ନିର୍ଦ୍ଦିଷ୍ଟ ଭେଣ୍ଡରଙ୍କ ପ୍ରତି ଅନୁକମ୍ପା
ନୟାଗଡ଼ ଅଫିସ,୧୨।୧୦(ଲୋକନାଥ ମିଶ୍ର)ମହାତ୍ମ।ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମଜିଏନ୍ଆରଇଜିଏସ୍)ରେ କେତେଜଣ ନିର୍ଦ୍ଦିଷ୍ଟ ଭେଣ୍ଡରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇ କଞ୍ଚାମାଲ ଯୋଗାଣ କରିବାକୁ ଅନୁମତି ଦିଆଯାଉ ଥିବା ଅଭିଯୋଗ ହୋଇଆସୁଛି। ଭେଣ୍ଡରଙ୍କୁୁ ଆୟୁଧ କରି ଏମଜିଏନ୍ଆରଇଜିଏସରେ ଦୁର୍ନୀତି କରାଯାଉଥିବାରୁ…
ପଞ୍ଜୀକରଣ ନମ୍ବର ପ୍ଲେଟ ବିନା ହିତାଧିକାରୀଙ୍କୁ ସ୍କୁଟି
ରାୟଗଡ଼ା,୧୨।୧୦ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସ୍କୁଟର ଯୋଜନାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍କୁଟି ବଣ୍ଟନ କରାଯାଇଛି । ତେବେ ଯୋଜନାରେ ଆରମ୍ଭରୁ ଠକେଇ ହୋଇଥିବା ଦେଖିବାକୁ ମିଳିଛି । ଜିଲା ସଦର ମହକୁମାରେ ବଣ୍ଟନ ହୋଇଥିବା ସ୍କୁଟି…
ଢିପ ଜମି ଫାଟିଲାଣି, ଚାଷୀଙ୍କୁ ମିଳୁନି ପାଣିପମ୍ପ୍
କେନ୍ଦ୍ରାପଡ଼ା, ୧୨ା୧୦(ଜଗନ୍ନାଥ ଧଳ)ଚଳିତବର୍ଷ କେନ୍ଦ୍ରାପଡ଼ାରେ ବର୍ଷା ପରିମାଣ କମ୍ ରହିଛି। ଜିଲାର ପ୍ରାୟ ୩୧ ହଜାର ହେକ୍ଟର ଜମି ଢିପ ହୋଇଥିବାରୁ ମରୁଡ଼ି ଅବସ୍ଥାକୁ ଆସିଛି। ଏହି ସମୟରେ ପାଣିର ଆବଶ୍ୟକତା ଅଛି। ଚାଷୀଙ୍କୁ ସବ୍ସିଡିରେ ପାଣିପମ୍ପ୍ ଯୋଗାଇ ଦେବାକୁ ରାଜ୍ୟ…
କରିଡର ନଷ୍ଟ ଦ୍ୱାରା ପ୍ରଭାବିତ ହେଉଛନ୍ତି ହାତୀ
କଟକ,୧୨ା୧୦ (କାର୍ତ୍ତିକ ସାହୁ)ରାଜ୍ୟରେ ହାତୀ ସୁରକ୍ଷା ଦିଗରେ ହାଇକୋର୍ଟ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ହାତୀ ମୃତ୍ୟୁ ଓ ସେମାନଙ୍କ ସୁରକ୍ଷା ଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏକ ବୈଠକ ବୁଧବାର…
ଆଜି ଲକ୍ଷ୍ମୀ ବସ୍ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ମାଲକାନଗିରି,୧୨ା୧୦(ଦୁର୍ଯ୍ୟୋଧନ ପାତ୍ର)ଲକ୍ଷ୍ମୀ ବସ୍ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମାଲକାନଗିରି ଜିଲାରୁ ଶୁଭାରମ୍ଭ କରିବେ। ଏହାକୁ ନେଇ ଜିଲାରେ ବ୍ୟାପକ ପ୍ରସ୍ତୁତି ଦେଖିବାକୁ ମିଳିଛି। ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ଦେଖିବାକୁ ମିଳିଛି।…
ଓଡ଼ିଶା ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ତୃତୀୟ
ଭୁବନେଶ୍ୱର, ୧୨।୧୦(ଅସମାପିକା ସାହୁ)କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ କାରିଗରି କୌଶଳ ମନ୍ତ୍ରଣାଳୟ ତତ୍ତ୍ବାବଧାନରେ ନ୍ୟାଶନାଲ ଇନୋଭେଶନ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଜାତୀୟସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା’ରେ ଓଡ଼ିଶାର ୫ଟି ପ୍ରକଳ୍ପ ପୁରସ୍କୃତ ହୋଇଛି। ଏଥିସହିତ ଗୋଟିଏ ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ…
‘କେଟିବି- ଭାରତ ହୈ ହମ୍’ର ଟ୍ରେଲର ରିଲିଜ୍
ଭୁବନେଶ୍ୱର,୧୨।୧୦(ଅନୁରାଧା ମହାରଣା)କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଏକ ଆନିମେଟେଡ୍ ସିରିଜ୍ କ୍ରିସ୍, ତ୍ରିସ୍ ଆଣ୍ଡ ବାଲ୍ଟିବୟ (କେଟିବି) – ଭାରତ ହୈ ହମ୍ର ଟ୍ରେଲର୍ ଲଞ୍ଚ କରିଛନ୍ତି। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, କେନ୍ଦ୍ରୀୟ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଏବଂ ଗ୍ରାଫିଟି…
ଗେ’ ଚାଟ୍ ଆପ୍ରେ ଫସାଇ ଲୁଟୁଥିଲେ
ଭୁବନେଶ୍ୱର,୧୨।୧୦ (ସୂର୍ଯ୍ୟକାନ୍ତ ବେହେରା) : ଗ୍ରୀଣ୍ଡର ଗେ’ ଚାଟ୍ ଆପ୍ରେ ଯୁବକଙ୍କ ସହ ଚାଟିଂ କରୁଥିଲେ। ସମ୍ପର୍କ ବଢ଼ାଇ ବିଶ୍ୱାସ ଜନ୍ମାଇବା ପରେ ମଉଜମସ୍ତି ପାଇଁ ଭୁବନେଶ୍ୱର ଗ୍ୟାରେଜ ଛକକୁ ଡାକୁଥିଲେ। ଏହାପରେ ଯୁବକମାନଙ୍କୁ ଏକ ନିର୍ଦ୍ଦିଷ୍ଟ ଘରକୁ ଡାକି ନେଇ…
ଆର୍ବିଆଇ ଆଗରେ ନୋଟ୍ ଫିଙ୍ଗି ପ୍ରତିବାଦ
ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍ ରାଉତ)ଚିରାଫଟା ନୋଟ୍ ବଦଳାଇବାକୁ ଲୋକେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଥିବା କାଉଣ୍ଟର ବନ୍ଦ ହୋଇଯାଇଥିବାବେଳେ ବିଭିନ୍ନ ବ୍ୟାଙ୍କ୍ ମନା କରୁଛି। ଫଳରେ ଟଙ୍କା ବଦଳାଇବାକୁ ଆସିଥିବା କେତେଜଣ…
ଆପେକ୍ସ କମିଟି ବୈଠକ
ଭୁବନେଶ୍ୱର,୧୨ା୧୦(ଅନିଲ ଦାସ)ଆସନ୍ତା ନଭେମ୍ବର ୧୦ ଓ ୧୧ ତାରିଖରେ ଓଡ଼ିଶା ମିଲେଟ୍ ମିଶନ ଉପରେ ଅନ୍ତର୍ଜାତୀୟ କନ୍ଭେନଶନ ଆୟୋଜନ କରିବାକୁ ଯାଉଛି। ଆସନ୍ତା ଶତାବ୍ଦୀ ପାଇଁ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ର ସକାଶେ ଓଡ଼ିଶା ରୋଡ୍ମ୍ୟାପ ବିକାଶ କରିବ ।…
ବିଲେଇ ପାଇଁ ଜୀବନ ଗଲା
ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍ ରାଉତ)ରାଜଧାନୀରେ ଏକ ପରିତ୍ୟକ୍ତ କୂଅରୁ ବିଲେଇ ଉଦ୍ଧାର କରିବାକୁ ଯାଇ ଜଣେ ଆଇସ୍କ୍ରିମ୍ ବେପାରୀଙ୍କ ଜୀବନ ଯାଇଛି। ପଟିଆ ରେଳ ଷ୍ଟେଶନ ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ପ୍ରାୟ ୬୦ ଫୁଟ ଗଭୀର ଏକ ପରିତ୍ୟକ୍ତ କୂଅରେ…
ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ: ସ୍କୁଟର ପାଇଲେ ୧୫ ହଜାର ସଦସ୍ୟା
ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଲୋକସେବା ଭବନ କନ୍ଭେନଶନ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ କହିଛନ୍ତି ଯେ, ମହିଳା ସଶକ୍ତୀକରଣ କ୍ଷେତ୍ରରେ…
Archives


