ରାଜ୍ୟ

ବିଜେଡିକୁ ପୁଣି ବଡ଼ ଝଟ୍‌କା: ପଦ୍ମ ଧରିଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚ

ରାଇକିଆ,୧୩।୧(ପ୍ରଦୀପ ବେହେରା): ପଦ୍ମ ଧରିଲେ କନ୍ଧମାଳ ଜିଲା ରାଇକିଆ ବ୍ଳକ ଅଧ୍ୟକ୍ଷା ରିନା ପ୍ରଧାନ ଓ ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ। ମଙ୍ଗଳବାର ରାଇକିଆଠାରେ ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସମୃଦ୍ଧ ସମାବେଶ ଅବସରରେ ନିଜ ନିଜ ସମର୍ଥକଙ୍କ ସହ କନ୍ଧମାଳ ଏମ୍‌ପି…

ଆସିଗଲା ତାରିଖ: ଏହି ଦିନ ମିଳିବ ସୁଭଦ୍ରା ଟଙ୍କା, ଏକାଥରେ ୧୦ ହଜାର

ଭୁବନେଶ୍ୱର,୧୩।୧: ସୁଭଦ୍ରା ଟଙ୍କାକୁ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସନ୍ତା ୧୮ ତାରିଖ ସୁଦ୍ଧା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳାଙ୍କୁ ମିଳିବ ଟଙ୍କା। ପ୍ରଥମ କିସ୍ତି ପାଇବେ…

ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ଆକ୍ସନରେ ଛତିଶଗଡ଼ ପ୍ରଶାସନ: ୧୭ ଆୟୋଜକ ଗିରଫ, ବଦଳିଲେ ଉପଜିଲାପାଳ

ଗରିଆବନ୍ଦ/ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ ଗିରଫ…

ପଞ୍ଚାୟତ- ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଯୋଗଦେଲେ ୧୨ ଜିଲାର…

ସମ୍ବଲପୁର, ୧୩।୧(ପ୍ରମୋଦ ବହିଦାର):ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମ୍ବଲପୁରରେ ଡିଭିଜନାଲ ଜିଲାପାଳ ସମ୍ମିଳନୀ ହୋଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ, ସଚିବ…

ରାତି ପାହିଲେ ମକର ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ: ବଣ୍ଟା ଗଲା…

ପାଟଣା,୧୩।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥ ଜୀଉ ମଠ ସଂଲଗ୍ନ ବୈତରଣୀ ନଦୀ ଘାଟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମକର ସଂକ୍ରାନ୍ତିରେ ବୁଡ ପକାଇବେ। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା…

ସକାଳୁ ସକାଳୁ ରେଲୱେ ଷ୍ଟେଶନରେ ଲାଗିଲା ନିଆଁ: ଚାରିଆଡେ ବ୍ୟାପିଲା… 

ଝାରସୁଗୁଡା,୧୩।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ମୁଖ୍ୟ ରେଲୱେ ଷ୍ଟେଶନରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶର୍ଟସର୍କିଟ ଯୋଗୁ ଏହି  ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ସୂଚନାନୁସାରେ, ମଙ୍ଗଳବାର ସକାଳୁ ଝାରସୁଗୁଡା ମୁଖ୍ୟ ରେଲୱେ ଷ୍ଟେଶନ ପ୍ଲାଟଫର୍ମ ନମ୍ବର ୧ରେ ବିଦ୍ୟୁତ ମରାମତି…

ଠିକାଦାରଙ୍କ ଗୋଦାମରେ ଲଗାଇଦେଲେ ନିଆଁ: ୪୮ ଘଣ୍ଟାରେ ଜୀବନରୁ ମାରିଦେବାକୁ ଧମକ, ଏସ୍‌ପି କଲେ ପର୍ଦ୍ଦାଫାଶ

ଭବାନୀପାଟଣା,୧୩।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ ଛତାମହୁଲରେ ଥିବା ଏକ ଗୋଦାମରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି। ଏହି ଗୋଦାମଟି ରୁପ୍ରରୋଡର ଏକ ଜୈନିକ ଠିକାଦାର ଦିନେଶ ଅଗ୍ରୱାଲଙ୍କର ବୋଲି ଜଣାପଡିଛି । ସକାଳୁ ଲୋକେ…

ବିକ୍ରି ବେଳେ ମାଡିବସିଲେ ଅବକାରୀ ବିଭାଗ, ୧୫ଲକ୍ଷର ଗଞ୍ଜେଇ ଜବତ

ବଣାଇଁ, ୧୩ା୧(ପ୍ରଦୀପ ତ୍ରିପାଠୀ): ଜଙ୍ଗଲରେ ଗଞ୍ଜେଇ ଚାଷ କରି ବିକ୍ରି ବେଳେ ବିଶ୍ବସ୍ତ ସୁତ୍ରରୁ ଖବର ପାଇ ମାଡିବସିଲେ ଅବକାରୀ ବିଭାଗ । ଅବକାରୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବଣାଇଁ ଓ ରାଉରକେଲା ଅବକାରୀଙ୍କୁ ନେଇ ଗଠିତ ଏକ ସ୍ଵତନ୍ତ୍ର ଟିମ…

ଭାରସାମ୍ଯ ହରାଇ ଓଲଟିଲା ଅଟୋ; ୫ ମହିଳା ଶ୍ରମିକ ଗୁରୁତର, ମୂଲ ଲାଗିବା…

ପୁରୁଷୋତ୍ତମପୁର,୧୩।୧ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର ରାସ୍ତାର ନୂଆଁପଲ୍ଲାୀ ଛକ ନିକଟରେ ଅଟୋ ଦୁର୍ଘଟଣା । ମଙ୍ଗଳବାର ଏକ ଅଟୋ ଭାରସାମ୍ଯ ହରାଇ ଓଲଟି ପଡିଲା । ଦୁର୍ଘଟଣା ଫଳରେ ଅଟୋରେ ବସିଥିବା ପାଞ୍ଚଜଣ ମହିଳା…

IIT କ୍ୟାମ୍ପସରେ ଦୁର୍ଘଟଣା, ସ୍କୁଟିରେ ଆସୁଥିବା ବେଳେ ଡିଭାଇଡରରେ…

ଖୋର୍ଦ୍ଧା,୧୩।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ୱର ଆଇଆଇଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରରେ ସ୍କୁଟି ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି । ମୃତକ ହେଲେ ପିଏଚଡି ଛାତ୍ର ଶଙ୍ଖ ଶୁଭ୍ର ଚକ୍ରବର୍ତ୍ତୀ । ସାଙ୍ଗରେ ଥିବା…

ଝିଅଙ୍କୁ ଜୋରଜବରଦସ୍ତ ବିବାହ କରିବା ପଡ଼ିବ ମହଙ୍ଗା: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୧୩।୧: ଝିଅମାନଙ୍କୁ ସେମାନଙ୍କ ଇଚ୍ଛା ବିରୋଧରେ ବିବାହ କରିବାକୁ ବାଧ୍ୟ କରୁଥିବା ମାତାପିତାଙ୍କୁ ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ ଯିବାକୁ ଆହ୍ବାନ ଦେଇଛନ୍ତି। ଜଣେ ୨୧…

ଚିକିତ୍ସିତ ହୋଇ ଫେରିବା ବେଳେ ବାଟରେ ଡାକିନେଲା ଯମ, ବୋଲେରୋ-ଆମ୍ବୁଲାନ୍ସ ଧକ୍କାରେ ମହିଳା ମୃତ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ  ୩୨୬ ନଂ ଜାତୀୟ ରାଜପଥ କପାମଣ୍ଡି ନିକଟରେ ବୋଲେରୋ ସହ ଆମ୍ବୁଲାନ୍ସ (ନଂ.ଓଡ଼ି୩୩ ଏଏମ – ୪୭୬୧) ମୁହାଁମୁହିଁ ଧକ୍କା ହୋଇଛି । ଏହି ଛାତିଥରା ଦୁର୍ଘଟଣାରେ ଜଣେ ମହିଳାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri