ରାଜ୍ୟ

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର ସହର ପୋଲିସ ଛାଉଣୀରେ ପରିଣତ ହୋଇଛି। ବିଭିନ୍ନ ସମ୍ୱେଦନଶୀଳ ସ୍ଥାନମାନଙ୍କରେ ପୋଲିସ ଓ…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଅଚଳ ଜେସିବି ମେସିନକୁ ବାଇକ ଧକ୍କା ଦେବା ଫଳରେ ଜଣେ ଯୁବକ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଡବା ପୋଲିସ ଗୁରୁବାର…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଭିଭାବକମାନେ ନିଜ ପିଲାଙ୍କୁ ସ୍କୁଲ ଛାଡୁ ନ ଥିଲେ।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ ହାଡ଼ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୂଅରେ ବ୍ଲିଚିଂ ପକାଇ ବିଶୋଧିତ କରାଯିବା ସହ…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର ସରକାରଙ୍କ ମେଗା ପାଇପ୍‌ ପ୍ରକଳ୍ପ ଅଧୀନରେ ପାନୀୟଜଳ ଯୋଗାଣ ପାଇଁ ଏହି ପାଇପ୍‌ଟି…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ପବନ ଫଳରେ ଅନେକ ସ୍ଥାନରେ ଡ଼ାଳ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ ୨୦୨୩ ଅଗଷ୍ଟ ମାସରୁ ତାଙ୍କୁ ଆଉ ଭତ୍ତା ମିଳିଲା ନାହିଁ। ସେ ପଞ୍ଚାୟତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା ଓ ଦୌରାଜଜ୍ ପ୍ରଜ୍ଞା ପାଣିଗ୍ରାହୀ ଗୁରୁବାର ଏକ ଐତିହାସିକ ରାୟ ଶୁଣାଇଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri