ରାଜ୍ୟ

ଆଜି ବିଶ୍ୱ ଧଳାବାଡ଼ି ଦିବସ: ‘ଧଳାବାଡ଼ି ହେଉଛି ହୃଦୟର ସ୍ପନ୍ଦନ’

ପୁରୁଣା ଭୁବନେଶ୍ୱର,୧୪ା୧୦(ସୁବାସ ଚନ୍ଦ୍ର ପ୍ରଧାନ)ରବିବାର ବିଶ୍ୱ ଧଳାବାଡ଼ି ଦିବସ। ଏହି ଦିବସ ପାଳନ ପୂର୍ବରୁ ଅର୍ଥାତ୍‌ ଶନିବାର ରାଜାରାଣୀ ମନ୍ଦିର ପରିସରରେ ଫୁଲ, ଚନ୍ଦନ, ସିନ୍ଦୂର ଦେଇ ଧଳାବାଡ଼ିକୁ ସମ୍ମାନର ସହ ପୂଜା କରିଛନ୍ତି ରାଜ୍ୟର କେତେଜଣ ଦୃଷ୍ଟିବାଧିତ ଖେଳାଳି। ଧଳାବାଡ଼ି…

ଖଟିଆରେ ବୁହାହୋଇ ରୋଗୀ ନଦୀପାର

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ)ସ୍ବାଧୀନତାର ସାତ ଦଶନ୍ଧି ପରେ ମଧ୍ୟ କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ସବୁ ଦିନିଆ ରାସ୍ତା ଓ ପୋଲ ନ ଥିବାରୁ ବିଭିନ୍ନ ସମୟରେ ଖଟିଆରେ ବୁହାହୋଇ ଡାକ୍ତରଖାନା ଯାଉଛନ୍ତି ରୋଗୀ। ଶନିବାର ଏଭଳି ପୁଣି ଏକ ଦୃଶ୍ୟ…

କଳାହାଣ୍ଡିରେ ହେଲାନି ଓପିଏସ୍‌ସି ପରୀକ୍ଷା କେନ୍ଦ୍ର

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ)୧୫ ତାରିଖ (ରବିବାର) ରାଜ୍ୟ ବ୍ୟାପି ଅନୁଷ୍ଠିତ ହେବାକୁ ଯାଉଛି ଓପିଏସସି ପ୍ରିଲିମ୍ସ ପରୀକ୍ଷା। ଓଡ଼ିଶା ଲୋକ ସେବା ଆୟୋଗ ଦ୍ୱାରା ଆୟୋଜିତ ଏହି ପରୀକ୍ଷାକୁ ନେଇ ରାଜ୍ୟର ସବୁ ଜିଲାର ପରୀକ୍ଷାର୍ଥୀ ଆଶା ବାନ୍ଧି ବସିଥିବାବେଳେ ୩୦୦…

ନବରାତ୍ର ଦୁର୍ଗାପୂଜା ଆରମ୍ଭ

ସଇଁତଳା,୧୫।୧୦(ରାଖାଲ ପ୍ରସାଦ ଶତପଥି)ବଲାଙ୍ଗିର ଜିଲା ସଇଁତଳା ହାଟପଦାଠାରେ ଅନୁଷ୍ଠିତ ହେଉଥିବା ନବରାତ୍ର ଦୁର୍ଗାପୂଜାର ଚଳିତବର୍ଷ ରୌପ୍ୟ ଜୟନ୍ତୀ ମହାସମାରୋହର ସହ ପାଳନ କରାଯାଉଛି। ଶନିବାର ପୂଜା ଉପଲକ୍ଷେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସକାଳ ସମୟରେ ମଣ୍ଡପ ନିକଟରେ ସହରର ଶତାଧିକ…

ଆଳୁ ସାଇତିବାକୁ ନାହିଁ ଆବଶ୍ୟକ ସଂଖ୍ୟକ ଶୀତଳ ଭଣ୍ଡାର

କୋରାପୁଟ,୧୫ା୧୦(ଅମିତାଭ ବେହେରା)ଆଳୁଚାଷ ପାଇଁ କୋରାପୁଟ ଜିଲାର ଜଳବାୟୁ ଓ ମୃତ୍ତିକା ଅତି ଉତ୍ତମ। ଜିଲାରେ ଖରିଫ ଋତୁରେ ଆଳୁଚାଷ ଭଲ ହୋଇଥାଏ। ଜୁନ ପ୍ରଥମ ସପ୍ତାହରୁ ଜୁଲାଇ ପ୍ରଥମ ସପ୍ତାହ ଯାଏ ରୋପଣ ହୋଇଥିବା ଆଳୁ ବିହନ ଚଳିତ ଋତୁରେ ପ୍ରତି…

୮ ଶ୍ରେଣୀର ପିଲାଙ୍କୁ ପଢ଼ାଉଛନ୍ତି ୩ ଶିକ୍ଷକ

ତେନ୍ତୁଳିଖୁଣ୍ଟି, ୧୫।୧୦(ଚିଦାନନ୍ଦ ସାହୁ)ଛାତ୍ରୀଛାତ୍ରଙ୍କୁ ଉନ୍ନତ ଶିକ୍ଷା ପ୍ରଦାନ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରଶିକ୍ଷଣ ମଧ୍ୟ ଦିଆଯାଉଛି। କିନ୍ତୁ ସ୍କୁଲରେ ଶୈକ୍ଷିକ ବାତାବରଣ ଓ ଆବଶ୍ୟକ ଭିତ୍ତିଭୂମିର ଅଭାବ ରହୁଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି…

ଦିବ୍ୟାଙ୍ଗ ଅଜୟଙ୍କୁ ମିଳୁନି ଟ୍ରାଇ ସାଇକେଲ

କେନ୍ଦୁଝର,୧୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ସେମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ମଧ୍ୟ ଡିଏମ୍‌ଏଫ୍‌ ଅନୁଦାନରେ ମାଗଣା ଟ୍ରାଇ ସାଇକେଲ, ବ୍ୟାଟେରିଚାଳିତ ସାଇକେଲ ତଥା ଟ୍ରାଇ ସ୍କୁଟର ପ୍ରଦାନ କରୁଛନ୍ତି।…

ଭାଗ୍ୟକୁ ଆଦରି ଜୀବନ ବିତାଉଛନ୍ତି ଅଲିନ

ପାରଳାଖେମୁଣ୍ଡି,୧୫ା୧୦ (ଗିରିଧାରୀ ପରିଛା):ରାଜ୍ୟ ସରକାର ଗରିବ ଅସହାୟମାନଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନର ଆନ୍ତରିକତା ଅଭାବ ହେତୁ କେତେକ ଗରିବ ଲୋକେ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏମିତି ଜଣେ ଅସହାୟ ବ୍ୟକ୍ତି ହେଉଛନ୍ତି ଗଜପତି ଜିଲା ନୂଆଗଡ଼…

ପାଠପଢ଼ା ବୟସରେ ମୂଲ ଲାଗୁଛନ୍ତି ସବିନା

ମୋହନା,୧୫ା୧୦(ମନ୍ମଥ ମିଶ୍ର)ଦେଶ ତଥା ରାଜ୍ୟ ଅନ୍ତର୍ଜାତୀୟ କନ୍ୟାସନ୍ତାନ ଦିବସ ପାଳନ କରୁଥିବା ବେଳେ ଏବେ ବି ଦୁର୍ଗମ ଅଞ୍ଚଳରେ ଅନେକ କିଶୋରୀ ନାବାଳିକାମାନେ ସରକାରଙ୍କ ଦୃଷ୍ଟି ଆଢ଼ୁଆଳରେ ରହିଛନ୍ତି। ଯେଉଁମାନେ ଶିକ୍ଷା, ସ୍ବାସ୍ଥ୍ୟ ତଥା ସାମାଜିକ ସୁରକ୍ଷା ଭଳି ମୌଳିକ ଅଧିକାରରୁ…

ଚାଷୀ ଚଢ଼ା ଦରରେ କିଣୁଛି ସାର

ଛତ୍ରପୁର,୧୫ା୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ସାରର କଳାବଜାର ହେଉଥିବା ଋଷିକୁଲ୍ୟା ରୟତ ମହାସଭା ଅଭିଯୋଗ କରିଛି। ବର୍ତ୍ତମାନ ଧାନ ଫସଲ ପାଇଁ ୟୁରିଆ, ଗ୍ରୋମୋର ଓ ପଟାସ ସାରର ଆବଶ୍ୟକତା ହେଉଛି। ଜିଲାକୁ ସୋସାଇଟିମାନଙ୍କ ଅପେକ୍ଷା ଘରୋଇ ସାର କମ୍ପାନୀ ଡିଲରମାନଙ୍କୁ…

ଆଜିଠୁ ବାଘ ଗଣନା: ଘୁମୁସର ବନଖଣ୍ଡରେ ୧୫୫ ଟିମ୍‌ ସାମିଲ

ଭଞ୍ଜନଗର,୧୫।୧୦(ବାବୁଲା ପ୍ରଧାନ)କେନ୍ଦ୍ର ସରକାରଙ୍କ ଘୋଷଣା ପ୍ରକାରେ ରାଜ୍ୟରେ ୨୦ ମହାବଳ ବାଘ ଥିବାବେଳେ ୭୬୦ କଲରାପତରିଆ ବାଘ ବିଭିନ୍ନ ଜଙ୍ଗଲରେ ଅଛନ୍ତି। ୨୦୦୬ରେ ୪୫ଟି ମହାବଳ ବାଘ ଥିବାବେଳେ ତାହା ୨୦କୁ ଖସି ଆସିଥିବା ନେଇ ପରିବେଶବିତ୍‌ମାନେ ଚିନ୍ତିତ ଅଛନ୍ତି। କିନ୍ତୁ…

ଡାଇରିଆ, ଆଇସୋଲେଶନ ଓ୍ବାର୍ଡରେ ରୋଗୀ ହନ୍ତସନ୍ତ

ଢେଙ୍କାନାଳ, ୧୫ା୧୦(ରତନ ନାୟାର)ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ଓ ଆଇସୋଲେଶନ ଓ୍ବାର୍ଡରେ ଶନିବାର ବ୍ୟାପକ ବିଦ୍ୟୁତ୍‌ ଅବ୍ୟବସ୍ଥା ଦେଖାଦେଇଛି। ସକାଳ ୯ଟାରୁ ବିଦ୍ୟୁତ୍‌ ନ ଥିବାରୁ ଦିନତମାମ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ହନ୍ତସନ୍ତ ହେବାକୁ ପଡ଼ିଛି। ଏପରି କି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri