ରାଜ୍ୟ

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌ ଛିଡା ହୋଇଛି। ଲକ୍‌ଡାଉନ ପାଇଁ ବସଷ୍ଟାଣ୍ଡ ଜନଶୂନ୍ୟ ହୋଇପଡିଥିବା ବେଳେ ବସ ମାଲିକଙ୍କ...

କରୋନା ବଦଳାଇ ଦେଲା ବେଉସା : ଜଳଖିଆ ଦୋକାନୀ ବିକୁଛନ୍ତି ଫଳ

କେନ୍ଦୁଝର, ୨୯ା୬ (ସ୍ବ.ପ୍ର.): କରୋନା ମହାମାରୀ ବହୁ ଲୋକଙ୍କ ବେଉସା ବଦଳାଇ ଦେଇଛି। ଏଭଳି ଜଣେ ଜଳଖିଆ ବିକି ପେଟ ପୋଷୁଥିବା ଗାନ୍ଧୀ ଛକ ନିକଟରେ ଏବେ ଫଳ ବିକି ପେଟ ପୋଷୁଛନ୍ତି। ସେ ହେଲେ ଏମଡି ଜଉଦ୍ଦିନ। ତାଙ୍କ...

ହାତୀ-ମଣିଷ ଲଢେଇ

କେନ୍ଦୁଝର, ୨୯ା୬(ଡି.ଏନ.ଏ.): କେନ୍ଦୁଝର ଜିଲାରେ ହାତୀ ଆତଙ୍କ କମିବାର ନାଁ ଧରୁନାହିଁ ା ଗତ ଦୁଇ ବର୍ଷରେ ହାତୀ ଆକ୍ରମଣରେ ୧୫ ଜଣ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଥିବାବେଳେ ୯୨ ଜଣ ବ୍ୟକ୍ତି ବିକଳାଙ୍ଗ ହୋଇଥିବା ସରକାରୀ ଭାବେ ଜଣାପଡିଛି ା...

କଂଗ୍ରେସ ସଭାପତିଙ୍କ ଗାଡ଼ିକୁ ଆକ୍ରମଣ

ଆନନ୍ଦପୁର,୨୮।୬: କେନ୍ଦୁଝର ଜିଲା ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଗାଡି ଭଙ୍ଗାରୁଜା ନେଇ ରାମଚନ୍ଦ୍ରପୁର ପୋଲିସ ଏକ ମାମଲା (ନଂ.୧୦୬/୨୧) ରୁଜୁ କରି ତଦନ୍ତ ଚଳାଇଛି।...

ଷ୍ଟାର୍ଟ କରିଦେବାକୁ କହି, ସ୍କୁଟି ଧରି ଛୁ…

ପଦ୍ମପୁର,୨୮।୬: ସ୍କୁଟି ଷ୍ଟାର୍ଟ କରିଦେବାକୁ କହି ଗାଡ଼ି ନେଇ ଫେରାର ହୋଇଯିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କିଆଗଡ଼ିଆ ବରପଦାର ପ୍ରଶାନ୍ତ ପରିଡ଼ା। ପୋଲିସ ତାଙ୍କଠାରୁ ସ୍କୁଟି ଜବତ...

ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦିପ୍ତେଶ ଏବେ ଜେଲ୍‌ ବିଭାଗ ଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଅତିରିକ୍ତ ଭାବେ ଓଏସ୍‌ଆରଟିସି ସିଏମ୍‌ଡ଼ି ଦାୟିତ୍ୱ ଦିଆଯାଇଛି। ଏନେଇ ସୋମବାର...

ସୁପ୍ରିମକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୨୮ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜୀ ପତ୍ରୀ ଓ ମଦନ ପତ୍ରୀ ପ୍ରମୁଖ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।...

ଏହି ସବୁ ଜିଲାରେ ଖୋଲିବ ନର୍ସିଂ କଲେଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ୬୦୦ ସିଟ୍‌ ବିଶିଷ୍ଟ ନର୍ସିଂ କଲେଜ ଖୋଲିବ। ୧୦ଟି ଜିଲାରେ ଏହି କଲେଜ ଖୋଲିବାକୁ ସରକାର ଯୋଜନା କରିଛନ୍ତି। ପ୍ରତି କଲେଜରେ ୬୦ଟି ଲେଖାଏ ସିଟ୍‌ ରହିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଭୋଗଖାଇ ଝାଡ଼ାବାନ୍ତି

ଜଳେଶ୍ୱର,୨୮।୬: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଗୋପୀମୋହନପୁର ପଞ୍ଚାୟତର ବାସୁଳିଆଗାଁରେ ଠାକୁରଙ୍କ ଭୋଗଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଜିକେଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାସୁଳିଆ ଗାଁରେ ୫୨ ଆଦିବାସୀ ପରିବାରର...

ଭିସୁଟ ପାଇଁ ନୂଆ କୂଳପତି ନିଯୁକ୍ତ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ର କୁଳପତି ଭାବେ ପ୍ରଫେସର ବଂଶୀଧର ମାଝିଙ୍କୁ ନିଯୁକ୍ତି ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ପ୍ରଫେସର ମାଝି ୩ ବର୍ଷ ପାଇଁ...

ପଥରରେ ମହାପ୍ରଭୁଙ୍କ କୁନି ନନ୍ଦିଘୋଷ

ପୁରୀ ଅଫିସ ୨୮।୬: ପୁରୀ ପଥର ଶିଳ୍ପୀ ପଥୁରିଆ ସାହି ବାସିନ୍ଦା ନିରଞ୍ଜନ ମହାରଣା ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଏକ କ୍ଷୁଦ୍ର ପ୍ରତିକୃତି ପଥରରେ ଗଢିଛନ୍ତି। ରଥ ସମେତ ସାରଥି, ଘୋଡ଼ା, ପାଶର୍‌ବ ଦେବଦେବୀ ମଧ୍ୟ ପଥରରେ ନିର୍ମାଣ କରିଛନ୍ତି।...

ଯୁକ୍ତଦୁଇ ନାମ ଲେଖା ପାଇଁ ସିଟ୍‌ ସମସ୍ୟା ହେବନାହିଁ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୭.୮ ପ୍ରତିଶତ ଛାତ୍ରୀଛାତ୍ର ପାସ କରିଛନ୍ତି। ତେବେ ସିବିଏସ୍‌ଇ ଓ ଆଇସିଆଇସି ପରୀକ୍ଷା ଫଳ ଏଯାବତ୍‌ ବାହାରି ନାହିଁ। ଚଳିତ ବର୍ଷ ପାସ ହାର ଅଧିକ ଥିବା ବେଳେ ସବୁ ଫଳାଫଳ ବାହାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri