ରାମଗଡ଼କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି
ଜେନାପୁର,୪ା୧୦(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ନିକଟସ୍ଥ ପାହାଡ଼ରେ ଥିବା ରାମଗଡ଼ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ତେଣୁ ଏହାର ପୁନରୁଦ୍ଧାର କରିବା ସହ ଏହାକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଜେନାପୁର ଗୋପବନ୍ଧୁ ପ୍ରେସ୍ କ୍ଲବର ସଦସ୍ୟ…
ପାର୍ବଣ ପାଇଁ ବାଦ୍ୟଯନ୍ତ୍ର ନିର୍ମାଣକାରୀ ଉତ୍ସାହିତ
କେନ୍ଦ୍ରାପଡା, ୪ା୧୦ (ଜଗନ୍ନାଥ ଧଳ)ଶ୍ରୀଗଣେଶ ପୂଜାଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହା ମଧ୍ୟରେ ଶ୍ରୀଜୀଉଙ୍କ ଭସାଣି ଉତ୍ସବ ସରିଥିବା ବେଳେ ମା’ ଖୁଦୁରୁକୁଣୀଙ୍କୁ ବିଦାୟ ଦିଆଯାଇଛି। ସେହିପରି ମା’ ଦୁର୍ଗାଙ୍କର ପୂଜା ଉତ୍ସବ ଆଗକୁ ଆସୁଛି। ଏହା ପରେ ଆସନ୍ତା…
ମୂଳ ଖାତାକୁ ଫେରିଲା ୫. ୭୮ ଡିସିମିଲ ବିକ୍ରି ଜମି
ରାଜନଗର, ୪ା୧୦(ଭାସ୍କର ରାଉତରାୟ)ମୃତ ବ୍ୟକ୍ତିଙ୍କୁ ଜୀବତ ଦର୍ଶାଇ ଭୂତ ବିକିଥିବା ଜମି ଘଟଣାର ରହସ୍ୟ ଉପରୁ ପରଦା ହଟିଛି। କେନ୍ଦ୍ରାପଡ଼ା ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, କେନ୍ଦ୍ରାପଡ଼ା ଏସ୍ପିଙ୍କ ଜମି ମାଲିକ ମୃତ ଉପେନ୍ଦ୍ର ଖିଲାରଙ୍କ ଝିଅ ମଞ୍ଜୁଲତା ଖିଲାର ଦ୍ୱାରସ୍ଥ…
ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପ୍ରହସନ
ନୂଆଗାଁ,୪।୧୦(ଧନେଶ୍ୱର ସାହୁ)ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନକୁ ସାକାର କରିବା ଉଦ୍ଦେଶ୍ୟରେ ସ୍ବଚ୍ଛ ଭାରତ ଗଠନ କରିବାର ସଂକଳ୍ପ ନେଇଛନ୍ତି ସରକାର । ସେଥିପାଇଁ ଅନେକ ଯୋଜନା ପ୍ରସ୍ତୁତ କରିବା ସହ କର୍ମଚାରୀ ନିୟୋଜିତ କରି ଲକ୍ଷାଧିକ ଟଙ୍କା ଅନୁଦାନ ଦେଉଛନ୍ତି…
ଅବସର ନେଲେ ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର
କଟକ,୪ା୧୦ (କାର୍ତ୍ତିକ ସାହୁ)ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ବୁଧବାରଠାରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ। ଭାରତ ସରକାରଙ୍କ ଆଇନ ଓ ନ୍ୟାୟ…
‘କର୍କଟ ରୋଗୀଙ୍କୁ ବାହାରକୁ ଯିବାକୁ ପଡ଼ିବ ନାହିଁ’
ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜଟଣୀ ନାଇଜର କ୍ୟାମ୍ପସରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉକ୍ତ ହସ୍ପିଟାଲରେ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା ସହ ଗବେଷଣା…
ବଢ଼ିଲା ଯାଜପୁର ଜିଲା ହସ୍ପିଟାଲ ଶଯ୍ୟାସଂଖ୍ୟା
ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜନସାଧାରଣଙ୍କୁ ସୁଲଭ ଓ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ବୃଦ୍ଧି କରିଛନ୍ତି। ୩୩୦ରୁ ୪୨୦କୁ ଶଯ୍ୟା ସଂଖ୍ୟା ବଢ଼ାଯାଇଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର…
୭ ବର୍ଷରେ ମଲେଣି ୫୫ ବାଘ
ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ରାଜ୍ୟରେ ୨୦୧୫-୧୬ଠାରୁ ୨୦୨୩ ସେପ୍ଟେମ୍ବର ୨୫ ତାରିଖ ମଧ୍ୟରେ ୬୯୮ ହାତୀଙ୍କ ମୃତ୍ୟୁ ଘଟିଛି। ସେହିପରି ୪୮ କଲରାପତରିଆ ବାଘ ଓ ୭ଟି ମହାବଳ ବାଘଙ୍କ ମୃତ୍ୟୁ ହୋଇଥିବା ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ…
କିଛି ଲୋକ ସାମ୍ବାଦିକତାକୁ ସମ୍ପତ୍ତି କରିବାକୁ ଚେଷ୍ଟା କରୁଛନ୍ତି: ଅନୁରାଗ
ଭୁବନେଶ୍ୱର,୪।୧୦(ଶର୍ମିଷ୍ଠା ପାଣିଗ୍ରାହୀ)ଗାନ୍ଧିଜୀ ସାମ୍ବାଦିକତାକୁ ସେବାର ମାଧ୍ୟମ ମାନୁଥିଲେ। ଏବେ କିଛି ଲୋକ ଏହାକୁ ସମ୍ପତ୍ତି କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ସେମାନଙ୍କୁ ଗାନ୍ଧୀଙ୍କ କଥା ମନେପକାଇଦେବାକୁ ଚାହୁଁଛି। ସୋସିଆଲ ମିଡିଆରେ ମିଛ ଖବର ପ୍ରସାରଣ ସମାଜରେ ବହୁତ କ୍ଷତି ପହଞ୍ଚାଇଥାଏ ବୋଲି…
ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓଥେରାପିଷ୍ଟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୪।୧୦(ସୁନିତ୍ ମିଶ୍ର)କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାଟିକାନ୍ ସିଟି ଗସ୍ତ କରିଥିବା ସମୟରେ ତାଙ୍କ ସାଙ୍ଗରେ ଯାଇଥିବା ଶ୍ରଦ୍ଧା କିଏ ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ଏହାସହ ତାଙ୍କୁ ସରକାରୀ ବଙ୍ଗଳା ମିଳିଥିବା ସହ ଶ୍ରଦ୍ଧାଙ୍କ ଭାଟିକାନ୍ ସିଟି…
ସରିଲା ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର,୪ା୧୦(ଅନିଲ ଦାସ)ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ମଙ୍ଗଳବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଧାର୍ଯ୍ୟ ହୋଇଥିଲା। ତେବେ ଦିନକ ପୂର୍ବରୁ ଏହି ଅଧିବେଶନ ପରିସମାପ୍ତି ହୋଇଛି ।…
ଅଯୋଗ୍ୟ ଶିକ୍ଷାନୁଷ୍ଠାନକୁ ପିଏମ୍ଏସ୍ ଅନୁକମ୍ପା
ଭୁବନେଶ୍ୱର,୪।୧୦(ଅନିଲ ଦାସ)ରାଜ୍ୟ ସରକାର ଜନସାଧାରଣଙ୍କ ମଙ୍ଗଳ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେହି ଯୋଜନାର ସୁଫଳ କିପରି ଲୋକମାନେ ପାଇପାରିବେ ସେ ନେଇ ସର୍ବଦା ଗୁରୁତ୍ୱ ଦେଉଛନ୍ତି। କର୍ମଚାରୀମାନେ ଉତ୍ସର୍ଗୀକୃତ ଭାବେ ଜନସାଧାରଣଙ୍କ ସେବା କରିବାକୁ ମୁଖ୍ୟମନ୍ତ୍ରୀ ସର୍ବଦା ପରାମର୍ଶ…
Archives


