୨୪ରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ବିଲ୍ଡିଂ ଲୋକାର୍ପଣ
ସାକ୍ଷୀଗୋପାଳ,୨୨।୧(ପ୍ରଶାନ୍ତ ବାରିକ୍/କିଶୋର ମହାପାତ୍ର): ପୁରୀ ଜିଲା ସତ୍ୟବାଦୀରେ ରାଜ୍ୟ ସରକାରଙ୍କ ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ ବିଲ୍ଡିଂକୁ ଆସନ୍ତା ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ(ଭିସି) ମାଧ୍ୟମରେ ଲୋକାର୍ପଣ କରିବେ। ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଏକ ପ୍ରଶାସନିକ କୋଠା,…
ପ୍ରତିକୂଳ ପାଗ ସତ୍ତ୍ୱେ ବହୁସଂଖ୍ୟାରେ ଦେଖାଦେଲେ ଡଲ୍ଫିନ୍
ରାଜନଗର,୨୨ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୌନ୍ଦର୍ଯ୍ୟଭରା ପ୍ରାକୃତିକ ବିଭବ ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ସହ ଆମତ୍ବିଭୋର କରିଦେଉଛି। ଏବେ ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଳ ମାଳ ଅଲିଭ୍ ରିଡ୍ଲେ କଇଁଛଙ୍କ ପ୍ରଜନନ…
ସାଢ଼େ ୫ ଇଞ୍ଚ୍ର ଶ୍ରୀରାମମନ୍ଦିର ପ୍ରତିକୃତି
ଖୋର୍ଦ୍ଧା,୨୨ା୧(ପ୍ରଭାତ ପାଣିଗ୍ରାହୀ): ସୋମବାର ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ। ଏନେଇ ସାରାଦେଶ ଉତ୍ସବମୁଖର ହୋଇଉଠିଛି। କିଏ ଚାଲି ଚାଲି ଅଯୋଧ୍ୟାରେ ପହଞ୍ଚିଲାଣି ତ’ ଆଉ କେଉଁଠି ପୂଜାପାଠ, ମନ୍ଦିରରେ ହୋମଯଜ୍ଞ, ସାମୂହିକ ହନୁମାନ ଚାଳିଶା ପାଠ କରାଯାଉଛି। ଏହି ପରୀପ୍ରେକ୍ଷୀରେ…
ବନ୍ୟପ୍ରାଣୀ ବେପାରକୁ ସବୁଜ ସଙ୍କେତ
ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ ପ୍ରଦାନ…
ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା
ଭୁବନେଶ୍ୱର/କଟକ ୨୨।୧(ଅସମାପିକା ସାହୁ/କାର୍ତ୍ତିକ ସାହୁ): ବିଭିନ୍ନ ସମସ୍ୟା ନେଇ ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ବିଭିନ୍ନ ସଙ୍ଗଠନ ଏହି ଆନ୍ଦୋଳନରେ…
କୋହଲା ପାଗକୁ ହାଲୁକା ବର୍ଷା
ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ମଧ୍ୟ ହୋଇଛି। ରବିବାର…
୧୨ ଦିନ ପରେ ବି ଗାଁକୁ ଆସିପାରୁନି ମୃତଦେହ
ଭବାନୀପାଟଣା,୨୧।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଦିନକୁ ଦିନ ଦାଦନ ସମସ୍ୟା ଉଗ୍ରରୂପ ନେଉଛି। କାମଧନ୍ଦା ନ ପାଇ ପେଟପାଟଣା ଆଶାରେ ଗରିବ ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ସେଠାରେ ଅନେକଙ୍କ ମୃତ୍ୟୁ ହେଉଥିବା ବେଳେ ଏବେ ବି…
୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ
ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)- ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ୨୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ…
ବଜ୍ରକାପ୍ତା ଚାଲାଣ ବେଳେ ମାଡ଼ିବସିଲେ ବନ ଅଧିକାରୀ
ନବରଙ୍ଗପୁର,୨୧।୧(ସଦାଶିବ ପ୍ରହରାଜ): ବଜ୍ରକାପ୍ତା ଚାଲାଣ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବି.ସିଂପୁର ଥାନା ଅଧୀନ କେନ୍ଦୁଗୁଡା ଗାଁର ଅରୁଣ ମୁଦୁଲି। ମିଳିଥିବା ସୂଚନା ମୁତାବକ, ବଜ୍ରକାପ୍ତା ଚାଲାଣ ନେଇ ନବରଙ୍ଗପୁର ବନଖଣ୍ଡ…
୨୭ରେ ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର,୨୧ା୧(ବି.ଶଙ୍କର): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ରୂପାନ୍ତରିତ ମନ୍ଦିର ଓ ପରିକ୍ରମା ପ୍ରକଳ୍ପ ଆସନ୍ତା ୨୭ରେ ଲୋକାର୍ପିତ ହେବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଫଳକ ଉନ୍ମୋଚନ କରିବା କାର୍ଯ୍ୟକ୍ରମ…
୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୁଲିସ୍ ମେଡାଲ ତାଲିକା
ଭୁବନେଶ୍ୱର, ୨୧।୧: ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ୨୦୨୩ ବର୍ଷ ପାଇଁ ରାଜ୍ୟ ପୁଲିସ୍ ମେଡାଲ ତାଲିକା ପ୍ରକାଶ ପାଇଛି। ପୂବାଞ୍ଚଳ ଆଇଜି ହିମାଂଶୁ ଲାଲ, କ୍ରାଇମ୍ବ୍ରାଞ୍ଚ ଆଇଜି ସଫିଲ୍ ଅହମ୍ମଦ ସମେତ ୨୦ ଜଣ ପୁଲିସ୍ ଅଧିକାରୀ ରାଜ୍ୟପାଳ ପଦକ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍, ୩ମୃତ
ରାଣୀତେଲ,୨୧।୧: ଭଦ୍ରକର ରାଣୀତେଲ ହାଇଟେକ କଲେଜ ନିକଟରେ ହୋଇଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏଥିରେ ୩ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱରରୁ ଆସୁଥିବା ଏକ ଟ୍ରକ୍ ୩ଜଣ ବାଇକ ଆରୋହୀଙ୍କୁ ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ସେମାନଙ୍କର ଜୀବନ ଚାଲିଯାଇଛି।…
Archives


