ରାଜ୍ୟ

ଓଡ଼ିଶାରେ ନିର୍ବାଚନ ଲଢିବ ଏଏପି, ପ୍ରାର୍ଥୀ ଫାଇନାଲ!

ଭୁବନେଶ୍ୱର,୬।୪: ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଥିବା ଆଗାମୀ ବିଧାନସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇବ ଆମ ଆଦମୀ ପାର୍ଟି (ଏଏପି)। ପାର୍ଟିର ଓଡିଶା ମୁଖ୍ୟ ନିଶିକାନ୍ତ ମହାପାତ୍ର ଏକ ଖବରଦାତା ସମ୍ମିଳନୀ କରି ଏହା ଘୋଷଣା କରିଛନ୍ତି। ନିଶିକାନ୍ତ କହିଛନ୍ତି, ଦେଶର ରାଜନୀତିରେ…

ବିଜେଡିର ଛିଡୁନି ବାଲେଶ୍ୱର ଅଙ୍କ: ପ୍ରତାପଙ୍କ ବିରୋଧରେ କାହାକୁ ଓହ୍ଲାଇବ ଦଳ

ଭୁବନେଶ୍ୱର,୬।୪: ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର ଲୋକ ସଭା ଆସନ ସମେତ ୩୯ ବିଧାନସଭା ଆସନର ଘୋଷଣା ବାକି ରହିଛି। ଘୋଷଣା…

ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଲେ ସୁର

ଭୁବନେଶ୍ୱର,୬।୪: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ସୁରେଶ ରାଉତରାୟଙ୍କ ପ୍ରଚାର ଆରମ୍ଭ କରିଛନ୍ତି। ଆଜି ସକାଳୁ ସକାଳୁ ଭୁବନେଶ୍ୱର ବୁଦ୍ଧ ପାର୍କରେ ପହଞ୍ଚି ସୁର ରାଉତରାୟ ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ସମୟରେ ପୁଅ ମନ୍ମଥ,…

୨୪ ଘଣ୍ଟା ଯାଏ ରହିବ ହିଟ୍‌ୱେଭ: ଏହି ସବୁ ଜିଲାକୁ ସତର୍କତା ଜାରି

ଭୁବନେଶ୍ୱର,୬।୪: ଆସନ୍ତା ୨୪ ଘଣ୍ଟା ଯାଏ କିଛି ସ୍ଥାନରେ ହିଟ୍‌ୱେଭ ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ତେବେ କଟକ, ଭଦ୍ରକ, ନୟାଗଡ଼, ମୟୂରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀରକୁ…

ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ

ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍‌ଟିପିସି କନ୍‌ଭର ଲାଇନ୍‌ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ମାଓବାଦୀ

ମାଲକାନଗିରି,୬।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସିମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏପରିକି ପୋଲିସ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିବା ବିଜାପୁର ଏସ୍‌ପି ସୂଚନା…

ବାଇକ୍‌କୁ ପିଟିଲା ଟିପ୍ପର: ଚାଲିଗଲା ବାପ-ପୁଅଙ୍କ ଜୀବନ

ଯାଜପୁର,୬।୪: ଯାଜପୁର ଜିଲା ସଦର ଥାନା ଅଧୀନ ବରୁହାଁ ଛକ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶିମିଳିଆ ପଞ୍ଚାୟତ ଷଠିଆଟଗିରି ଗ୍ରାମର ସଇନ୍ଦା ଜେନା ଏବଂ ତାଙ୍କ ପୁଅ ମୁନା…

ପିକ୍‌ଅପ୍‌ ଭ୍ୟାନ ଓଲଟିଲା: ୨ମୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ୫୯ ନମ୍ବର ଜାତୀୟ ରାଜପଥରେ ଓଲଟି ପଡିଛି। ଫଳରେ ୨ଜଣ ଦଣ୍ଡୁଆଙ୍କ…

ରାଜଧାନୀ ଭୁବନେଶ୍ୱର କାହିଁକି ଉତ୍ତପ୍ତ, କ’ଣ ଏହାର କାରଣ…

ଭୁବନେଶ୍ୱର,୬।୪: ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଭୁବନେଶ୍ୱର କାହିଁକି ଅଧିକ ଉତ୍ତପ୍ତ ହେଲା, ସମସ୍ତଙ୍କ ମନରେ…

ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ ଦିନ ୧୨.୫୭ ମିନିଟ୍‌ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ…

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ

ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ୨୦ ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ଏଥିପାଇଁ ସମୁଦାୟ ୮,୬୧୧ ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତ ହୋଇଛନ୍ତି। ୩,୧୪୮ଜଣ ଅନ୍‌ଲାଇନ୍‌ରେ ଓ ୫,୪୬୩ଜଣ…

ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା ସମୟରେ ଟଙ୍କା ଆଦାୟ କରାଯାଇଛି। ଏହି ସମୟର ଏକ ଭିଡିଓ ଏବେ ଭାଇରାଲ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?