ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ
ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ ମହଲଠାରୁ…
ବାପାଙ୍କ ଆଖି ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲେ ମା’
ଆଳି,୫ା୪(ବନମାଳୀ ସେନାପତି): ସ୍ବାମୀଙ୍କ ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ଖରସ୍ରୋତା ନଦୀକୁ ଶୁକ୍ରବାର ଡେଇଁଛନ୍ତି ଜଣେ ମା’। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ। ଆଳି ଓ ରାଜକନିକାକୁ ସଂଯୋଗ କରୁଥିବା ଗଡ଼ଗଡି…
ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର, ୪୩ ଡିଗ୍ରୀ ଟପିଲା ତାପମାତ୍ରା
ଭୁବନେଶ୍ୱର,୫ା୪: ଏପ୍ରିଲ ଆରମ୍ଭରୁ ସାରା ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବା ବେଳେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା ୪୩ ଡିଗ୍ରୀ ଟପିଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ…
ଏଣିକି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ
ଭୁବନେଶ୍ୱର,୫ା୪(ଅସମାପିକା ସାହୁ): ଏପ୍ରିଲ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବାରୁ ଅଂଶୁଘାତକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନେ ଏପ୍ରିଲରୁ ଜୁନ୍ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ…
ଫିଲ୍ମ ଷ୍ଟାଇଲ୍ରେ ଗଞ୍ଜେଇ ଚୋରାଚାଲାଣ
କୋରାପୁଟ,୫ା୪(ଅମିତାଭ ବେହେରା): ଫିଲ୍ମ ଷ୍ଟାଇଲ୍ରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଛି ପୋଲିସ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପାଡୁଆ ବାଞ୍ଜଲାପୁଟରେ। ଛତିଶଗଡ଼ ଅଞ୍ଚଳ ବସ୍ତର ଜିଲାର ମଣିକାନ୍ତା ନାମକ ଜଣେ ଯୁବକ ନିଜ ଦେହରେ ୭…
ସାଢ଼େ ୧୧ରେ ଜଳିଲା ଭୁବନେଶ୍ବର, ସାରା ରାଜ୍ୟରେ ପ୍ରବଳ ଖରା
ଭୁବନେଶ୍ୱର,୫।୪: ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଭୁବନେଶ୍ୱର ବ୍ୟତୀତ ଦିନ ୧୧ ଟା ୩୦…
ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ
ଭୁବନେଶ୍ୱର,୫।୪: ଭାଜପାରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ଶୁକ୍ରବାର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସେ ଭାଜପାରେ ସାମିଲହୋଇଛନ୍ତି। ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର। ତେଣୁ ସେ ବିଜେଡି…
ହାତ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ
ଭୁବନେଶ୍ୱର,୫।୪: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା। ପିସିସି ଉପସଭାପତି ବିଶ୍ୱ ଭୂଷଣ ଦାସ ଶୁକ୍ରବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ବିଶ୍ୱ ଭୂଷଣ କେଉଁ…
Video: ନିର୍ବାଚନ ପୂର୍ବରୁ ନୂଆ ରୂପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଲୋକଙ୍କୁ କଲ୍ କରି ବିଭିନ୍ନ କାର୍ଯ୍ୟର କରୁଛନ୍ତି ସମୀକ୍ଷା
ଭୁବନେଶ୍ୱର, ୫।୪: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ନୂଆ ରୂପରେ ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ସିଧାସଳଖ କଲ୍ କରି ବିଭିନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବାର ପ୍ରାୟ ଏକ ବର୍ଷ ପୂର୍ବରୁ…
୨ ନୂଆ ଏସ୍ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ
ଭୁବନେଶ୍ୱର,୫।୪: ଦୁଇ ଏସ୍ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି। କଟକର ନୂଆ ଡିସିପି…
ଗହୀରମଥାରେ ଅଲିଭ୍ରିଡ୍ଲେଙ୍କ ଗଣ ଅଣ୍ଡାଦାନ
ରାଜନଗର, ୫।୪(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ଅନ୍ତୁଡ଼ିଶାଳରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ପ୍ରଥମ ଦିନରେ ପ୍ରାୟ ୮୦ ହଜାର କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବା ବନ ବିଭାଗ…
ଜୟଦେବ ଆସନ ଝୁଲାଇ ରଖିଛି ବିଜେଡି
ଭୁବନେଶ୍ୱର, ୫।୪(ସୁନିତ୍ ମିଶ୍ର):ଭୁବନେଶ୍ୱର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଏହାର ପ୍ରାର୍ଥୀ ଘୋଷଣା କରିଥିବାବେଳେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଛନ୍ତି। ୨୦୧୯ରେ ଏଠାରୁ ବିଜେଡି ଟିକେଟରେ ଜିତି ବିଧାୟକ ହୋଇଥିବା ଅରବିନ୍ଦ ଢାଲି ଏବେ…

