ ପରିସରରେ ପାନ, ଗୁଟ୍ଖା, ଭାଙ୍ଗ, ବିଡ଼ି, ସିଗାରେଟ୍ ଭଳି ମାଦକ ଦ୍ରବ୍ୟ ବ୍ୟବହାରକୁ ସମ୍ପୂର୍ଣ୍ଣ…
ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍
ଭୁବନେଶ୍ୱର,୧୩ା୪: ଶନିବାର ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ, ବାଲେଶ୍ୱରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ ଦାସ,…
ରାଜ୍ୟକୁ ପୁଣି ଫେରିଲା ତାତି, ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ୱର,୧୩ା୪: ରାଜ୍ୟକୁ ପୁଣି ତାତି ଫେରିଛି। ବର୍ଷା ହୋଇଥିବାରୁ କିଛିଦିନ ପାଗ ଟିକେ ଥଣ୍ଡା ଥିଲା। ତେବେ ଶନିବାର ପୁଣି ତାତିରେ ସିଝିଛନ୍ତି ଲୋକେ। ଆଜି ରାଜ୍ୟର ଦୁଇ ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ଥିବା ବେଳେ ପାରଳାଖେମୁଣ୍ଡି ସବୁଠୁ…
ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ
ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ । ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଭାଜପାର ମିଶ୍ରଣ ପର୍ବରେ ଦଳର ଜିଲା ସଭାପତି…
ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ
ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ନିକଟରେ ସେ ଭାଜପା ଛାଡ଼ି ବିଜେଡିରେ…
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଚଳିତ ମାସ ୧୮ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତ
ଭୁବନେଶ୍ୱର,୧୩ା୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ମେ’ ମାସ ୧୩ ତାରିଖରୁ ଆରମ୍ଭ ହୋଇ ଜୁନ୍ ମାସ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଚଳିତମାସ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଭାରତୀୟ ନିର୍ବାଚନ…
ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍
ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି…
ବିଜେଡି ଏମପି-ବିଧାୟକ ପ୍ରାର୍ଥୀଙ୍କୁ ରାକ୍ଷୀ ବାନ୍ଧିଲେ ମହିଳା
ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୫୬ଟି ପଞ୍ଚାୟତ ମହିଳା କର୍ମୀଙ୍କୁ ନେଇ ମା କବଚ ସମାରୋହ ଶନିବାର ସାହାରପଡ଼ା ବ୍ଲକ ମାଛ ଗଡ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ମହିଳାମାନେ କେନ୍ଦୁଝର ଏମପି ପ୍ରାର୍ଥୀ ଧନୁର୍ଯ୍ୟୟ…
ଭାଜପାରେ ସାମିଲ ହେଲେ ବିଧାୟକ ବ୍ୟାମକେଶଙ୍କ ମାମୁ
ଭୁବନେଶ୍ୱର,୧୩।୪: ଭାଜପାରେ ସାମିଲ ହେଲେ ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ମାମୁ ଅଜୟ ନାୟକ। ଆଜି ବିଜେଡିରୁ ଇସ୍ତଫା ଦେଇଥିଲେ ଅଜୟ। ତେବେ ଶନିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ…
‘ବିଜେଡିକୁ ହାରିବା ଭୟ ଘାରିଛି’
ଭୁବନେଶ୍ୱର,୧୩।୪: କଳାକାରଙ୍କୁ ନବୀନ ନିବାସ ଡାକରା ନେଇ ଭାଜପାର କଟାକ୍ଷ। ବିଜେଡିକୁ ଟାର୍ଗେଟ କଲେ ଭାଜପାର ପିଙ୍କି ପ୍ରଧାନ ଓ ହରିହର ମହାପାତ୍ର। ସେ କହିଛନ୍ତି, ବିଜେଡିକୁ ହାରିବା ଭୟ ଘାରିଛି, ସେଥିପାଇଁ ଫିଲ୍ମଷ୍ଟାରଙ୍କୁ ଖୋଜୁଛି। ଆଗରୁ କେବଳ ନବୀନ ଷ୍ଟାର…

