ରାଜ୍ୟ

ଶୁକ୍ରବାରଠାରୁ ବସ୍ ଧର୍ମଘଟ, ପୂଜାରେ ଘରକୁ ଫେରିବାକୁ ହନ୍ତସନ୍ତ ହେବେ ଯାତ୍ରୀ

ଭୁବନେଶ୍ୱର,୧୯।୧୦: ପୂର୍ବ ଘୋଷଣା ଆନୁଯାୟୀ ନିଜ ଜିଦରେ ଅଟଳ ବସ୍ ମାଲିକ ସଂଘ। ଆସନ୍ତାକାଲି ଅର୍ଥାତ ଶୁକ୍ରବାରଠାରୁ ଧର୍ମଘଟ କରିବାକୁ ବସ୍‌ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଘରୋଇ ବସ୍ ମାଲିକ ସଂଘ ଓ…

ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ…

ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୧୦(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି…

ଟୋଲ୍‌ପ୍ଲାଜାରେ ଫାଙ୍କା ଗୁଳି ଚାଳନା, ଧରାପଡ଼ିଲେ ୪

ପିପିଲି,୧୯ା୧୦(ଦୁର୍ଗାମାଧବ ମିଶ୍ର): ପୁରୀ-ଭୁବନେଶ୍ବର ୩୧୭ ନମ୍ବର ଜାତୀୟ ରାଜପଥରେ ପିପିଲି ନିକଟରେ ଅବସ୍ଥିତ ଟୋଲ୍‌ ପ୍ଲାଜାରେ ଆଜି ଗୁରୁବାର ଭୋର୍‌ରୁ ପଇସା ନେଣଦେଣକୁ ନେଇ ଫାଙ୍କା ଗୁଳି ଚାଳନା ହୋଇଛି। ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ଗୋଟିଏ କାର୍‌ରେ ଡ୍ରାଇଭର…

ଚିନ୍ତା ବଢ଼ାଇଲେଣି ଚକଡ଼ା, ଗଣ୍ଠି ପୋକ

ଚମ୍ପୁଆ,୧୯ା୧୦(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଚକଡ଼ା ଓ ଗଣ୍ଠି ପୋକ ଚାଷୀଙ୍କ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ଏହି ରୋଗ ଧାନକ୍ଷେତକୁ ଉଜାଡ଼ି ଦେଉଥିବା ବେଳେ ରୋଗ ପ୍ରତିରୋଧକ ପାଇଁ କୃଷି ବିଭାଗ…

ଜିଲାରେ ନାହିଁ ଟ୍ରମା କେୟାର ସେଣ୍ଟର

କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଉପଖଣ୍ଡ ଡାକ୍ତରଖାନାରେ ଟ୍ରମା କେୟାର ସେଣ୍ଟର ନାହିଁ। ଫଳରେ ଜିଲାରେ ପ୍ରାୟ ପ୍ରତ୍ୟେକ ଦିନ ଦୁର୍ଘଟଣାଜନିତ ଜୀବନହାନି ହେଉଛି। ବହୁ ଲୋକ ଆହତ ହୋଇ ବିକଳାଙ୍ଗ ହେଉଛନ୍ତି। ଦୁର୍ଘଟଣା ପରେ ଆବଶ୍ୟକ…

ପାର୍ସଲରୁ ଉଭାନ ହୋଇଯାଉଛି ସାମଗ୍ରୀ

ସୁନାବେଡା ୧୯ା୧୦(କୃତ୍ତିବାସ ପ୍ରଧାନ): ସୁନାବେଡ଼ା ହାଲ୍‌ ଟାଉନଶିପ୍‌ରେ ଥିବା ପୋଷ୍ଟ ଅଫିସରେ ପାର୍ସଲ ଥିବା ସାମଗ୍ରୀ ହଜିଯାଉଥିବା ଅଭିଯୋଗ ହୋଇଛି। ଫଳରେ ଯାହାଙ୍କ ନାମରେ ପାର୍ସଲ ଆସୁଛି, କିନ୍ତୁ ତାଙ୍କୁ ଖାଲି ଖୋଳ ମିଳୁଛି। ମିଳିଥିବା ଖବରରୁ ଜଣାପଡିଛି, ହାଲ୍‌ ଟାଉନଶିପ୍‌…

ଶୁଖି ଆସିଲାଣି ଘୋଡ଼ାହାଡ଼ ଡ୍ୟାମ :ମରୁଡି ଆଶଙ୍କା

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର)ଦିଗପହଣ୍ଡିି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସଭା ଗୃହରେ ବୁଧବାର ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ଏକ ପରିବର୍ଦ୍ଧିତ ଅଳଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି ରମେଶ…

୧୭ ଲୋକ ସଭା ନିର୍ବାଚନ, ଗଞ୍ଜାମରୁ ୩ ମହିଳା ଏମ୍‌ପି

ବ୍ରହ୍ମପୁର,୧୯ା୧୦ (ନରସିଂହ ସାହୁ)ସ୍ବାଧୀନତା ପରବର୍ତ୍ତି ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ଦେଶରେ ୧୭ ଲୋକସଭା ନିର୍ବାଚନ ହୋଇଛି । ଏହି ୬୮ ବର୍ଷ ମଧ୍ୟରେ ଗଞ୍ଜାମ ଜିଲାର ଦୁଇ ଲୋକସଭା କ୍ଷେତ୍ରରୁ ମାତ୍ର ୩ ଜଣ ମହିଳା ଏମ୍‌ପି ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା…

ଝାଡୁ ତିଆରି କରି ବିତୁଛି ଜୀବନ

ଛତ୍ରପୁର,୧୯ା୧୦(ସନ୍ତୋଷ ପାଢ଼ୀ)ଚାରି ହାତର ମାଟିଘର ଆଉ ସେଇ ଘରେ ଚାଲିଛି ସଂସାର। ଏହା କେବଳ ଗୋଟିଏ ପରିବାରର କଥା ନୁହେଁ, ଗ୍ରାମରେ ଏମିତି ୭ଟି ପରିବାର ୪ ହାତର ମାଟି ଘରେ ଜୀବନ ବିତାଉଛନ୍ତି । ପକ୍କାଘର ଖଣ୍ଡିଏ ସେମାନଙ୍କ ପାଇଁ…

ବାଇକ୍‌ରେ ଚାଲାଣ ହେଉଛି ବିଦେଶୀ ମଦ

ବଇଣ୍ଡା,୧୯।୧୦(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳରେ ଥିବା ଏକ ବିଦେଶୀ ମଦ ଦୋକାନରୁ ବାଇକ୍‌ ଯୋଗେ ଗ୍ରାମାଞ୍ଚଳକୁ ପେଟି ପେଟି ମଦ ଚାଲାଣ କରାଯାଉଥିବା ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ଏହି କାରବାର ଚାଲୁଥିଲେ ମଧ୍ୟ ପୋଲିସ…

ଢେଙ୍କାନାଳକୁ ସରକାର ଦେଲେ ଗଜଦଣ୍ଡ

ଢେଙ୍କାନାଳ,୧୯ା୧୦(ରତନ ନାୟାର)ଢେଙ୍କାନାଳ ଜିଲାରେ ହାତୀ-ମଣିଷ ମଧ୍ୟରେ ବିବାଦ ବଢ଼ିଚାଲିଛି। ଏପରି କି ଏହି ବିବାଦରେ ସାରା ରାଜ୍ୟରେ ଢେଙ୍କାନାଳ ଜିଲା ଆଗରେ ରହିଛି। ଏହାକୁ ନେଇ ଅନେକ ସମୟରେ ଜିଲାର ବିଭିନ୍ନ ସ୍ଥାନରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଧୀର ଧୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri