ରାଜ୍ୟ

ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୦ (ଅନିଲ ଦାସ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ ଓ ଗାଁ। ଭୁବନେଶ୍ବରରୁ ଭିଡିଓ କନ୍‌ଫରେନ୍ସ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଓ ଭଦ୍ରକ ଜିଲାରେ…

ନିର୍ବାଚିତ ହୋଇଛନ୍ତି ଜଣେ ମାତ୍ର ବିଧାୟିକା

ବ୍ରହ୍ମପୁର,୧୧।୧୦(ନରସିଂହ ସାହୁ): ଭାରତ ସ୍ବାଧୀନତା ପରେ ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ରାଜ୍ୟରେ ୧୬ ବିଧାନସଭା ନିର୍ବାଚନ ହୋଇଛି। ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ଜଣେ ମାତ୍ର ବିଧାୟିକା ନିର୍ବାଚିତ ହୋଇଛନ୍ତି। ସେ ହେଉଛନ୍ତି ମହୁରୀ ରାଣୀ ରତ୍ନ ମଞ୍ଜରୀ ଦେବୀ। ୧୯୭୭ ନିର୍ବାଚନରେ…

୨୫ ପୌରସଂସ୍ଥାରେ କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’

ଭୁବନେଶ୍ୱର, ୧୧।୧୦(ଅସମାପିକା ସାହୁ): ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦ୍ୱାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ-ମୁକ୍ତା’ ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି।…

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ହତ୍ୟା

ନିଶା କବଳରେ ପ୍ରଭାବିତ ହୋଇ ଜୀବନ ଧାରାକୁ ଭୁଲିଯାଇଥିବା ଲୋକମାନଙ୍କୁ ଠିକ୍‌ ରାସ୍ତାକୁ ଆଣିବା ନିଶା ନିବାରଣ କେନ୍ଦ୍ରର କାମ। ଏଠାରେ ରହୁଥିବା ଅନ୍ତେବାସୀଙ୍କୁ ନିଶା ବର୍ଜନର ମାର୍ଗ ଦେଖାଇ ସେମାନେ କିପରି ଏକ ସୁସ୍ଥ ଜୀବନ ଜିଇଁ ପାରିବେ ସେନେଇ…

୨୬ରୁ ପରବ ମହୋତ୍ସବ

କୋରାପୁଟ, ୧୦।୧୦(ଅମିତାଭ ବେହେରା) ରାଜ୍ୟସ୍ତରୀୟ ଆଦିବାସୀ ସାଂସ୍କୃତିକ ମହୋସତ୍ବ ପରବ ୨୦୨୩ ଚଳିତମାସ ୨୬ ତାରିଖରେ କୋରାପୁଟ ଜିଲାର ବୋରିଗୁମ୍ମାର ଭୈରବ ମନ୍ଦିରରୁ ଶୁଭାରମ୍ଭ ହେବ। ଏଥିସହ ନଭେମ୍ବର ମାସ ୨୫,୨୬ ଓ ୨୭ ତାରିଖ ୩ଦିନ ବ୍ୟାପି କୋରାପୁଟ ସରକାରୀ…

୨୫ଟି ପୌରସଂସ୍ଥାରେ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’

ଭୁବନେଶ୍ୱର,୧୦।୧୦(ଅସମାପିକା ସାହୁ): ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ମୁକ୍ତା’ ଓ ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି।…

ଜଙ୍ଗଲି କନ୍ଦାରୁ ହୋଇପାରିବ ସୁସ୍ବାଦୁ କୁକିଜ,ନମକିନ

କୋରାପୁଟ,୧୦।୧୦(ଅମିତାଭ ବେହେରା) କୋରାପୁଟ ଜିଲାର ଆଦିମ ଅଧିବାସୀମାନେ ବ୍ୟବହାର କରୁଥିବା ଜଙ୍ଗଲି କନ୍ଦାରୁ ଗୁଣାତ୍ମକ ଓ ସୁସ୍ବାଦୁ କୁକିଜ (ବିସ୍କୁଟ) ଓ ନମକିନ ହୋଇପାରିବ। ଏପରି ଗବେଷଣା କରି କହିଛନ୍ତି, କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ଓ ପ୍ରାକୃତିକ ସମ୍ପଦର ସଂରକ୍ଷଣ…

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ: ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା

ଭୁବନେଶ୍ୱର, ୧୦।୧୦(ଅସମାପିକା ସାହୁ): ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ପ୍ରତି ପଞ୍ଚାୟତ, ପ୍ରତି ଗାଁର ସମସ୍ୟାକୁ ଦୃଷ୍ଟି ଦିଆଯିବ।  ଭୁବନେଶ୍ବରରୁ ଆଭାସୀ…

ଉଦ୍‌ଘାଟିତ ହେଲା ରେଲକୋଚ୍‌ ରେଷ୍ଟୁରାଣ୍ଟ

ରାୟଗଡ଼ା,୧୦।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନ ପରିସରରେ ପ୍ରଥମ ଥର ପାଇଁ ରେଲକୋଚ୍‌ ରେଷ୍ଟୁରାଣ୍ଟ ଉଦ୍‌ଘାଟନ ହୋଇଯାଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆଇନମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ରାଜ୍ୟ…

ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ କେନ୍ଦୁଝର ଜିଲା ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫ଶହ ୬୮ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଜିଲାର ୧୩ଟି ବ୍ଲକ୍‌ରୁ…

ପାରଦ ଉପର ମୁହାଁ, ଗ୍ରୀଷ୍ମଭଳି ତାତି

ଭୁବନେଶ୍ୱର,୯।୧୦: ଶରତରେ ଗ୍ରୀଷ୍ମର ତାତି ଭଳି ଅନୁଭୂତ ହେଉଛି। ପାରଦ ଉପର ମୁହାଁ ରହୁଛି। ବର୍ଷା କମି ଯାଇଥିବାରୁ ଆଶ୍ବୀନ ମାସରେ ଟାଇଁ ଟାଇଁ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଛି । ଶରତ ଋତରୁ ଚଳିତ ବର୍ଷର ଗରମ ରେକର୍ଡ…

ନଦୀପାଣିକୁ ରୋଷେଇ, ପିଇବାକୁ ନେଉଛନ୍ତି ଗ୍ରାମବାସୀ

ଭଞ୍ଜନଗର,୯।୧୦(ବାବୁଲା ପ୍ରଧାନ): ଲୋକଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଭଞ୍ଜନଗର ବ୍ଲକ ଗୋହିରିବା ଗ୍ରାମବାସୀ ଦୈନନ୍ଦିନ ଲୋହରାଖଣ୍ଡି ନଦୀରୁ ପାଣି ଆଣି ରୋଷେଇ ଏବଂ ପାନୀୟଜଳ ରୂପେ ବ୍ୟବହାର କରୁଛନ୍ତି। ନଦୀ ତଟବର୍ତ୍ତୀ ଅନେକ ଗ୍ରାମରେ ଏହିଭଳି ସମସ୍ୟା ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri