IAS ସ୍ତରରେ ବଡ଼ ଅଦଳବଦଳ, ୮ ଅଧିକାରୀଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ବର, ୨୭।୧୦: IAS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ୮ ଜଣ IAS ଅଧିକାରୀଙ୍କୁ ବିଭିନ୍ନ ବିଭାଗରେ ନୂଆ ନିଯୁକ୍ତି ଓ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । କାହାକୁ କେଉଁ ଦାୟିତ୍ୱ- ପୋମା ଟୁଡୁ: କୃଷି ଓ…
ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ରାଜନୀତି ନୁହେଁ….
ଭୁବନେଶ୍ୱର: କୋରାପୁଟ ଜିଲାର କୋଟିଆ ନେଇ ଦୀର୍ଘଦିନ ଧରି ଆନ୍ତଃରାଜ୍ୟ ସୀମା ବିବାଦ ଲାଗି ରହିଛି । ଏହି ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସମ୍ବେଦନଶୀଳ ପ୍ରସଙ୍ଗର ସମାଧାନ…
ମୋଦିଙ୍କ ପରିବାରକୁ ନେଇ ଖାର୍ଗେଙ୍କ ମନ୍ତବ୍ୟରେ ବିବାଦ, କଂଗ୍ରେସକୁ ଘେରିଲେ ମନମୋହନ ସାମଲ
ଭୁବନେଶ୍ୱର,୨୭।୧୦(ସୁନିତ୍ ମିଶ୍ର): ରାଜନୀତିରେ ଆଦର୍ଶ, ବିଚାରଧାରା ଓ ମର୍ଯ୍ୟାଦାର ଏକ ସ୍ବତନ୍ତ୍ର ସ୍ଥାନ ରହିଛି । ରାଜନୀତି ଆଦର୍ଶବାଦ ତଥା ବିଚାରଧାରା ଉପରେ ପର୍ଯ୍ୟବସିତ। ଗଣତନ୍ତ୍ରରେ ମତଭେଦ ରହିବା ସ୍ବାଭାବିକ, କିନ୍ତୁ ତାକୁ ଆଳକରି ନିଜର ମର୍ଯ୍ୟାଦା ଓ ରାଜନୈତିକ ଆଦର୍ଶକୁ…
ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ, ଦକ୍ଷିଣ ଓଡ଼ିଶାର ସ୍କୁଲ-ଅଙ୍ଗନୱାଡି କେନ୍ଦ୍ର ବନ୍ଦ
ଭୁବନେଶ୍ବର,୨୭।୧୦: ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ନବରଙ୍ଗପୁର, ରାୟଗଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ୨୭ ଓ ୨୮ ଦୁଇ ଦିନ ବନ୍ଦ ରଖାଯିବା ନେଇ ଘୋଷଣା କରାଯାଇଛି । ତେବେ କୋରାପୁଟ, ମାଲକାନଗିରି ଓ ଗଞ୍ଜାମ ଜିଲାରେ…
SRCଙ୍କ କଡ଼ା ଚେତାବନୀ, ବାତ୍ୟା ନେଇ ଗୁଜବ ପ୍ରଚାର କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୨୭।୧୦(ବନ୍ଦନା ସେଠୀ): ସମ୍ଭାବ୍ୟ ବାତ୍ୟା ଏବଂ ଅନ୍ୟାନ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ନେଇ ମିଥ୍ୟା, ଭ୍ରମାତ୍ମକ ଓ ଅନୁମାନଭିତ୍ତିକ ପୂର୍ବାନୁମାନ ତଥା ସତର୍କ ସୂଚନା ପ୍ରସାରଣ କରୁଥିବା ବ୍ୟକ୍ତି ଓ ସଂସ୍ଥାଙ୍କ ବିରୋଧରେ କଠୋର ଆଇନଗତ ପଦକ୍ଷେପ ନିଆଯିବ। ଏନେଇ ସ୍ବତନ୍ତ୍ର…
ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ; ୬ଜିଲାକୁ ଜାରି ହେଲା ଓ୍ବାର୍ନିଂ, ଏହି ସମୟରେ ଲ୍ୟାଣ୍ଡଫଲ୍
ଭୁବନେଶ୍ବର, ୨୭।୧୦: ସମୁଦ୍ର ଭିତରେ ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ । ଖବର ଲେଖାଯିବା ସୁଦ୍ଧା ଗୋପାଳପୁର ଠାରୁ ଦକ୍ଷିଣରେ ୩୮୦ କିମି ଦୂରରେ ରହିଥିବା ବେଳେ ବିଶାଖାପାଟଣା ଠାରୁ ଦକ୍ଷିଣପୂର୍ବର ୩୦୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି…
ଆଜି କୋଟିଆ କମିଟି ବୈଠକ, ବିକାଶ କାର୍ଯ୍ୟର ସମୀକ୍ଷା କରିବେ ମନ୍ତ୍ରୀ ସୁରେଶ ପୂଜାରୀ
ଭୁବନେଶ୍ୱର,୨୭।୧୦(ସୁନିତ୍ ମିଶ୍ର): କୋରାପୁଟ ଜିଲା ପଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। ଆନ୍ଧ୍ର ପ୍ରଦେଶ ସରକାର କୋଟିଆର କେତେକ ଅଞ୍ଚଳରେ ପଞ୍ଚାୟତ ନିର୍ବାଚନ କରିବା ନେଇ ଘୋଷଣା କରିବା ପରେ ଏହାକୁ କେନ୍ଦ୍ରକରି…
ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ
ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ ‘ଅର୍ଣ୍ଣବ’ ରଖାଯାଇଛି। ସୋମବାର ରାତି ପ୍ରାୟ ୯ଟା ବେଳକୁ ବାତ୍ୟା ଅର୍ଣ୍ଣବ ଭୀଷଣ…
କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ
ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି । ଏହାରି ଭିତରେ ଓଡିଶା ପକ୍ଷରୁ କେତେବେଳେ ପ୍ରଶାସନିକ ଅଧିକାରୀଙ୍କ ଗସ୍ତ ଠାରୁ…
ବାତ୍ୟା ଅର୍ଣ୍ଣବ: ଏହି ଜିଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା
ଭୁବନେଶ୍ବର,୨୬।୧୦: ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ପାଖେଇ ଆସୁଥିବା ବେଳେ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ନବରଙ୍ଗପୁର ଜିଲାରେ ଆସନ୍ତା ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ୨୭ ଓ ୨୮ରେ ସ୍କୁଲ…
ପୁଣି ବଦଳିବେ କଂସ ଅଭିନେତା: ଅଭିନୟରୁ ଅବ୍ୟାହତି ନେଲେ ସୁଶିଲ
ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ମାସ ୧୨ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ମାସ ୨୨ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଏଥର ମହୋତ୍ସବର କଂସ…
ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ, ୮ ଟ୍ରେନ୍ ବାତିଲ କଲା SCoR
ଭୁବନେଶ୍ୱର, ୨୬ା୧୦: ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ କରାଯାଇଛି । ସେହିପରି ୨ଟି ଟ୍ରେନର ଗତିପଥ ବଦଳାଇ ଦିଆଯାଇଛି । ଏନେଇ ସାଉଥ୍ କୋଷ୍ଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । ବିଶାଖାପାଟଣା-କିରଣ୍ଡୁଲ୍ NE ୨୯ରୁ ୪ ଯାଏ…

