ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…
ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ ଅତି ଦୁର୍ବଳ ହୋଇଯାଇଛି। ବିକ୍ରମ ପଣ୍ଡା ଦାୟିତ୍ୱ ନେବା ପରେ ଧିରେ ଧିରେ ରିକଭରି…
ରାଜେଶ ହତ୍ୟାକାଣ୍ଡ: ଅଭିଯୁକ୍ତଙ୍କୁ ଧରିବା ପ୍ରତିବାଦରେ ରାଜପଥ ଅବରୋଧ
ପରଜଙ୍ଗ,୧୧।୧(ନିଗମାନନ୍ଦ ଦଳବେହେରା): ବହୁ ଚର୍ଚ୍ଚିତ ଫଟୋ ଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତି ମଧ୍ୟରେ ଦୁଇ ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ସକ୍ଷମ ହୋଇପାରୁନାହିଁ କାମାକ୍ଷାନଗର ପୋଲିସ। ସୂଚନା ମୁତାବକ ପରଜଙ୍ଗ ଥାନା ସାଆନ୍ଦା ଗ୍ରାମର ରାଜେଶ କୁମାର ପାଣି…
ଶୀତରୁ ଆଶ୍ୱସ୍ତି: ଉପର ମୁହାଁ ପାରଦ
ଭୁବନେଶ୍ୱର,୧୧।୧: ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ଉପର ମୁହାଁ ରହିଛି। ଅଧିକାଂଶ ସ୍ଥାନରେ ୫ ରୁ ୭ ଡିଗ୍ରୀ ଯାଏଁ ତାପମାତ୍ରା ବଢ଼ିଛି। ରାଜଧାନୀରେ ୬.୮ ଡିଗ୍ରୀ ତାପମାତ୍ରା ବଢ଼ିଛି। ରବିବାର ଭୁବନେଶ୍ୱରର ତାପମାତ୍ରା ୧୭ ଡିଗ୍ରୀ ରେକଡ କରାଯାଇଛି। ମେଘାଚ୍ଛନ୍ନ…
ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…
ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି, ରବିବାର ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀଙ୍କ ନିଜ ଇଞ୍ଚୋଳ ପଞ୍ଚାୟତ ଅଧୀନ ଭୂତପଦା ଗ୍ରାମରେ…
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଗଞ୍ଜେଇ ଚାଷୀଙ୍କୁ ଡରାଇଲେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ
ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବର ଆଜି ଶେଷ ରାତି। ଗତ ୪ ଦିନ ଧରି ଏହି ମହୋତ୍ସବ ପାଇଁ ଅଞ୍ଚଳ ଉତ୍ସବ ମୁଖର ହୋଇପଡ଼ଛି। ତେବେ ତୃତୀୟ ସନ୍ଧ୍ୟାରେ ଏହି ମହୋତ୍ସବରେ ୩ ଜଣ ଭାରତୀୟ…
ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ସଚିବ ଉଷା ପାଢ଼ୀ
ରାଉରକେଲା,୧୧ା୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପରିବହନ ସଚିବ ଉଷା ପାଢ଼ୀ। ଏହି ଦୁର୍ଘଟଣାର ତଦନ୍ତ କରିବ AAIB ଓ DGCA। କେମିତି ଦୁର୍ଘଟଣା ହେଲା ଏବଂ କାହିଁକି ଫୋର୍ସ ଲ୍ୟାଣ୍ଡିଂ କରାଗଲା ତାହାର ତଦନ୍ତ କରିବେ। ବରିଷ୍ଠ ଅଧିକାରୀଙ୍କ…
୧୫ରେ ବରଗଡ଼ ଜିଲା ଅଖଚକ ବନ୍ଦ ଅନୁପ୍ରବେଶକାରୀଙ୍କୁ ହଟାଇବା, ଅପରାଧ ନିୟନ୍ତ୍ରଣ ଦାବି
ବରଗଡ଼,୧୧।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଙ୍ଗଲାଦେଶୀ ରୋହିଙ୍ଗୀଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଉକ୍ତ ଦିନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…
ନଦୀକୂଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ, ଲାଗିଛି ଅନ୍ତନାଡ଼ୀ; କିଏ ଫିଙ୍ଗିଛି…
କେନ୍ଦ୍ରାପଡା, ୧୧।୧ (ଜଗନ୍ନାଥ ଧଳ)- କେନ୍ଦ୍ରାପଡ଼ା ଜିଲା ସଦର ଥାନା କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଭ୍ରମରଦିଆ ପାଟଣା ନିକଟ ଗୋବରୀ ନଦୀକୂଳରୁ ଶିଶୁପୁତ୍ରର ମୃତଦେହ ରବିବାର ଉଦ୍ଧାର ହୋଇଛି। ଥାନା ପୋଲିସ ତତ୍ତ୍ୱାବଧାନରେ ଏହି ମୃତଦେହକୁ ନିକଟସ୍ଥ କଜଳା ଶ୍ମଶାନରେ…
ହସଖୁସିରେ ଘରୁ ବୁଲି ବାହାରିଥିଲେ: ତପ୍ତପାଣି ଘାଟିରେ ଠିଆ ହୋଇଥିବା ଟ୍ରକ୍କୁ ପିଟିଲା ଟାଭେଲର୍ସ, ୨୫ ଯାତ୍ରୀ…
ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ପାଳୁଖଳା ଗ୍ରାମ ନିକଟ ମୁଖ୍ୟରାସ୍ତାରେ ରବିବାର ଭୋରରେ ଏକ ଲୁହାଛଡ଼ ବୋଝେଇ ଟ୍ରକକୁ ଯାତ୍ରୀବାହୀ ଟ୍ରାଭେଲର୍ସ ନଂ.(ଓଡ଼ି୦୫ ବିଏମ – ୧୫୧୯) ଧକ୍କା ଦେବାରୁ ଟ୍ରାଭେଲର୍ସ…
ଘରୁ ବାହାରି ଆସିଥିଲେ ପୁଅ ରାସ୍ତାରେ ଜଗି ବସିଥିଲା ମୃତ୍ୟୁ: ବାହୁନି ବାହୁନି କାନ୍ଦୁଛି ମା’
ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଶ୍ରୀ ଶନିଶ୍ଚର ମନ୍ଦିର ନିକଟ ମୁଖ୍ୟରାସ୍ତାରେ ରବିବାର ଦୁର୍ଘଟଣା ଘଟିଛି। ସକାଳେ ବୀଣାପାଣି ନାମକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ବାସୁଦେବପୁର…
ଧାନବିକ୍ରି ଅବ୍ୟବସ୍ଥା ପ୍ରତିବାଦ: ଆନ୍ଦୋଳନରତ ଚାଷୀଙ୍କୁ ଉଠାଇ ନେଲା ପୋଲିସ
ବରଗଡ଼/ଅତାବିରା,୧୧।୧(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ ମାସ ପୂରିବ। କିନ୍ତୁ ଏପର୍ଯ୍ୟନ୍ତ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି। ଜିଲାର ଅନେକ ଚାଷୀ ଏବେ ସୁଦ୍ଧା ଧାନବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି…
ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…
ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା। ଶୀତରେ ଦର୍ଶକମାନେ ଉଭୟନୃତ୍ୟଶିଳ୍ପୀଙ୍କ ନୃତ୍ୟରେ ମସଗୁଲ ହୋଇଥିଲେ। ତୃତୀୟଦିବସ କାର୍ଯ୍ୟକ୍ରମରେ ତହସିଲଦାର ଧୀରଜ ପାତ୍ର…
Archives


