୫୨୦ ଗ୍ରାମ ବ୍ରାଉନସୁଗାର ଜବତ: ଧରାପଡ଼ିଲେ କୋର୍ଟ ପିଅନ
କେନ୍ଦୁଝର,୧୬।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): (୦୩) ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ବ୍ରାଉନସୁଗାର କାରବାର ଉପରେ ଧରପଗଡ଼ ଆରମ୍ଭ କରିଛି। ସମ୍ପୃକ୍ତ ଟିମ୍ ଟାଉନ୍ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ଏକ କାର୍…
ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ
ଭୁବନେଶ୍ୱର,୧୬ା୧୦(0୫): ଗୀତିକାର ଶ୍ରୀମତୀ ବିନୋଦିନୀ ଦେବୀଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଶଯ୍ୟାଶାୟୀ ଥାଇ ଆଜି ସକାଳେ ତାଙ୍କର ଅନୁଗୋଳରେ ପରଲୋକ ହୋଇଛି। ସେ ସୁଗମ ଏବଂ ଚଳଚ୍ଚିତ୍ର ସଙ୍ଗୀତର ଅପ୍ରତିଦ୍ୱନ୍ଦ୍ୱୀ ଗୀତିକାର ଥିଲେ।…
କୋଟିଏ ଟଙ୍କାର ବ୍ରାଉନସୁଗାର ସହ କାର୍ ଜବତ, ଜଣେ ଗିରଫ
କେନ୍ଦୁଝର,୧୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍)ର ଜିରୋ ଟଲେରାନ୍ସ ରକ୍ଷା କରିବାକୁ ଧଳା ଜହର କାରବାର ଉପରେ ଧରପଗଡ଼ କରୁଛି। ଏହି ଟିମ୍ ରବିବାର ରାତିରେ ଟାଉନ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬ା୧୦(୦୫): ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନନେତା ଭାବେ ଲୋକଙ୍କ…
ବୋଲେରୋ-ଟ୍ରକ୍ ମୁହାଁମୁହିଁ: ୨ ମୃତ, ୨ ଗୁରୁତର
ବଲାଙ୍ଗୀର,୧୬ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ଫୁଗୁଡା ଛକ ବୁଲାଣିଠାରେ ସୋମବାର ଭୋର୍ରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ସହ ଟ୍ରକ୍ର ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା…
ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ
ପିପିଲି,୧୬ା୧୦(୦୫): ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଯୁଧିଷ୍ଠିର…
ଦେଶର ୧ କୋଟି ୪୦ ଲକ୍ଷ ରିଟେଲର ଡିଜିଟାଲ ତାଲିମ ପାଇବେ: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୬ା୧୦(ସୁନିତ୍ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶାରଦୀୟ ନବରାତ୍ର୍ର ଶୁଭ ଅବସରରେ ଭୁବନେଶ୍ୱରଠାରେ କୋକାକୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମ(ଏନ୍ଏସ୍ଡିସି)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ଖୁଚୁରା ବ୍ୟବସାୟୀ ତାଲିମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ…
ବ୍ୟକ୍ତି ନୁହେଁ, ବହି ପୁରସ୍କୃତ ହେଲେ ପୁରସ୍କାରର ମର୍ଯ୍ୟାଦା ବଢ଼ିବ
ଶାରଳା ପୁରସ୍କାର ପାଇଁ ଚଳିତବର୍ଷ ବିଶିଷ୍ଟ ସାହିତି୍ୟକ ଭୀମ ପୃଷ୍ଟି ମନୋନୀତ ହୋଇଛନ୍ତି। ୨୦୧୭ ମସିହାରେ ପ୍ରକାଶିତ ତାଙ୍କ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ତାଙ୍କୁ ଏହି ପୁରସ୍କାର ମିଳୁଛି। ଯାଜପୁର ଜିଲା ଧର୍ମଶାଳା କଏମାରେ ୧୯୫୯ ଜାନୁୟାରୀ ୧୧ରେ ଜନ୍ମ ଗ୍ରହଣ…
ତୁଷାରଙ୍କ ‘ଟାଇପୋଗ୍ରାଫି’ରେ ସେଲିବ୍ରିଟିଙ୍କ ଚିତ୍ର
ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା): ଅନେକ ସେଲିବ୍ରିଟି ଓ ରାଜନେତାଙ୍କୁ ସେମାନଙ୍କ ଚିତ୍ର ଆଙ୍କି ଉପହାର ଦିଅନ୍ତି ନିଆରା ଶିଳ୍ପୀ ତୁଷାର ବେହେରା। ତେବେ ସେ ଆଙ୍କୁଥିବା ଚିତ୍ରଗୁଡ଼ିକର ସ୍ବତନ୍ତ୍ରତା ରହିଛି। ଟାଇପୋଗ୍ରାଫିରେ ଚିତ୍ରଗୁଡ଼ିକ ପ୍ରସ୍ତୁତ କରାଯାଇଥାଏ। ଜଣେ ବ୍ୟକ୍ତି ବା ବସ୍ତୁର ଚିତ୍ରକୁ…
ସୁଶ୍ରୀତାଙ୍କ ‘ଡୁଡୁଲ ଆର୍ଟରେ’ ଓଡ଼ିଶାର ମନ୍ଦିର
ଭୁବନେଶ୍ୱର ନୀଳାଦ୍ରି ବିହାର ଅଞ୍ଚଳର ସୁଶ୍ରୀତା ସାମନ୍ତରାୟ ଆଉ ଜଣେ ନିଆରା ଶିଳ୍ପୀ। ଡୁଡୁଲ୍ ଆର୍ଟ ବା ମାଇକ୍ରୋ ଆର୍ଟ ଏବଂ ଡିଜିଟାଲ ଟାଇପୋଗ୍ରାଫିରେ ଚିତ୍ରକଳା ପ୍ରସ୍ତୁତ କରି ପ୍ରଶଂସା ସାଉଣ୍ଟିବାରେ ଲାଗିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ପ୍ରସ୍ତୁତ କରିବାରେ ସିଦ୍ଧହସ୍ତ…
ରଙ୍ଗିନ ରାତି ପାଇଁ ନିୟମ ଫୁ’
ଭୁବନେଶ୍ୱର,୧୬।୧୦(ସତ୍ୟଜିତ୍ ରାଉତ): କମିଶନରେଟ ପୋଲିସର କଡ଼ା ନିୟମ, ହେଲେ ଢିଲା ପାଳନ। ବାରମ୍ବାର ଚଢ଼ାଉ ଚାଲୁଛି, କିନ୍ତୁ ସବୁ ନିୟମ ଭାଙ୍ଗି ରାତି ସେମିତି ରଙ୍ଗିନ ହେଉଛି। ରାଜଧାନୀରେ ଥିବା ବାର୍, ନାଇଟ୍ କ୍ଲବ୍ ଓ ଡ୍ୟାନ୍ସବାର୍ଗୁଡ଼ିକ ବିଳମ୍ବିତ ରାତି ଯାଏ…
ନୀରବ ନାୟକ-ନବୀନ
ନବୀନ ପଟ୍ଟନାୟକ- କେବଳ ଏକ ନାମ ନୁହେଁ, ବରଂ ଅନନ୍ୟ ସଫଳତାର ଏକ ବିରଳ କାହାଣୀ। ଏକ ଦୁର୍ବାର ରାଜନୈତିକ ଅଭିଯାନ। ସେ ଅଭିଯାନ ଯେତିକି ରୋମାଞ୍ଚକର, ସେତିକି ଉଦ୍ବୋଧନୀୟ। ରାଜନୀତିରେ ରୁଚି ନ ଥାଇ ମଧ୍ୟ ଓଡ଼ିଶାବାସୀଙ୍କ ଶ୍ରଦ୍ଧା, ଆଗ୍ରହ…
Archives


