ରାଜ୍ୟ

ଆଜି ବି ୬ ହଜାର ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୬୯୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ...

୫ ଜଣ ଏକାଠି ହେଲେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର, ୨୯।୪ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ କରୋନାର ଦ୍ୱିତୀୟ ଲହରରେ ସ୍ଥିତି ଗୁରୁତର ହୋଇ ପଡୁଛି। ବିଶେଷ କରି ସହରାଞ୍ଚଳରେ କରନା ସଂଖ୍ୟା ଅଧିକ ଥିବାରୁ ଏହାର ସ୍ଥିତି ଅଧିକ ଗୁରୁତର ହୋଇ ପଡୁଛି। ଏଥିପାଇଁ ଜିଲାପାଳ ଆଶିଷ ଠାକରେ...

ସଙ୍ଗିନ ହେଉଛି ସ୍ଥିତି

ଅନୁଗୋଳ ଅଫିସ, ୨୯।୪:  ଅନୁଗୋଳ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ଦୁଇଦିନ ଭିତରେ ସଂକ୍ରମଣ ୭୦୦ ପାର୍‌ କରିଛି। ମଙ୍ଗଳବାର ୨ୟ ଲହରରେ ରେକର୍ଡ ସଂଖ୍ୟକ ସଂକ୍ରମିତ (୩୯୩) ଚିହ୍ନଟ ହୋଇଥିବାବେଳେ ବୁଧବାର ୩୩୬ ଜଣ ପଜିଟିଭ୍‌...

ଜୀବନ ବଞ୍ଚାଉଛି ଚୁଆପାଣି

କପ୍ତିପଦା,୨୯ା୪(ଡି.ଏନ୍‌.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ୩୦୦ ଊର୍ଦ୍ଧ୍ୱ ଲୋକ ନାହିଁ ନ ଥିବା ଅସୁବିଧାର...

ଓଭରହେଡ୍‌ ଟାଙ୍କି ଅଛି, ମିଳୁନି ପାଣି

ଭଦ୍ରକ ଅଫିସ,୨୯।୪-ଭଦ୍ରକ ଜିଲାରେ ପାନୀୟ ଜଳ ଯୋଗାଣ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାରେ ମୋଟ ୧୮୬ଟି ଓଭରହେଡ୍‌ ଟାଙ୍କି କାର୍ଯ୍ୟକ୍ଷମ ଥିବା କୁହାଯାଉଛି। ହେଲେ ସମସ୍ତ ଟାଙ୍କି କେବଳ କାଗଜକଲମରେ କାର୍ଯ୍ୟକ୍ଷମ ବୋଲି ସାଧାରଣରେ ଅଭିଯୋଗ...

ସ୍ବାମୀଙ୍କ ଦ୍ୱିତୀୟ ବିବାହ ନେଇ ଥାନାରେ ପ୍ରଥମ ସ୍ତ୍ରୀ

ହିଞ୍ଜିଳିକାଟୁ,୨୮ା୪: ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋଦରାପଲୀ ଗ୍ରାମର ପି. ଅନୀତାଙ୍କୁ ଯୌତୁକ ନିର୍ଯାତନା ଦେବାସହ ସ୍ବାମୀ ଦ୍ୱିତୀୟ ବିବାହ କରିଥିବା ନେଇ ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଅନୀତାଙ୍କ ଅଭିଯୋଗକୁ ଭତ୍ତି କରି ପୋଲିସ ଏକ ମାମଲା ନଂ....

୧୦ ଦିନିଆ ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

ଉମରକୋଟ,୨୮ା୪: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧୋଡ୍ରା ପଞ୍ଚାୟତ ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଝରିଗାଁ ବ୍ଲକ୍‌ରୁ ୭୮ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏଥିରେ ଧୋଡ୍ରା ପଞ୍ଚାୟତରୁ ୫ ଜଣ ରହିଛନ୍ତି। ସଂକ୍ରମଣକୁ ରୋକିବା...

କରଜଦାତାଙ୍କ ନିର୍ଯାତନା ସହି ନ ପାରି ମହିଳାଙ୍କ ଆତ୍ମହତ୍ୟା

ସୁନାବେଡ଼ା,୨୮ା୪: ଜଣେ ବ୍ୟକ୍ତି କରିଥିବା କରଜ ତାଙ୍କ ପରିବାର ପାଇଁ ଭାରି ପଡିଛି। ଏଥିପାଇଁ ତାଙ୍କ ସ୍ତ୍ରୀଙ୍କୁ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେବାକୁ ପଡିଛି। ପୋଲିସ ପହଞ୍ଚତ୍ ତାଙ୍କ ମୃତଦେହ ଜବତ କରିଛି। କୋରାପୁଟ ଜିଲା ସୁନାବେଡା ଅଞ୍ଚଳରେ...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୮ା୪: ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବହଳଦା ଥାନା ଅନ୍ତର୍ଗତ ଟାଙ୍ଗରଯୋଡ଼ା ଗ୍ରାମର ବୋଲି ଜଣାପଡ଼ିଛି। ପୋଲିସ ପୀଡ଼ିତା ଏବଂ ଅଭିଯୁକ୍ତଙ୍କ ଡାକ୍ତରୀମାଇନା...

ଟଙ୍କା ଫେରସ୍ତ ମାଗିବାରୁ ନର୍ସିଂ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର ଉଦ୍ୟମ

ଦେବଗଡ଼,୨୮ା୪: ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମିରିଗିଡିଆ ସାହି ଅଞ୍ଚଳରେ ଥିବା ଘରୋଇ ନର୍ସିଂ ଟ୍ରେନିଂ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଉକ୍ତ ସ୍କୁଲର ଡାଇରେକ୍ଟର ବଳାତ୍କାର ଉଦ୍ୟମ ସହ ଜୀବନରେ ମାରିଦେବାର ପ୍ରୟାସ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି...

୪ ଦିନ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୨୮।୪: ଲୋକେ କୋଭିଡ୍‌ ଗାଇଡ୍‌ଲାଇନ୍‌ ନ ମାନିବାରୁ ୪ ଦିନ ପାଇଁ ଭୁବନେଶ୍ୱର ମାର୍କେଟ ବିଲ୍ଡିଂକୁ ବୁଧବାର ସିଲ କରି ଦିଆଯାଇଛି। ଭୁବନେଶ୍ୱର ପୋଲିସ ଡିସିପି ଏବଂ ବିଏମ୍‌ସି ଜୋନାଲ କମିଶନରଙ୍କ ଉପସ୍ଥିତିରେ ମାର୍କେଟ ବିଲ୍ଡିଂକୁ ବନ୍ଦ କରାଯାଇଛି। ଆସନ୍ତା...

ରାଜ୍ୟର ଏସବୁ ସ୍ଥାନରେ ବର୍ଷା ସମ୍ଭାବନା: ଗ୍ରୀଷ୍ମ ପ୍ରବାହରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବୁଧବାର ବର୍ଷା ହେବାର ସମ୍ଭାବନା ରହିଛି। ସ୍ବଳ୍ପ ଓ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ମାରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri