ଏମ୍ସ ଭୁବନେଶ୍ୱରରେ ଇ-ପେମେଣ୍ଟ ବ୍ୟବସ୍ଥା ଆରମ୍ଭ
ଭୁବନେଶ୍ୱର, ୨୧।୧୦ (ଅସମାପିକା ସାହୁ): ଏମ୍ସ ଭୁବନେଶ୍ୱରରେ ଶୁକ୍ରବାର ଇ-ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଏଣିକି ଚିକିତ୍ସା ବିଲ୍ ପେମେଣ୍ଟ ପାଇଁ କାଉଣ୍ଟରରେ ଦୀର୍ଘ ସମୟ ଧରି ଠିଆ ହେବାକୁ ପଡିବ ନାହିଁ। ଘରୁ ଥାଇ ମଧ୍ୟ ବିଭିନ୍ନ ପରୀକ୍ଷା ନିମନ୍ତେ…
ସାଲିଆ ସାହିରେ ଚଢ଼ାଉ
ଭୁବନେଶ୍ୱର,୨୦।୧୦ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ବେଆଇନ ଭାବେ ତିଆରି ହେଉଛି ଦେଶୀ ମଦ। ବିଶେଷକରି ବସ୍ତି ଅଞ୍ଚଳରେ ଦେଶୀ ଭାଟି ରହିଥିବାବେଳେ ଏଠାରୁ ସହର ସମେତ ବାହାରକୁ ମଧ୍ୟ ମଦ ଚୋରା ଚାଲାଣ ହେଉଛି। ପୋଲିସ ଓ ଅବକାରୀ ବିଭାଗ…
ସ୍ବଭାବିକ ହେଲା ବସ୍ ଚଳାଚଳ: ୩୧ ଯାଏ ଧର୍ମଘଟ ସ୍ଥଗିତ
ଭୁବନେଶ୍ୱର,୨୦।୧୦: ପୁଣି ସ୍ବଭାବିକ ହେଲା ବସ୍ ଚଳାଚଳ। ରାଜ୍ୟ ଘରୋଇ ବସ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଚାଲିଥିବା ବସ ଧର୍ମଘଟ ଆସନ୍ତା ୩୧ ତାରିଖ ଯାଏ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଶୁକ୍ରବାର ରାତିରେ ଭୁବନେଶ୍ୱରରେ…
ସଉତୁଣୀଙ୍କୁ କିରୋସିନ ଢାଳି କରିଥିଲେ ହତ୍ୟା
ବ୍ରହ୍ମପୁର,୨୦।୧୦( ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍-୩ ରାଜ କୁମାର ଦାଶ ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ବିଚାରପତି ମହିଳା ସଂଯୁକ୍ତା ବେହେରାଙ୍କୁ ହତ୍ୟା କରିଥିବା…
ଭୁବନେଶ୍ୱର ଟ୍ରିପଲ ମର୍ଡର ଘଟଣାର ୨୭ ବର୍ଷପରେ ଆସିଲା ରାୟ
ଭୁବନେଶ୍ୱର,୨୦।୧୦: ବହୁଚର୍ଚ୍ଚିତ ଭୁବନେଶ୍ୱର ବରମୁଣ୍ଡା ଟ୍ରିପଲ ମର୍ଡର ଘଟଣାର ୨୭ ବର୍ଷପରେ ରାୟ ଆସିଛି। ଦୋଷୀ ୩ ଜଣଙ୍କୁ ଏଡିଜେ-୨ ଆଜୀବନ ସଜା ଶୁଣାଇଛନ୍ତି। ସେମାନେ ହେଲେ ଚିତ୍ତରଞ୍ଜନ, ରୁଦ୍ର ନାରାୟଣ ଏବଂ ଜିତୁ। ଅନ୍ୟପକ୍ଷେ ଘଟଣାର ଚତୁର୍ଥ ଅଭିଯୁକ୍ତଙ୍କର ଏହା…
ଭୁବନେଶ୍ୱରରେ ଘର ଜଗିବ ପୋଲିସ, ଲୋକମାନେ ପୂଜା ବୁଲିବାକୁ ଯାଉଥିଲେ ପାଖ ଥାନାରେ ଜଣାଇ ଯାଆନ୍ତୁ
ଭୁବନେଶ୍ୱର,୨୦।୧୦: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଚୋରି ଛିନତାଇ ବଢ଼ିବାରେ ଲାଗିଛି। ଏହା ରଖି ପୂଜା ସମୟରେ ଲୋକମାନଙ୍କୁ ସୁରକ୍ଷା ଦେବା ପାଇଁ କମିସନରେଟ ପୋଲିସ ନୂଆ ଉପାୟ ଆପଣାଇଛି। ଦୁର୍ଗା ପୂଜା ସମୟରେ ରାଜଧାନୀରେ ଲୋକଙ୍କ ଘର ଉପରେ ନଜର…
ସରକାରୀ କର୍ମଚାରୀଙ୍କ ପାଇଁ ଦଶହରା ଭେଟି ଦେଲେ ରାଜ୍ୟ ସରକାର, ୪% ମହଙ୍ଗା ଭତ୍ତା ବୃଦ୍ଧି
ଭୁବନେଶ୍ୱର, ୨୦/୧୦: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ରାଜ୍ୟ ସରକାର ମହଙ୍ଗା ଭତ୍ତା (ଡିଏ) ଏବଂ ଅତିରିକ୍ତ ଭତ୍ତା(ଟିଆଇ) ୪% ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନ ମହଙ୍ଗା ଭତ୍ତା ୪୨% ଥିବା ବେଳେ ୪୬% କୁ ବୃଦ୍ଧି…
କାନାରା ବ୍ୟାଙ୍କ ପକ୍ଷରୁ ମୁଦ୍ରା ବିନିମୟ ମେଳା
ଭୁବନେଶ୍ୱର,୨୦।୧୦:କାନାରା ବ୍ୟାଙ୍କର କଟକ ଅଞ୍ଚଳ ପକ୍ଷରୁ ନିକଟରେ ଏକ ମୁଦ୍ରା ବିନିମୟ ମେଳାର ଆୟୋଜନ କରାଯାଇଥିଲା। ଉକ୍ତ ମେଳା ଜରିଆରେ କଟକବାସୀ ଓ ଅନ୍ୟମାନେ ସେମାନଙ୍କର ବିଭିନ୍ନ ପ୍ରକାର ନୋଟ୍କୁ ବଦଳାଇ ନୂଆ ନୋଟ ସଂଗ୍ରହ କରିଥିଲେ। ବିଶେଷକରି ସାଧାରଣ ଜନତାଙ୍କ…
ଟିପିଭିଏସ୍ଏଲ୍ର ଅଂଶଧନ ଅଧିଗ୍ରହଣ କରିବ ଟାଟା ଷ୍ଟିଲ୍
ଭୁବନେଶ୍ୱର,୨୦।୧୦ (ଅଭୟ ଦାଶ):ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଟାଟା ଷ୍ଟିଲ୍ ଖୁବ୍ଶୀଘ୍ର ଟିପି ବର୍ଦ୍ଧମାନ ସୂର୍ଯ୍ୟ ଲିମିଟେଡ୍ (ଟିପିଭିଏସ୍ଏଲ୍)ର ଅଂଶଧନ ଅଧିଗ୍ରହଣ କରିବାକୁ ଯାଉଛି ବୋଲି କମ୍ପାନୀ ପକ୍ଷରୁ ଗୁରୁବାର ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ବିଶେଷକରି ଟାଟା ପାୱାର ରିନୁଏବଲ୍…
କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ
ଭୁବନେଶ୍ୱର, ୨୦।୧୦(ଅସମାପିକା ସାହୁ):ଓଡ଼ିଶାାରେ ହେବ ନାର୍କୋ ଟେଷ୍ଟ। ଫଳରେ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ତଥା ମିଛଧରା ପରୀକ୍ଷା ପାଇଁ ଆଉ ମୁମ୍ବାଇ, ପୁଣେ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ହିଁ ନାର୍କୋ…
୨୪ରେ ବାତ୍ୟାରୂପ ନେଇପାରେ ଲଘୁଚାପ
ଭୁବନେଶ୍ୱର,୨୦ା୧୦(ଅନିଲ ଦାସ):ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୧ ତାରିଖରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ୨୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଡିିପ୍ରେସନ(ଅବପାତ) ଓ ୨୪ରେ ଏହା ଡିପ୍ ଡିପ୍ରେସନ…
ବଡ଼ ଭଉଣୀଙ୍କ ଆଶୀର୍ବାଦ ନେଲେ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ୱର,୨୦ା୧୦(ବ୍ୟୁରୋ):ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଗଣେଶୀ ଲାଲ୍ଙ୍କ ସ୍ଥାନରେ ରଘୁବରଙ୍କୁ ଅବସ୍ଥାପିତ କରାଯାଇଛି। ରଘୁବରଙ୍କୁ ରାଜ୍ୟପାଳଭାବେ ନିଯୁକ୍ତ କରାଯିବା ପରେ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛା…
Archives


