ରାଜ୍ୟ

ଡଙ୍ଗା ବୁଡ଼ି ୭ ନିଖୋଜ: ଜଣେ ମୃତ

ଚିତ୍ରକୋଣ୍ଡା,୨୫।୫(ଡି.ଏନ୍‌.ଏ.): ତେଲେଙ୍ଗାନାରୁ ଦାଦନ ଖଟି ଗାଁକୁ ଫେରୁଥିବା ବେଳେ ଘଟିଛି ଅଘଟଣ। ଡଙ୍ଗା ବୁଡ଼ି ୭ ଜଣ ନିଖୋଜ ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ। ସେଲେରୁ ନଦୀରେ ପାରି...

୩୦୦ ଲୋକଙ୍କୁ ତଡ଼ିଦେଲେ

ପାଟଣା,୨୪।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗାଁକୁ ଅପ୍ରେଲ ମାସରେ ବାହାର ରାଜ୍ୟରୁ ଚାଲିଆସିଥିଲେ ପ୍ରାୟ ୩୦୦ ଲୋକେ। ମହାରାଷ୍ଟ୍ରର ନାଗପୁର ଜିଲାରୁ ଉଦାଷା ଗାଁରୁ ୧୧ ପରିବାର (୬୦ ଲୋକ) ଚାଲିଆସିଥିବାବେଳେ ଜଡିବୁଟି...

ମାଡ଼ି ଆସୁଛି ବାତ୍ୟା ‘ୟାସ’: ୪ମିଟର ଉଠିବ ସାମୁଦ୍ରିକ ଜୁଆର

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ...

ଏକତରଫା ପ୍ରେମକୁ ନେଇ ପରିବାରର ୪ଜଣଙ୍କୁ ଆକ୍ରମଣ

ଝାରସୁଗୁଡ଼ା ଅଫିସ୍‌,୨୪।୫: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ସାପଡ଼ାର ଗୋଟିଏ ପରିବାରର ୪ଜଣଙ୍କୁ ଆକ୍ରମଣ କରିବା ଅଭିଯୋଗରେ ସେହି ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଗିିରଫ ଅଭିଯୁକ୍ତ ହେଲେ ଶିବ...

ଓଡ଼ିଶାରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର,୨୪।୫: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାରେ ୮ ଲକ୍ଷ ୧୭ ହଜାର ୫୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ଏହାକୁ ମିଶାଇ ଦେଶରେ ୬୧.୮୪ ଲକ୍ଷ ଆର୍ଥିକ ଦୁର୍ବଳ ଶ୍ରେଣୀର ହିତାଧିକାରୀଙ୍କୁ ପକ୍କା...

୩ ଜିଲାରେ ଟେଷ୍ଟିଂ, ଟିକାକରଣ, ଘରକୁ ଘର ସର୍ଭେ ବନ୍ଦ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩ଟି ଜିଲାରେ କୋଭିଡ୍‌-୧୯ ଟେଷ୍ଟିଂ, ଟିକାକରଣ ଓ ଘରକୁ ଘର ସର୍ଭେ ବାତିଲ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଆଦି ଜିଲାରେ ୨୫ରୁ ୨୭ତାରିଖ ପର୍ଯ୍ୟନ୍ତ ଏହି...

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୪।୫: ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ମେ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି। କର୍ମଚାରୀଙ୍କୁ ହେଡ କ୍ୱାର୍ଟର୍ସ ଛାଡ଼ି ନ ଯିବା ଲାଗି ନିର୍ଦ୍ଦେଶ ଜାରି କରାଯାଇଛି। ଏପରିକି ଛୁଟି...

ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍‌ ସହ ଅମ୍ଫନ ବାତ୍ୟାକୁ...

‘ୟାସ୍‌’ ଆସିବା ସମୟରେ କେଉଁଠି କେତେ ରହିବ ପବନର ବେଗ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ଏବେ ପାରାଦୀପଠାରୁ ୫୦୦ କିଲୋମିଟର ଦୂରରେ ଅଛି। ସୋମବାର ଏହା ବାତ୍ୟାର ରୂପ ନେବ। ମଙ୍ଗଳବାର ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ୨୬ ତାରିଖ ଦ୍ୱିପ୍ରହରରେ ଏହା ପାରାଦୀପ ଓ ସାଗର ଦୀପ ମଧ୍ୟରେ...

ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ହାଲୁକା ପବନ

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାରଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ ପାରାଦୀପ ଠାରୁ...

ବିଳମ୍ବ ନ କରି ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ବାତ୍ୟା ‘ୟାସ’ ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନାକୁ ଦେଖି ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଏହା ସହିତ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ଯେ,...

ରେଡ ୱାର୍ଣ୍ଣିଂ କାଟାଗୋରି-୧’ରେ ଏସବୁ ଜିଲା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ଓ ଗଭୀର ଅବପାତ ପରେ ବାତ୍ୟାର ରୂପ ନେଇ ସାରିଛି। ଏହା ୨୬ ତାରିଖ ମଧ୍ୟାହ୍ନରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ଅତି ଭୀଷଣ ରୂପ ନେବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri