ରାଜ୍ୟ

ବିଧାନସଭାରେ ଉତ୍ତର ରଖିଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ : ‘ଧରିତ୍ରୀ’ ସର୍ବାଧିକ ପ୍ରସାରିତ ଖବରକାଗଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ପ୍ରସାରିତ ଖବରକାଗଜଗୁଡିକ ମଧ୍ୟରୁ ‘ଧରିତ୍ରୀ’ ପ୍ରସାରଣ ସର୍ବାଧିକ। ଚଳିତ ବର୍ଷ ଜାନୁୟାରୀ ୨୪ରେ ପ୍ରକାଶିତ ତଥ୍ୟକୁ ଆଧାର କରି ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି। ଭଣ୍ଡାରିପୋଖରୀ...

ବାଟୋଇଙ୍କ ପାଇଁ ମାନସିଂହଙ୍କ ମାହାଲ ଖଞ୍ଜା

ମହାପ୍ରଭୁଙ୍କ ଉପାସନା ପରମ୍ପରା କେବଳ ଏକ ଉଦାରବାଦୀ ପରମ୍ପରା ନୁହଁ, ମଣିଷ ପଣିଆର ମୂଲ୍ୟବୋଧ ପରମ୍ପରା ମଧ୍ୟ। ଏହାର ରହସ୍ୟ ଭେଦିବା ବଁା ହାତର ଖେଳ ନୁହେଁ, କିନ୍ତୁ ଭେଦି ହେବନି, ସେ କଥା ବି ନୁହେଁ । ଯିଏ...

୬ ରଥ ଗଡୁଥିଲା, ସୁନା ଧ୍ୱଜ କଳସ ଲାଗୁଥିଲା

ପୁରୀ ଅଫିସ,୨୮।୬ : ବଦଳୁଛି ସମୟ। ଆଉ ସମୟ ସହିତ ତାଳଦେଇ କେତେକ ପ୍ରଥା ବା ପରମ୍ପରାରେ ବି ପରିବର୍ତ୍ତନ ହେଉଛି। ଏଥିରୁ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ବି ବାଦ୍‌ ପଡ଼ିନାହିଁ। ପରିବର୍ତ୍ତିତ ସମୟ ସହିତ ତାଳଦେଇ ରଥଯାତ୍ରାରେ ବି...

ଆଜି ୮ ଜିଲାକୁ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ଓଡ଼ିଶାରେ ମୌସୁମୀ ଛୁଇଁଛି। କିନ୍ତୁ ଜୁନ୍‌ ମାସ ଶେଷ ହେବାକୁ ବସିଲାଣି, ରାଜ୍ୟରେ ବର୍ଷାର କୌଣସି ଦେଖାନାହିଁ। ଆସନ୍ତା ୩୦ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୁକ୍ରବାର ଉତ୍ତର...

ଆବାସ ଯୋଜନା ବାଟବନା:ପଲିଥିନ୍‌ ଢପା ଭଂଗା ଘରେ ଗରିବ ପରିବାର

ଖପ୍ରାଖୋଲ, ୨୮ା୬(ଡି.ଏନ.ଏ.): ଗରବ୍‌ ଦୁଖି ପରିବାର ଲାଗି ମୁଡ଼ ଗୁଁଜ୍‌ବାକେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକାଘର, ଇନ୍ଦିରା ଆବାସ, ମୋ କୁଡ଼ିଆ ଲେଖେଁ ଅନେକ ଆବାସ ଯୋଜନା କାଯ୍‌କାରୀ ହେଉଛେ। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ସହାଜପାଣି ପଁଚେତ୍‌...

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଜେଡି ସରକାରର ପଞ୍ଚମ ପାଳିର ପ୍ରଥମ ବଜେଟ ଗୃହରେ ଆଗତ କରିବେ। ଚଳିତ ଆର୍ଥିକ ବର୍ଷ...

ଢେଙ୍କାନାଳରେ ଆରମ୍ଭ ହେବ ଶିକ୍ଷାଭିତ୍ତିକ ପାଇଲଟ ପ୍ରୋଜେକ୍ଟ: ‘ବାଙ୍କା’ରେ ଭିତ୍ତିଭୂମି ପରଖିଲା ଶିକ୍ଷା ବିଭାଗ ଟିମ୍‌

ଢେଙ୍କାନାଳ ଅଫିସ, ୨୮।୬- ଶିକ୍ଷାକ୍ଷେତ୍ରରେ ପଛରେ ପଡ଼ିଛି ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲା। ମାଟ୍ରିକ୍‌ ପରୀକ୍ଷାରେ ଜିଲାର ପ୍ରଦର୍ଶନ ରାଜ୍ୟସ୍ତରରେ ଆଖିଦୃଶିଆ ହୋଇପାରିନାହିଁ। ଶିକ୍ଷା କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାଗୁଡ଼ିକର ତ୍ୱରିତ ସମାଧାନ ହେଉନାହିଁ। ଏହାକୁ ନେଇ ଚିନ୍ତାରେ ପଡ଼ିଥିବା ଶିକ୍ଷା...

ବାଉରୀ ନାଳରେ ପୋଲ ନିର୍ମାଣ ହେଉନି: ବର୍ଷା ହେଲେ ଯାତାୟାତ ଠପ୍‌

ଛେଣ୍ଡିପଦା,୨୮ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା-ପରା ପଥରପୁଞ୍ଜି ଗ୍ରାମ ରାସ୍ତାର ମଧ୍ୟଭାଗରେ ପ୍ରବାହିତ ବାଉରୀ ନାଳ ଉପରେ ଦୀର୍ଘଦିନର ଦାବି ସତ୍ତ୍ୱେ ସ୍ଥାୟୀ ପୋଲ ନିର୍ମାଣ ହେଉନି। ଫଳରେ ବର୍ଷା ଦିନେ ଅଞ୍ଚଳବାସୀ ହଇରାଣ ହେଉଛନ୍ତି। ସେଠାରେ ଥିବା...

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ ବ୍ଲକର କିଛି ଶିକ୍ଷାନୁଷ୍ଠାନକୁ ସୋମବାର ସିଲ୍‌ କରି ଦିଆଯାଇଥିଲା। କିନ୍ତୁ ଚଳିତମାସ ୩୦...

ସରକାରୀ ବସ୍‌ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍‌ଆର୍‌ଟିସି ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡି,୨୮ା୬(ଡି.ଏନ୍‌.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍‌ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଗତିକୃଷ୍ଣ ସାମନ୍ତରାୟ ଓଏସ୍‌ଆରଟିସି ବିଭାଗର ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ...

କାଗଜକଲମରେ ସୀମିତ ବିଜୁ ପକ୍କାଘର: ଇନ୍ଦିରା ଆବାସ ଯୋଜନା ଦିଗହରା

ତେଲକୋଇ, ୨୮।୬(ଡି.ଏନ.ଏ.)- ତେଲକୋଇ ଅଞ୍ଚଳର ଆଦିବାସୀବହୁଳ ଅଞ୍ଚଳରେ ବିଜୁ ପକ୍କାଘର, ଇନ୍ଦିରା ଆବାସ ଯୋଜନା ଦିଗହରା ହୋଇପଡିଛି । ଏହି ଅଞ୍ଚଳରେ ଉକ୍ତ ଯୋଜନା କେବଳ କାଗଜପତ୍ରରେ ସଫଳତା ଲାଭ କରିଥିବା ବେଳେ ଅଧିକାଂଶ ଘର ଅଧାରେ ରହିଛି। ଜିଲା...

ପୃଥ୍ବୀ-୨ର ବ୍ୟବହାରିକ ପରୀକ୍ଷା

ବାଲେଶ୍ୱର ଅଫିସ, ୨୮ା୬- ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଉତ୍‌କ୍ଷେପଣ କେନ୍ଦ୍ରରୁ ଗୁରୁବାର ରାତି ୮ଟା ୩୦ ମିନିଟ୍‌ରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷା କରାଯାଇଛି। ରାତ୍ରକାଳୀନ ଏହି ପରୀକ୍ଷା ସଫଳ ହୋଇଥିବା ବିଭଗୀୟ...

Advertisement


Archives

Model This Week

Why Dharitri