ରାଜ୍ୟ

‘ଯୁବପିଢ଼ିଙ୍କ ହାତରେ ନୂତନ ଭାରତ’

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଦେଶ ସ୍ବାଧୀନ ହେବା ସମୟରେ ଯେତିକି ଲୋକ ଥିଲେ, ବର୍ତ୍ତମାନ ତା’ର ବହୁ ଗୁଣା ଅଧିକ ଅଛନ୍ତି। ଏମାନଙ୍କ ମଧ୍ୟରେ ୬୦ପ୍ରତିଶତ ଲୋକ ୩୫ବର୍ଷରୁ କମ୍‌ ବୟସର ଅଛନ୍ତି। ତେଣୁ ନୂତନ ଭାରତ କିପରି ହେବାର ଆବଶ୍ୟକ ରହିଛି, ତାହା...

ଚତୁର୍ଦ୍ଦଶ ତୋଷାଳି ମେଳା:ଥିମ୍‌ ପାଭିଲିୟନ୍‌ରେ ‘କଳିଙ୍ଗ ତନ୍ତୁକୃତି’

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଟସର କୋଷାର ମୋଦଲ, ଡାବା, ବୁଗେ, ଫୁକି, ମଲ୍‌ବେରୀ, ଏରି ସୂତା ଓ ଟସର ଡେମ୍ଫର ସୂତା। କୁଟୀର ସୂତା, ରିଲ୍‌ ସୂତା, ଘିଚା ସୂତା ଓ ମଲ୍‌ବେରୀରେ ତିଆରି କାନଫୁଲ ଓ ହାର। ମଲ୍‌ବେରୀ ଖୋଳରେ ଖଞ୍ଜା ଯାଇଛି...

କମ୍ପ୍ୟୁଟର ଲାବ୍‌ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍‌ଘାଟନ ସଭା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଶିକ୍ଷାବିତ୍‌ ଭାଗବତ ବେହେରା ସଭାପତିତ୍ୱ କରିଥିବା ବେଳେ...

ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ଆଗମନ

ରାଜନଗର,୧୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଏବଂ ଏହାର ଚାରିପାଖରେ ଥିବା ଆର୍ଦ୍ରଭୂମିରେ ବିଦେଶାଗତ ପକ୍ଷୀମାନେ ପାଦ ଥାପିଛନ୍ତି। ଅତିଥି ପକ୍ଷୀମାନଙ୍କ ଆଗମନ ଓ ସେମାନଙ୍କ କଳରବରେ ଭିତରକନିକା ମୁଖରିତ ହୋଇଉଠିଛି ା ଯୋଜନ...

ଅନ୍‌ଲାଇନ ପଞ୍ଜୀକରଣର ୪୮ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଶକ୍ତିମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରୁ ବଞ୍ଚିତ ହେବେ ନାହିଁ, ସେହି...

ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ବିଜେଡି ଓ ଭାଜପା ମଧ୍ୟ ଭିତିରି ବୁଝାମଣା ରହିଥିବା ନେଇ କଂଗ୍ରେସ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିବାବେଳେ ଏକଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଖଣ୍ଡନ କରିଛନ୍ତି। କିନ୍ତୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଭିତିରି କଥାର...

ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା:ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ

କଟକ ଅଫିସ,୧୮।୧୨:ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ...

ସରକାରୀ କଲେଜ ଅଧ୍ୟାପକ ନିଯୁକ୍ତି:କୋହଳ ହେଲା ଆବେଦନ ବୟସ ସୀମା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ସରକାରୀ କଲେଜ ଅଧ୍ୟାପକ ପଦବୀ ପୂରଣ ପାଇଁ ବୟସସୀମା ବୃଦ୍ଧି କରାଯାଇଛି। ଏଣିକି ୩୩ ବର୍ଷ ପରିବର୍ତ୍ତେ ୪୮ ବର୍ଷ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାକିରି ପାଇଁ ଆବେଦନ କରିପାରିବେ। ୧୯୯୦ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଚୟନ ନିୟମ ଓ...

କୋଣାର୍କ ମରାମତି ମାମଲା: ଏଏସ୍‌ଆଇକୁ ହାଇକୋର୍ଟଙ୍କ ପ୍ରଶ୍ନ,୧ ବର୍ଷରେ ପାରିଲନି, ୭ ଦିନରେ କେମିତି କରିବ

କଟକ ଅଫିସ,୧୮।୧୨:୨୦୧୮ ଡିସେମ୍ବରରୁ ୨୦୧୯ ଡିସେମ୍ବର ହେଲା। ଇତିମଧ୍ୟରେ ୧ବର୍ଷ ବିତିବାକୁ ବସିଛି। କିନ୍ତୁ ମରାମତି ଆରମ୍ଭ ହୋଇପାରିଲାନି। ଏବେ ୭ଦିନରେ କିଭଳି ଟେଣ୍ଡର ଡାକି ସବୁ କାମ ଆରମ୍ଭ କରିବ ବୋଲି ପ୍ରତିଶ୍ରୁତି ଦେଉଛ। କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି...

ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଓଡ଼ିଶା ପ୍ରତିଭା ପୂଜା ସଂସଦ ପକ୍ଷରୁ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକଭାବେ ସମ୍ମାନିତ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ନିଦ୍ଦେର୍ଶକଙ୍କ କାର୍ଯ୍ୟାଳୟରେ...

ମେସର୍ସ ରିଲାଏନ୍ସକୁ ୨.୧୫ କୋଟି ଷ୍ଟାମ୍ପ ଡ୍ୟୁଟି ଛାଡ଼ିଲେ ସରକାର

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ରାଜ୍ୟ ସରକାର ମେସର୍ସ ରିଲାଏନ୍ସ (ଓଡିଶା ପଲି ଫାଇବର୍ସ ଲିମିଟେଡ) ଇଣ୍ଡଷ୍ଟ୍ରିଜ କମ୍ପାନୀକୁ ୨ କୋଟି ୧୫ ଲକ୍ଷ୬୪ ହଜାର ୬୪୮ ଟଙ୍କାର ଷ୍ଟାମ୍ପ ଡ୍ୟୁଟି ଛାଡ କରିଛନ୍ତି। ଶିଳ୍ପ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ମଙ୍ଗଳବାର ରାଜ୍ୟ...

ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ବିମାନଯୋଗେ ନୂଆଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ୫ ଦିନିଆ ବୋଲି ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚି ନିଜସ୍ବ ବାସଭବନକୁ ଯିବେ। ସେହିଦିନ ତାଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁଁ ବୋଲି...

Advertisement
Archives

Model This Week

Why Dharitri