ରାଜ୍ୟ

ମାଟି ଉପରେ ଦିଶୁଛି ପାଣି ପାଇପ୍‌

ଯାଜପୁର,୧୩ା୪(ହର୍ଷବର୍ଦ୍ଧନ ବେହେରା): ବ୍ରାହ୍ମଣୀ ନଦୀରୁ ଯାଜପୁର ଜିଲାର ସୁକିନ୍ଦା ଖଣି ଅଞ୍ଚଳର ୫୨ ଗ୍ରାମକୁ ପାଇପ୍‌ ଯୋଗେ ଜଳଯୋଗାଣ ଲକ୍ଷ୍ୟ ପଥଚ୍ୟୁତ ହୋଇଛି। ଏହା ଦ୍ୱିତୀୟ ପ୍ରକଳ୍ପ ଭାବେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରୁ ୧୦୧.୨୪…

ନିର୍ବାଚନ ରାଲିରେ ଯାଇଥିବାରୁ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ବୌଦ୍ଧ,୧୩।୪(ଅଜିତ ବାରିକ): ଏକ ରାଜନୈତିକ ଦଳର ନିର୍ବାଚନ ରାଲିରେ ଯୋଗ ଦେଇଥିବାରୁ ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡିଛି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲାରେ। ବୌଦ୍ଧ ଜିଲାପାଳ ଜେ. ସୋନାଲ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ଶିକ୍ଷୟିତ୍ରୀ ହେଲେ ବୌଦ୍ଧ…

ଆଜି ଆସିବ ଭାଜପାର ବିଧାନସଭା ପ୍ରାର୍ଥୀ ତାଲିକା, ଏହି ସବୁ ଆସନରେ ଦେବ ପ୍ରାର୍ଥୀ

ଭୁବନେଶ୍ୱର,୧୩।୪: ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଥିବା ବେଳେ ଆଜି ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିପାରେ । ଏନେଇ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍‌ ତୋମାର ସୂଚନା ଦେଇଛନ୍ତି। ଭାଜପା…

ରାସ୍ତାରେ ଶୋଇଥିବା ବେଳେ ୧୨ ଗୋରୁଙ୍କ ଉପରେ ମାଡିଗଲା ଟ୍ରକ୍‌

ବୀରମିତ୍ରପୁର ,୧୩।୪: ସୁନ୍ଦରଗଡ ଜିଲା ବୀରମିତ୍ରପୁର ନିକଟସ୍ଥ ଜାତୀୟ ରାଜପଥ ନଂ ୧୪୩ ତଳସେରା ଛକ ନିକଟରେ ଶନିବାର ଏକ ମାଲ ବୋଝେଇ ଟ୍ରକ୍‌ ଗୋରୁଙ୍କ ଉପରେ ମାଡିଯାଇଛି। ଫଳରେ ୧୨ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇ ଭାରୀଯାନ ଗାଡିଟି…

ଛିଣ୍ଡୁନି ୧୩ ଅଙ୍କ, ଛକାପଞ୍ଝାରେ ୩ ଦଳ

ଭୁବନେଶ୍ୱର,୧୩।୪: ପାଖେଇ ଆସିଲାଣି ନିର୍ବାଚନ । ଆଉ ଦିନ କେଇଟା ପରେ ହେବ ପ୍ରଥମ ପର୍ଯ୍ୟାୟ ମତଦାନ । ହେଲେ ଏବେ ଯାଏଁ ବି ଛକାପଞ୍ଝା ସ୍ଥିତିରେ ୩ ଦଳ। ଛିଣ୍ଡୁନି ୧୩ଟି ବିଧାନସଭା ଆସନ। ବିଜେଡି, ଭାଜପା ଓ କଂଗ୍ରେସ…

ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି

ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ, ଭାଜପା ପ୍ରାର୍ଥୀ କଳ୍ପନା କହଁର ଏବଂ ଫୁଲବାଣୀ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ପ୍ରତିଭା କହଁରଙ୍କ ଟିକେଟ…

ବିଧାୟକ ପଦ ରଦ୍ଦ ହେବା ପରେ ଆଇନର ଆଶ୍ରୟ ନେବେ ଅରବିନ୍ଦ ଢାଲି

ଭୁବନେଶ୍ୱର,୧୩।୪: ବିଧାୟକ ପଦ ରଦ୍ଦ ହେବା ପରେ ପୂର୍ବତନ ବିଜେଡି ବିଧାୟକ ତଥା ବର୍ତ୍ତମାନର ଜୟଦେବ ବିଧାନସଭା ଆସନର ଭାଜପା ପ୍ରାର୍ଥୀ ଅରବିନ୍ଦ ଢାଲି ଆଇନର ଆଶ୍ରୟ ନେବେ। ଭୁବନେଶ୍ୱରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ସେ ଏହା କହିଛନ୍ତି ।…

ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ

ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର ରେଢ଼ାଖୋଲ…

ବାରବାଟୀ-କଟକ ବିଜେଡିରେ କନ୍ଦଳ

କଟକ,୧୩ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ଯେତେ ପାଖେଇ ଆସୁଛି ବାରବାଟୀ-କଟକ ବିଜେଡିରେ ସେତେ ମାତ୍ରାରେ ଗୋଷ୍ଠୀ କନ୍ଦଳ ପଦାକୁ ଆସୁଛି। ଯେମିତିକି ଏଠାରେ ଏବେ ଦୁଇ ସଙ୍ଗଠନ କାମ କରୁଥିବା ସାଧାରଣରେ ଆଲୋଚନା ହେଉଛି। ବାରବାଟୀ-କଟକରେ ଗୋଟିଏ ଦିନରେ ଦୁଇଟି କାର୍ଯ୍ୟକ୍ରମ କରାଯାଇଛି;…

‘ସମୀରଙ୍କୁ ଟିକେଟ ନ ହେଲେ ଦଳ ଛାଡ଼ିବୁ’

ଗୋପ,୧୩ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର…

ରୋଡ୍‌ଶୋରେ ବିଜେଡି ପ୍ରାର୍ଥୀଙ୍କ ଶକ୍ତି ପ୍ରଦର୍ଶନ

ବାଳକାଟୀ,୧୩ା୪(ମନୋଜ ମଣ୍ଡଳ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ପ୍ରଚାର ଆରମ୍ଭ କରିଦେଲେଣି। ଶୁକ୍ରବାର ଭୁବନେଶ୍ୱର ଲୋକ ସଭା ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀ ନବ କିଶୋର ମଲିକ ବାଳକାଟୀରେ…

‘ପ୍ରଧାନ ଶିକ୍ଷକଙ୍କୁ ବିଜେଡି ସପକ୍ଷରେ କାମ କରିବାକୁ ଷଡ଼ଯନ୍ତ୍ର’

ଭୁବନେଶ୍ୱର,୧୩।୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଲଜ୍ଜାର ସବୁ ସୀମା ଅତିକ୍ରମ କରିଗଲେଣି। ସ୍ବଚ୍ଛ ଏବଂ ନିରପେକ୍ଷ ନିର୍ବାଚନ ପାଇଁ ଜାତୀୟ ନିର୍ବାଚନ କମିଶନ ୮ ଜଣ ଅଫିସରଙ୍କୁ ବଦଳିକଲେ। ସମସ୍ତ ସରକାରୀ ପୋର୍ଟାଲରୁ ୫-ଟିର ଉଲ୍ଲେଖକୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?