ହ୍ୟୁମାନ ସାଗର ମୃତ୍ୟୁ ମାମଲା, ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ
କଟକ,୧୩।୧: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି ହାଇକୋର୍ଟ । ଅର୍ପିତାଙ୍କୁ ଏକପ୍ରକାର ଆଶ୍ବସ୍ତି ମିଳିଛି । ଅର୍ପିତା ଓ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି । ସୋମେଶ ଶତପଥୀ ଓ ସିଙ୍ଗର ଅର୍ପିତାଙ୍କୁ ଆଗୁଆ…
ଟୁଙ୍ଗୁରୁ ଭୋଳଙ୍କୁ ବାନ୍ଧିଲା ପୋଲିସ: କରୁଥିଲେ ଏହି କାମ
ଭୁବନେଶ୍ୱର,୧୩।୧(ତ୍ରିନାଥ ମହାନ୍ତି): ସୋସିଆଲ ମିଡିଆରେ ରାତାରାତି ଭାଇରାଲ ହୋଇଥିବା ଟୁଙ୍ଗୁରୁ ଭୋଳଙ୍କୁ ଏକ ଚୋରି ମାମଲାରେ ତମାଣ୍ଡୋ ପୋଲିସ ଗିରଫ କରିଛି। ରାଜମିସ୍ତ୍ରି ସୁଧାକର ବେହେରାଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରିଥିଲା। ପୋଲିସ ସିସିଟିଭି…
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା: ପ୍ରଶ୍ରୟ ଦେଲେ ….
ଭୁବନେଶ୍ୱର,୧୩ା୧(ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ଆଇନଶୃଙ୍ଖଳା ରକ୍ଷା ସହ ଲୋକଙ୍କ ସୁରକ୍ଷାକୁ ଦୁଷ୍ଟିରେ ରଖି ସୋମବାର ଖଣ୍ଡଗିରି ଥାନା ପୋଲିସ ଏବଂ ଯାତ୍ରା କମିଟି ମଧ୍ୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଯାତ୍ରା ପେଣ୍ଡାଲରେ ଅଶ୍ଳୀଳତାକୁ ନେଇ ଆଲୋଚନା ହୋଇଛି। ଯେଉଁ…
ଲେଉଟିଲା ଶୀତ, ୪ ଡିଗ୍ରୀ ଯାଏ ଖସିଲା ପାରଦ
ଭୁବନେଶ୍ୱର,୧୩ା୧(ବନ୍ଦନା ସେଠୀ):ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ଫଳରେ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ…
ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…
ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ଏଭଳି ଲୋମ ଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ଉଦଳା ଥାନା ଅମ୍ବିକାଦେଇପୁର ମାହାଲୀସାହି ଗ୍ରାମରେ। ମୃତକ…
ଅସୀମା ପଣ୍ଡାଙ୍କ ଫଟୋ ଉଠାଇବାକୁ ନେଇ ୨ ଗୋଷ୍ଠୀ ବାଡାବାଡି: ଥାନାରେ ଅଭିଯୋଗ ପରେ…
ଦାରିଙ୍ଗବାଡି, ୧୨/୧ (ଅରୁଣ ସାହୁ ): ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ୨ ଜଣ ଯୁବକ ପ୍ରବଳ ମାଡ଼ ମାରିବା ସହ ହତ୍ୟା ଧମକ ଦେଉଥିବା ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ ହୋଇଛି । ସେହିପରି ୨ ଯୁବକଙ୍କୁ…
ଧନୁଯାତ୍ରା ମଞ୍ଚରେ ଚାଷୀଙ୍କୁ ଏମିତି କହିଥିଲେ ଉପମୁଖ୍ୟମନ୍ତ୍ରୀ: କ୍ଷମା ମାଗିବାକୁ କହିଲେ…
ବଲାଙ୍ଗୀର, ୧୨।୧ (ସୁନିଲ କୁମାର ମହାନ୍ତି): ଚାଷୀମାନେ ନଟଙ୍ଗି କରୁଛନ୍ତି ବୋଲି ବରଗଡ଼ ଧନୁଯାତ୍ରା ମଞ୍ଚରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ। ଯାହାକୁ ନେଇ ଏବେ ତାତିଛନ୍ତି ମିଳିତ କୃଷକ ମଞ୍ଚ। ସୋନପୁର ଲୋକ ଉତ୍ସବ ମଞ୍ଚରେ…
ଆଜି ୫ ମହିଳାଙ୍କୁ ଗାଡି ଚାବି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଏହି ଯୋଜନାରେ ମହିଳାଙ୍କୁ କାର୍ ଦେଉଛନ୍ତି ସରକାର
ଭୁବନେଶ୍ୱର,୧୨।୧: ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥି ମଧ୍ୟରୁ ପ୍ରାୟ ୫,୬୩୦ କୋଟି ଟଙ୍କା ବିନିଯୋଗରେ ୩୯ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ପ୍ରାୟ ୧,୦୭୦…
ଦାଉ ସାଧୁଛନ୍ତି ମିଲର: ସରକାରଙ୍କ ହସ୍ତକ୍ଷେପ ପରେ ବି ଉଠୁନି ଧାନ
ଛତ୍ରପୁର,୧୨।୧(ଦିଲ୍ଲୀପ ସାମଲ): ଧାନ ମଣ୍ଡିରେ ଅଚଳବସ୍ଥା। ଧାନମଣ୍ଡି ଖୋଲାଯାଇଛି ସତ ମାତ୍ର ହେଲେ ମିଲର ଧାନ ନେଉନି । ପୂର୍ବ ସରକାର ଅପେକ୍ଷା ଅଧିକ କଟନୀ ଛଟନୀ ହେଉଛି। ଏଭଳି ଅଭିଯୋଗ କରି ଛତ୍ରପୁର ଉପଜିଲାପାଳଙ୍କ ଦ୍ୱାରସ୍ତ ହୋଇଛନ୍ତି ହିଞ୍ଜିଳି ବ୍ଲକ…
କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ କଲେ ମୁଖ୍ୟମନ୍ତ୍ରୀ: ଚାଳକମାନଙ୍କୁ ସତର୍କ କରାଇବାକୁ ବାଜିବ…
ଜି.ଉଦୟଗିରି, ୧୨।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା କଳିଙ୍ଗା ଘାଟିରେ ଅତ୍ୟଧିକ ଦୁର୍ଘଟଣା ଯୋଗୁ ବହୁ ସଂଖ୍ୟକ ଲୋକେ ପ୍ରାଣ ହରାଇଥିବା ବେଳେ ଦୁର୍ଘଟଣା ଏଡ଼ାଇବା ନିମନ୍ତେ କିଛି ପଦକ୍ଷେପ ନେବା ପାଇଁ ସରକାରଙ୍କ ନିକଟରେ ଅଞ୍ଚଳବାସୀଙ୍କ ତରଫରୁ ବହୁବାର ଦାବି…
ଏଲିଭେଟେଡ୍ କରିଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୯୫୨ କୋଟି ଟଙ୍କା
ଭୁବନେଶ୍ୱର,୧୨।୧: ରାଜଧାନୀର ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଓଡିଶା ସରକାର ବଡ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରାୟ ୯୫୨ କୋଟି ଟଙ୍କା…
ଏଣିକି ସୁବଧାରେ ଯାତ୍ରା କରିବେ ଯାତ୍ରୀ: ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଏହି କାର୍ଡ ବ୍ୟବହାର କରି…
ଭୁବନେଶ୍ୱର,୧୨।୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ…
Archives


