ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର,୧୦।୧୦: ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର…
ଭାବୁକ କଲା ଚଳଚ୍ଚିତ୍ର ‘ଭାବାନ୍ତର’
ଭୁବନେଶ୍ୱର,୧୦।୧୦(ଶର୍ମିଷ୍ଠା ପାଣିଗ୍ରାହୀ):ନାରୀ ପୁରୁଷ ମଧ୍ୟରେ ଏକ ଭିନ୍ନ ସମ୍ପର୍କର ବାସ୍ନା। ଭଲପାଇବାର ଏକ ଭିନ୍ନ ମୋଡ଼। ଶ୍ରାବଣୀ ନାମ୍ନୀ ଏକ ଝିଅଟିଏ ମିଲନ ପ୍ରେମରେ ପଡ଼ନ୍ତି। ମାତ୍ର ତାଙ୍କର ବିବାହ ହୁଏ ଶ୍ରୀତମ ସହ। ବାହାଘର ପରେ ଶ୍ରାବଣୀ ଶ୍ରୀତମଙ୍କୁ ତାଙ୍କ…
ମୁଖ୍ୟମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ଓଡିଶାକୁ ଏକ ନମ୍ବର କରିଛି: ସୁଶାନ୍ତ
ଭୁବନେଶ୍ୱର, ୧୦।୧୦(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଉତ୍ତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀରେ ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରା ୧୭ଟି ୱାର୍ଡରେ ଶେଷ ହୋଇଛି। ଷଷ୍ଠ ଦିନର ପଦଯାତ୍ରା ସମୟରେ ବିଧାୟକ ମୁଖ୍ୟମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଘରେ…
ଦୀର୍ଘଦିନ ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲାନି କଂଗ୍ରେସ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୦।୧୦(ସୁନିତ୍ ମିଶ୍ର):ଜାତିଗତ ଜନଗଣନା ଆଳରେ ସୋମବାର କଂଗ୍ରେସ ସମାଜକୁ ବିଭାଜିତ କରି ରାଜନୈତିକ ରୁଟି ସେକିବା ପାଇଁ ଚେଷ୍ଟା କରିଛି। ସ୍ବାଧୀନତା ପରଠାରୁ ୟୁପିଏ-୨ ପର୍ଯ୍ୟନ୍ତ କଂଗ୍ରେସ ଜାତିଗତ ଜନଗଣନାକୁ ତୀବ୍ର ବିରୋଧ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟୁଇଟ୍…
ସ୍ବାଭାବିକଠାରୁ ୫ ଡିଗ୍ରୀ ଉପରେ ପାରଦ
ଭୁବନେଶ୍ୱର,୧୦ା୧୦(ଅନିଲ ଦାସ):ଗତ କିଛିଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଖରା ଓ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ଉପରକୁ ଉଠି ଯାଉଛି। ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ତାପମାତ୍ରା ସ୍ବାଭାବିକ ଭାବେ ୩୦ରୁ ୩୨ ଡିଗ୍ରୀ ସେଲସିୟସ ରହିଥାଏ।…
୧୨ରୁ ୬ ଜିଲାରେ ‘ଲକ୍ଷ୍ମୀ’ ବସ୍ ଚଳାଚଳ
ଭୁବନେଶ୍ୱର, ୧୦।୧୦(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସୋମବାର ‘ଲକ୍ଷ୍ମୀ’ ଯୋଜନାର ବସ୍ କର୍ମଚାରୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ବସ୍…
ସ୍କୁଲରେ ପିଲା ଶୁଣିଲେ ହକିର ଜୟଗାଥା
ଭୁବନେଶ୍ୱର, ୧୦ା୧୦(ଅସମାପିକା ସାହୁ):ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ସୋମବାର ଛାତ୍ରୀଛାତ୍ରଙ୍କୁ ହକିର ସଫଳତା ସମ୍ବନ୍ଧରେ ଏକ ପ୍ରେରଣାଦାୟୀ ବକ୍ତବ୍ୟ ଦିଆଯାଇଛି। ପ୍ରାର୍ଥନା ସଭାରେ ସମସ୍ତ ଶିକ୍ଷକଙ୍କ ଉପସ୍ଥିତିରେ ଛାତ୍ରୀଛାତ୍ରଙ୍କୁ ଭାରତୀୟ ହକି ଦଳର ସଫଳତାର କାହାଣୀ କୁହାଯାଇଛି।…
୩ୟ ଶ୍ରେଣୀରୁ ଡ୍ରପ୍ଆଉଟ୍ ସଂଖ୍ୟା ବଢୁଛି
ଯାଜପୁର,୧୦ା୧୦(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାରେ ଛାତ୍ରୀଛାତ୍ରଙ୍କୁ ସ୍କୁଲରେ ରଖିବାରେ ସେତେଟା ସଫଳ ହୋଇ ନ ଥିବା ପ୍ରତୀୟମାନ ହୋଇଛି। ପ୍ରତିବର୍ଷ ୩ୟରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଡ୍ରପ୍ଆଉଟ୍ ସଂଖ୍ୟା ବଢ଼ିବାରେ ଲାଗିଛି। ୟୁନିଫାଏଡ ଡିଷ୍ଟ୍ରିକ୍ଟ ଇନଫରମେଶନ…
ବେଗୁନିଆରେ ଖୋଲିବ ଉପଖଣ୍ଡ ହସ୍ପିଟାଲ
ଭୁବନେଶ୍ୱର, ୯।୧୦(ଅସମାପିକା ସାହୁ): ଖୋର୍ଦ୍ଧା ଜିଲା ବେଗୁନିଆଠାରେ ଉପଖଣ୍ଡ ହସ୍ପିଟାଲ(ଏସ୍ଡିଏଚ୍) ଖୋଲିବ। ୧୦୦ ଶଯ୍ୟା ବିଶିଷ୍ଟ ଏହି ଏସ୍ଡିଏଚ୍ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି। ଏ ନେଇ ସୋବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ
ବ୍ରହ୍ମପୁର,୯।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ଜରଡ଼ା ଥାନା ଅଧୀନ…
ସିକିମରେ ଫସିଛନ୍ତି ୭ ଓଡ଼ିଆ ପର୍ଯ୍ୟଟକ
ଭୁବନେଶ୍ୱର,୯।୧୦: ସିକିମ ବନ୍ୟାରେ ଫସିରହିଥିବା ପର୍ଯ୍ୟଟକଙ୍କ ସିକିିମ ସରକାର ଲିଷ୍ଟ ଜାରି କରିଛନ୍ତି। ସେଥିମଧ୍ୟରୁ ଓଡ଼ିଶାରୁ ୭ ଜଣ ପର୍ଯ୍ୟଟକ ଫସି ରହିଛନ୍ତି । ସୂଚନା ଜାରି କରାଯାଇଥିବା ଲିଷ୍ଟରେ ୮୨୧ରୁ ୮୨୭ ପର୍ଯ୍ୟନ୍ତ ଓଡ଼ିଶା ପର୍ଯ୍ୟଟକ ରହିଛନ୍ତି। ତେବେ ଓଡ଼ିଆ…
ଅକ୍ଟୋବର ୩୧ ଯାଏ ବସ ଧର୍ମଘଟ ସ୍ଥଗିତ
ଭୁବନେଶ୍ୱର,୯।୧୦: ରାଜ୍ୟବ୍ୟାପୀ ବସ ଧର୍ମଘଟ ଆସନ୍ତା ୧୦ ତାରିଖରେ ଦିଆଯାଇଥାନ୍ତା। ତେବେ ଏହି ଧର୍ମଘଟ ସ୍ଥଗିତ ରଖିବା ପାଇଁ ରାଜ୍ୟ ଘରୋଇ ବସ ମାଲିକ ସଂଘନିଷ୍ପତ୍ତି ନେଇଛି। ଅକ୍ଟୋବର ୩୧ ଯାଏ ଧର୍ମଘଟ ସ୍ଥଗିତ ରଖିବାକୁ ସ୍ଥିର ହୋଇଛି। ରାଜ୍ୟ ଘରୋଇ…
Archives


