କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ
ଭୁବନେଶ୍ୱର, ୨୦।୧୦(ଅସମାପିକା ସାହୁ):ଓଡ଼ିଶାାରେ ହେବ ନାର୍କୋ ଟେଷ୍ଟ। ଫଳରେ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ତଥା ମିଛଧରା ପରୀକ୍ଷା ପାଇଁ ଆଉ ମୁମ୍ବାଇ, ପୁଣେ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ହିଁ ନାର୍କୋ…
୨୪ରେ ବାତ୍ୟାରୂପ ନେଇପାରେ ଲଘୁଚାପ
ଭୁବନେଶ୍ୱର,୨୦ା୧୦(ଅନିଲ ଦାସ):ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୧ ତାରିଖରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ୨୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଡିିପ୍ରେସନ(ଅବପାତ) ଓ ୨୪ରେ ଏହା ଡିପ୍ ଡିପ୍ରେସନ…
ବଡ଼ ଭଉଣୀଙ୍କ ଆଶୀର୍ବାଦ ନେଲେ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ୱର,୨୦ା୧୦(ବ୍ୟୁରୋ):ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଗଣେଶୀ ଲାଲ୍ଙ୍କ ସ୍ଥାନରେ ରଘୁବରଙ୍କୁ ଅବସ୍ଥାପିତ କରାଯାଇଛି। ରଘୁବରଙ୍କୁ ରାଜ୍ୟପାଳଭାବେ ନିଯୁକ୍ତ କରାଯିବା ପରେ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛା…
ବେନାମୀ ବ୍ୟାଙ୍କ ଆକାଉଣ୍ଟ୍ ରାକେଟ୍ ଧରିଲା ଏସ୍ଟିଏଫ୍
ଭୁବନେଶ୍ୱର,୨୦।୧୦(ସତ୍ୟଜିତ୍ ରାଉତ):ନିରୀହ ଗାଁ ଲୋକଙ୍କୁ ଫସାଇ ଖୋଲୁଥିଲେ ମ୍ୟୁଲ୍ ବ୍ୟାଙ୍କ୍ ଆକାଉଣ୍ଟ୍। ପରେ ଏହାକୁ ସାଇବର ଅପରାଧୀଙ୍କୁ ବିକ୍ରି କରି କମାଉଥିଲେ ବିପୁଳ ଟଙ୍କା। ଏଭଳି ଏକ ବେନାମି (ମ୍ୟୁଲ୍) ବ୍ୟାଙ୍କ ଆକାଉଣ୍ଟ୍ ର଼୍ୟାକେଟ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…
ମିଳିଲାନି ଲିଖିତ ପ୍ରତିଶ୍ରୁତି: ଆଜିଠୁ ବସ୍ ଧର୍ମଘଟ
ଭୁବନେଶ୍ୱର,୨୦ା୧୦ (ଅନିଲ ଦାସ):ରାଜ୍ୟ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମିଳିଲା ନାହିଁ। ଘରୋଇ ବସ୍ ମାଲିକ ସଂଘ ଡାକରାରେ ଶୁକ୍ରବାରଠାରୁ ସମଗ୍ର ରାଜ୍ୟରେ ବସ୍ ଧର୍ମଘଟ କରାଯିବ। ସରକାର ଲିଖିତ ପ୍ରତିଶ୍ରୁତି ନ ଦେବାରୁ ମାଲିକ ସଂଘ ବସ୍ ଧର୍ମଘଟ ନିଷ୍ପତ୍ତିରେ ଅଟଳ…
ଗଠନ ହେବ ୩ ସ୍ବତନ୍ତ୍ର ନିର୍ଦ୍ଦେଶାଳୟ
ଭୁବନେଶ୍ୱର,୨୦ା୧୦(ଅନିଲ ଦାସ):ପୁରାତନ ଐତିହ୍ୟ, ସଂସ୍କୃତି, ବିଭିନ୍ନ ପ୍ରତ୍ନତାତ୍ତ୍ୱିକ କୀର୍ତ୍ତିରାଜି ତଥା ଗ୍ରନ୍ଥାଗାରଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାର ୩ଟି ନୂତନ ସ୍ବତନ୍ତ୍ର ନିର୍ଦ୍ଦେଶାଳୟ ଗଠନ କରିବେ। ସେଗୁଡ଼ିକ ହେଲା ଗ୍ରନ୍ଥାଗାର ନିର୍ଦ୍ଦେଶାଳୟ, ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ସଂଗ୍ରହାଳୟ ନିର୍ଦ୍ଦେଶାଳୟ। ଉକ୍ତ…
ବାର୍ହା ଫାଶରେ ପଡ଼ି ମୃତ୍ୟୁ ପରେ ଶିକାରୀମାନେ ଲୁଚାଇ ଦେଇଥିଲେ ମୃତଦେହ
ସଇଁତଲା/ବଲାଙ୍ଗୀର/ଟିଟିଲଗଡ, ୧୯ା୧୦(ରାଖାଲ ପ୍ରସାଦ ଶତପଥି/ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ସଇଁତଳା ଥାନା ପୋଲିସ ନିଖୋଜ ଜବଦୁ ବଗର୍ତ୍ତୀ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କରିଛି। ଜଙ୍ଗଲ ଭିତରରେ ଶିକାରୀ ଲଗାଇଥିବା ବାର୍ହା ଫାଶରେ ପଡି ଜବଦୁଙ୍କ ମୃତ୍ୟୁ ଘଟିଥିବା ପ୍ରାଥମିକ…
ପ୍ରାଚୀନ କାଳରୁ ଗୌରବମୟ ସାମୁଦ୍ରିକ ପରମ୍ପରାର କେନ୍ଦ୍ରବିନ୍ଦୁ ଥିଲା ଓଡ଼ିଶା- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୧୯।୧୦: ପୁରାତନ କାଳରୁ ଓଡ଼ିଶା ଗୌରବମୟ ସାମୁଦ୍ରିକ ପରମ୍ପରାର କେନ୍ଦ୍ରବିନ୍ଦୁ ହୋଇ ରହିଥିଲା । ଆମେ ଆମର ସାମୁଦ୍ରିକ ଐତିହ୍ୟକୁ ସମ୍ମାନ ଦେବା ଦରକାର ବୋଲି ଗୁରୁବାର ମୁମ୍ବାଇ ଠାରେ ଅନୁଷ୍ଠିତ ବିଶ୍ୱ ସାମୁଦ୍ରିକ ଭାରତ ଶିଖର ସମ୍ମିଳନୀ ୨୦୨୩ର ତୃତୀୟ…
ପାଣି ଡେକ୍ଚିରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ
ରେଢ଼ାଖୋଲ,୧୯ା୧୦(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ପାଣି ଡେକ୍ଚିରେ ପଡ଼ି ୨ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନ ମୁତାବକ, ରେଢ଼ାଖୋଲ ସହର ଦେହୁରିସାହିର ବିବେକା ବେଉରାଙ୍କ ୨ବର୍ଷର ଶିଶୁକନ୍ୟା ନବ୍ୟା…
କୋଟଗଡ଼ ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ: ଜାଣନ୍ତୁ କିଭଳି ହୁଏ ଗଣନା
ବାଲିଗୁଡ଼ା,୧୯।୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ କୋଟଗଡ଼ ଅଭୟାରଣ୍ୟରେ ବାଘ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଅକ୍ଟୋବର ୧୫ରୁ ବାଘ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ କୋଟଗଡ଼ ବନାଞ୍ଚଳ ରେଞ୍ଜର ରମାକାନ୍ତ କହଁରଙ୍କ ନେତୃତ୍ୱରେ ଏହି…
ଶୁକ୍ରବାରଠାରୁ ବସ୍ ଧର୍ମଘଟ, ପୂଜାରେ ଘରକୁ ଫେରିବାକୁ ହନ୍ତସନ୍ତ ହେବେ ଯାତ୍ରୀ
ଭୁବନେଶ୍ୱର,୧୯।୧୦: ପୂର୍ବ ଘୋଷଣା ଆନୁଯାୟୀ ନିଜ ଜିଦରେ ଅଟଳ ବସ୍ ମାଲିକ ସଂଘ। ଆସନ୍ତାକାଲି ଅର୍ଥାତ ଶୁକ୍ରବାରଠାରୁ ଧର୍ମଘଟ କରିବାକୁ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଘରୋଇ ବସ୍ ମାଲିକ ସଂଘ ଓ…
ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ
ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍ ତଥା ପ୍ରିଜାଇଡିଂ…
Archives


