କାର୍ଗୋ ପରିଚାଳନାରେ ଧାମରା ବନ୍ଦରର ରେକର୍ଡ
ଭଦ୍ରକ,୧୪।୧୦(ସନାତନ ରାଉତ): ଆଦାନୀ ପୋର୍ଟସ୍ ଆଣ୍ଡ୍ ସ୍ପେଶାଲ ଇକୋନୋମିକ୍ ଜୋନ୍ (ଏପିଏସ୍ଇଜେଡ୍) ଅଧୀନରେ ଥିବା ଆଦାନୀ ଧାମରା ବନ୍ଦର କାର୍ଗୋ ପରିଚାଳନା କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି। ୨୪ ଘଣ୍ଟା ମଧ୍ୟରେ ୨,୨୬,୬୧୦ ମେଟ୍ରିକ ଟନ୍ କାର୍ଗୋ ପରିଚାଳନା କରି…
ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ପ୍ରଦ୍ୟୋତ କୁମାର ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର, ୧୪।୧୦(ବନ୍ଦନା ସେଠୀ): ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ତଥା ୧୯୭୦ ବ୍ୟାଚ୍ର ଭାରତୀୟ ରାଜସ୍ବ ସେବା ଅଧିକାରୀ ପ୍ରଦ୍ୟୋତ କୁମାର ମିଶ୍ରଙ୍କର ଦିଲ୍ଲୀଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୬ବର୍ଷ ବୟସ ହୋଇଥିଲା। ମିଶ୍ର ଜଣେ ଦକ୍ଷ, କର୍ତ୍ତବ୍ୟପରାୟଣ ଓ କର୍ମଚାରୀ…
ଅନ୍ତେବାସୀ ହେଲେ ଜୀବନସାଥୀ
ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦାସ୍ଥିତ କୁଷ୍ଠାଶ୍ରମରେ ଥିଲେ ଅନ୍ତେବାସୀ। ହେଲେ ଏବେ ପାଲଟିଯାଇଛନ୍ତି ଜୀବନସାଥୀ। ବର ୬୫କୁ କନ୍ୟା ୬୩। ପ୍ରେମ ପାଇଁ ବୟସର କୌଣସି ପରିସୀମା ନ ଥାଏ ତାହା ଆଜି ପ୍ରମାଣିତ କରିଛନ୍ତି…
ଡାଟା ଚୋରି ଯୋଗୁ ପିଲା ହଇରାଣ
ବଲାଙ୍ଗୀର, ୧୪ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ସରକାରୀ ମେଡିକାଲ କଲେଜରେ ଆଡ୍ମିଶନ କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ର଼୍ୟାକେଟକୁ ବଲାଙ୍ଗୀର ସାଇବର ପୋଲିସ ଟିମ୍ ପର୍ଦ୍ଦାଫାଶ କରିଛି। ଭୁବନେଶ୍ୱରରେ ରହି ଏହି ର଼୍ୟାକେଟ ରାଜ୍ୟବ୍ୟାପୀ ଠକାଇରେ ସକ୍ରିୟ ରହିଥିଲା।…
ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର
ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୩।୧୦ (ସନ୍ତୋଷ ନାୟକ) : ପୋର୍ଟ ହେଲ୍ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ ହେଲ୍ଥ…
୨୦ରୁ ପୂଜା ଛୁଟି
ଭୁବନେଶ୍ୱର, ୧୩।୧୦(ଅସମାପିକା ସାହୁ) – ଦୁର୍ଗାପୂଜା ଓ ଗଜଲକ୍ଷ୍ମୀ ପୂଜା ପାଇଁ ରାଜ୍ୟରେ ଆସନ୍ତା ୨୦ରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ପୂଜା ଛୁଟି ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ୧୪ ତାରିଖ ଶନିବାର ମହାଳୟା…
ଲାଓସରେ ୩୫ ଓଡିଆ ଶ୍ରମିକ ପଣବନ୍ଦୀ: ସୁରକ୍ଷିତ ଫେରାଇ ଆଣିବାକୁ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୩ା୧୦(ଅନିଲଦାସ): ଦକ୍ଷିଣ-ଏସିୟ ରାଷ୍ଟ୍ର ଲାଓସରେ ୩୫ ଜଣ ଓଡ଼ିଆ ଶ୍ରମିକ ପଣବନ୍ଦୀ ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଶ୍ରମ କମିଶନର ଏନ. ଥିରୁମାଳା ନାୟକ…
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୩ା୧୦(ଅନିଲ ଦାସ)-ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର ଚକବନ୍ଦୀ କମିଶନର ପ୍ରତାପ ଚନ୍ଦ୍ର ରାଉତଙ୍କୁ ସମବାୟ ବିଭାଗର ସ୍ବତନ୍ତ୍ର…
ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର,୧୩।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ୪ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବା ନାହିଁ।…
ଇସ୍ରାଏଲରୁ ଫେରିଲେ ୯ ଓଡ଼ିଆ
ଭୁବନେଶ୍ୱର,୧୩ା୧୦: ଅପରେଶନ ଅଜୟର ପ୍ରଥମ ପର୍ଯ୍ୟାୟରେ ୯ ଓଡ଼ିଆଙ୍କ ସମେତ ୨୧୨ ପ୍ରବାସୀ ଭାରତ ଫେରିଛନ୍ତି। ସେମାନେ ଦିଲ୍ଲୀରେ ସେମାନଙ୍କର ଲୋମ ଟାଙ୍କୁରା ଦୁଃଖ ବଖାଣିଛନ୍ତି। ଇସ୍ରାଏଲ ଉପରେ ହମାସ୍ର ଆକ୍ରମଣ ପରେ ଇସ୍ରାଏଲର ବିଭିନ୍ନ ସ୍ଥାନରେ ସାଇରନ୍ ବାଜିବାରୁ ସମସ୍ତ…
ଧରାହେଲା ୧୨ ଫୁଟ ଲମ୍ବର କୁମ୍ଭୀର
ଭୋଗରାଇ,୧୩ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ବେଳାଭୂମିରୁ ୧୨ ଫୁଟ ଲମ୍ବର ଏକ ବଉଳା କୁମ୍ଭୀରକୁ ଉଦୟପୁର ବନବିଭାଗ ଶୁକ୍ରବାର ସକାଳେ କାବୁ କରିଛି। କୁମ୍ଭୀରକୁ ସେଠାରୁ ଆଣି ଡାକ୍ତରୀ ପରୀକ୍ଷା ପାଇଁ ବାଲେଶ୍ୱର ମୁଖ୍ୟ ପ୍ରାଣୀଧନ ଚିକିତ୍ସାଳୟକୁ ପଠାଯାଇଛି।…
ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି। ଉକ୍ତ…
Archives


