ରାଜ୍ୟ

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା ଯୁକ୍ତ ପ୍ରତିପଦା ତିଥିରେ ପରମ୍ପରାନୁସାରେ ବାଲୁଙ୍କେରଶ୍ୱର ବାବାଙ୍କ ପୀଠରେ ସୋମବାର ସକାଳେ ସ୍ବତନ୍ତ୍ର…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ ବଢ଼ିଯାଇଛି । କାର୍ଯ୍ୟାଳୟରେ ପ୍ରତି ସପ୍ତାହର ବୁଧବାର ଓ ଗୁରୁବାର ୨ ଦିନ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା ୪ଜଣଙ୍କ ଉପରେ ମାଡି ଯାଇଥିଲା। ଏପରିକି କାର୍‌ଟି ଭାରସାମ୍ୟ ହରାଇ ଏକ ଅଟୋ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଭବାନୀପାଟଣା ସଦର…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ପ୍ରାୟ ୨୦୦ ଜନସଂଖ୍ୟା ଓ ୪୫ ପରିବାର ବିଶିଷ୍ଟ ଏହି ଆଦିବାସୀ ବହୁଳ…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ ଆକ୍ରମଣ ଘଟଣାରେ ଫର୍ଦ୍ଧାଫାଶ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ସାଢେ ୬…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ ବନ୍ଧୁଙ୍କୁ ହତ୍ୟା କରିଥିବା ଅଭିଯୋଗ ନୀଳଗିରି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାର…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ ହେବାକୁ ଯାଇଥିବା ସମୟରେ ସାନ ଭଉଣୀକୁ ଅଭିଯୁକ୍ତମାନେ ନେଇ ଗଣବଳାତ୍କାର ହୋଇଥିବା…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ବାଇକ୍ ଚାଳକ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର କୁମ୍ଭୀରକୁ ଉଦ୍ଧାର କରିଛି । ବ୍ରାହ୍ମଣୀ ନଦୀକୁ ସଂଯୋଗ ଥିବା ଏହି ନାଳକୁ…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସି । ଅଟକ ଯୁବକମାନେ ପାଟଣାଗଡ଼ ଥାନା…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଭୋରରୁ ହିଁ ମନ୍ଦିର ପରିସର ଓ ମୁଖ୍ୟ ରାସ୍ତାରେ ଭକ୍ତମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?