ରାଜ୍ୟ

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା,…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ବୀକାର କରିବା ସହ ଏହା…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ ସହଯୋଗୀ ଏକ୍ସପୋଜରଙ୍କୁ ଦୁର୍ବ୍ୟବହାର ଓ ମାରଣାତ୍ମକ ଆକ୍ରମଣ କରାଯାଇଛି। ଏହି ଘଟଣାଟି କଲ୍ୟାଣସିଂହପୁର…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ? କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି । ଦିନର ତାପମାତ୍ରା ଯଦିଓ ସାମାନ୍ୟ ହ୍ରାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ମେ’ ୩୦ ତାରିଖ ସନ୍ଧ୍ୟା ପ୍ରାୟ ୫.୩୦ମିନିଟରେ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି ଏକ ସମ୍ବେଦନଶୀଳ ମାମଲାରେ ଗିରଫ ହୋଇଥିବା ସରପଞ୍ଚଙ୍କ ଜାମିନ୍ ଆବେଦନକୁ କୋର୍ଟ ମଞ୍ଜୁର…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ) ଶୈଳବାଳା ନାୟକଙ୍କୁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଓଡ଼ିଶା…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଓ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ସମୀକ୍ଷା ବୈଠକରେ ମୁଖ୍ୟ ସଚିବ,…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି … ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଏପରିକି ଚନ୍ଦ୍ରିକାଙ୍କ ମା’, ଭାଇ ଏବଂ ସମ୍ପର୍କୀୟଙ୍କୁ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆଉ କିଛି ଦିନ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଟ୍ରକ ଦୁଇଟି ଜଳିଯିବା ସହ ୨ଚାଳକ ଜୀବନ୍ତ ଧଗ୍ଧ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?