ରାଜ୍ୟ

ମାନ୍ଦା ବେଳେ ମହଙ୍ଗା ମାଡ଼

କାମାକ୍ଷାନଗର, ୪।୭: ଦୀର୍ଘ ଦେଢ଼ବର୍ଷ ହେଲା କରୋନା କଷଣରେ ଘାଣ୍ଟି ହେଉଛନ୍ତି ସାଧାରଣ ଜନତା। ହାତରେ କାମ ନାହିଁ। ସାଇତିଥିବା ଧନ ସରିଗଲାଣି। ଏଭଳି ସମୟରେ ଗରିବ ଏବଂ ମଧ୍ୟବିତ୍ତ ପରିବାର ଉପରେ ଦରଦାମ ବୃଦ୍ଧି ବୋଝ ଉପରେ ନଳିତା ବିଡ଼ା...

ଇଞ୍ଜେକ୍ସନ ନେବା ପରେ ନବବଧୂଙ୍କ ମୃତ୍ୟୁ: ବିବାହର ମାତ୍ର ୧୦ ଦିନରେ ଜଳିଲା ଜୁଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ପାଦରୁ ଅଳତା, ହାତରୁ ମେହେନ୍ଦି ଲିଭିନି। ବିବାହର ମାତ୍ର ୧୦ ଦିନରେ ଜଣେ ନବବଧୂଙ୍କ ଜୁଇ ଜଳିଛି। ଇଞ୍ଜେକ୍ସନ ନେବାର ମାତ୍ର କିଛି ସମୟ ଭିତରେ ନବବଧୂ ଜଣକ ଯନ୍ତ୍ରଣାରେ ଛଟପଟ ହୋଇ ଆଖିବୁଜି ଦେଇଛନ୍ତି। ଶନିବାର ଭୁବନେଶ୍ୱରର...

ଦୁର୍ଗାଦେବୀ ଅଞ୍ଚଳରେ ପ୍ରାଚୀନ ସହର: ସ୍ଥିତି ଅନୁଧ୍ୟାନ କଲେ ତହସିଲଦାର

ବାଲେଶ୍ୱର ଅଫିସ, ୪।୭- ବାଲେଶ୍ୱର ଜିଲା ରେମୁଣା ତହସିଲ ଦୁର୍ଗାଦେବୀ ଅଞ୍ଚଳରେ ପ୍ରାଚୀନ ସହର ଓ ପ୍ରାକ୍‌ ଐତିହାସିକ ସଭ୍ୟତାର ସନ୍ଧାନ ମିଳିଛି। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ପ୍ରାକ୍‌ ଐତିହାସିକ ସଭ୍ୟତାଠାରୁ ଆରମ୍ଭ କରି ବୌଦ୍ଧ, ଜୈନ ଓ...

ପ୍ରଣବଙ୍କ ଆଗୁଆ ଜାମିନ ହାଇକୋର୍ଟରେ ଖାରଜ

ଭୁବନେଶ୍ୱର,୪।୭(ବ୍ୟୁରୋ): ସୁବର୍ଣ୍ଣପୁର ଜାତୀୟ ମିଶନ (ଏନଏଚ୍‌ଏମ୍‌) ବ୍ୟାଙ୍କ ଆକାଉଣ୍ଟରୁ ୫ କୋଟି ୧ଲକ୍ଷ ୫୦ ହଜାର ଟଙ୍କା ଠକେଇ ଘଟଣାରେ ଅନ୍ୟତମ ଅଭିଯୁକ୍ତ ନୟାପଲ୍ଲୀର ପ୍ରଣବ କୁମାର ରାଏ ଏବେ ବି ଫେରାର ଅଛନ୍ତି। କ୍ରାଇମବ୍ରାଞ୍ଚର ଗିରଫଦାରିରୁ ନିଜକୁ ବଞ୍ଚାଇବା...

୩ ମାସ ଧରି ଘରେ ଅଛି କାର୍‌, ଅନ୍‌ଲାଇନ୍‌ରେ ଫାଇନ୍‌ ଆସିଛି ୩୦୦୦ ଟଙ୍କା

ଭଦ୍ରକ ଅଫିସ,୪ା୭: ଆରଟିଓ ଏବଂ ପୋଲିସ ବିଭାଗର ଅଜବ ନିୟମ। ଦୀର୍ଘ ତିନି ମାସ ଧରି ଘରେ ଥିବା ଏକ କାର୍‌ ଉପରେ ଲାଗିଛି ୩ ହଜାର ଟଙ୍କା ଫାଇନ୍‌। ଯାହାକୁ ନେଇ ଏବେ ଚିନ୍ତାରେ କାର୍‌ ମାଲିକ। ସୂଚନାନୁଯାୟୀ,...

ଭର୍ଚୁଆଲ ଟୁର୍‌ରେ ସାନ୍ତାଳ ଘର ବୁଲି ଦେଖିବେ ଦର୍ଶକ

ଭୁବନେଶ୍ୱର,୪।୭ (ବ୍ୟୁରୋ): ଓଡ଼ିଶାର ସାନ୍ତାଳ ଜନଜାତିମାନେ ମୁଖ୍ୟତଃ ମୟୂରଭଞ୍ଜ, ବାଲେଶ୍ବର, କେଉଁଝର ଜିଲାରେ ବସବାସ କରନ୍ତି। ଦେଶର ଜନଜାତିଙ୍କ ମଧ୍ୟରେ ଏମାନଙ୍କ ସଂଖ୍ୟା ତୃତୀୟ ସ୍ଥାନରେ ରହିଛି। ସାନ୍ତାଳଙ୍କ ବସତିରେ ଗୃହଗୁଡ଼ିକ ସମାନ୍ତରାଳ ଭାବେ ଧାଡ଼ି କରି ନିର୍ମାଣ କରାଯାଇଥାଏ।...

ସୋମବାରଠାରୁ ଗଞ୍ଜାମରେ କୋଭାକ୍ସିନ ଟିକାକରଣ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ପରେ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲାରେ କୋଭାକ୍ସିନ ପହଞ୍ଚିଛି। ବ୍ରହ୍ମପୁର ସହର ସମେତ ଗଞ୍ଜାମ ଜିଲା ପାଇଁ ୧ ଲକ୍ଷ ୪୦ ହଜାର କୋଭାକ୍ସିନ ପହଞ୍ଚିବା ପରେ ଏହାକୁ ରବିବାର ଟିକାଦାନ କେନ୍ଦ୍ରକୁ ପଠାଇ କାର୍ଯ୍ୟ...

ଖୁବ୍‌ଶୀଘ୍ର ଉତ୍‌କେଲା, ଜୟପୁରରୁ ବିମାନ ଉଡ଼ିବ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟର ଆଉ ୨ଟି ଏୟାରଷ୍ଟ୍ରିପ୍‌ ଭବାନୀପାଟଣା ନିକଟସ୍ଥ ଉତ୍‌କେଲା ଓ ଜୟପୁରରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ ହେବ। ଏହି ଦୁଇଟି ବିମାନବନ୍ଦରକୁ କେନ୍ଦ୍ର ସରକାରଙ୍କ ଉଡାନ ସ୍କିମ୍‌ ସହାୟତାରେ ବିକଶିତ କରାଯାଉଛି। ଭୁବନେଶ୍ୱରରୁ ଉତ୍‌କେଲା, ଉତ୍‌କେଲାରୁ ଜୟପୁର, ଭୁବନେଶ୍ୱରରୁ...

ଏଥର କେବଳ ସେବାୟତ ଟାଣିବେ ରଥ

ପୁରୀ ଅଫିସ,୪।୭: ଚଳିତବର୍ଷ ରଥଯାତ୍ରାରେ କେବଳ ସେବାୟତମାନେ ରଥ ଟାଣିବେ। ମନ୍ଦିର ପ୍ରଶାସନ ଓ ଜିଲା ପ୍ରଶାସନ କର୍ମଚାରୀମାନେ ରଥଟଣାରେ ନିୟୋଜିତ ହେବେ ନାହିଁ। ରଥଯାତ୍ରାରେ ନିୟୋଜିତ ହେବାକୁ ଥିବା ସମସ୍ତ ବ୍ୟକ୍ତିମାନଙ୍କର କୋଭିଡ୍‌ ଟେଷ୍ଟ କରାଯିବ। ଏଥିପାଇଁ ପାଖାପାଖି ୬...

ରାଜ୍ୟରେ ଆଉ ୪୨ ମୁଣ୍ଡ ନେଲା କରୋନା; ଖୋର୍ଦ୍ଧା-ବରଗଡ଼ରୁ…

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮ ଜଣ ଥିବା ବେଳେ ବରଗଡ଼ରୁ ୫, ସୁନ୍ଦରଗଡ଼ରୁ ୪, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଗଞ୍ଜାମରୁ ୩ ଜଣ ଲେଖାଏ,...

ରାଜ୍ୟରେ ୨୮୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଆଜି କଟକ ଆଗରେ

ଭୁବନେଶ୍ୱର,୪।୭(ବ୍ୟୁରୋ): କଟକଣା ସତ୍ତ୍ୱେ ସଂକ୍ରମଣ ଉପରେ ଲଗାମ ଲାଗୁନାହିଁ। ଏହି କ୍ରମରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୫୨ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୧୨୧୮ ଲୋକାଲ କେସ...

ରବିଧାନ କିଣା ବନ୍ଦ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ଆଉ ରବି ଧାନ ସଂଗ୍ରହ ହେବ ନାହିଁ। କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ସମୟ ଶେଷହୋଇ ଯାଇଥିବାରୁ ଧାନ କିଣା ବନ୍ଦ ହୋଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri