ରାଜ୍ୟ

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସି । ଅଟକ ଯୁବକମାନେ ପାଟଣାଗଡ଼ ଥାନା…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଭୋରରୁ ହିଁ ମନ୍ଦିର ପରିସର ଓ ମୁଖ୍ୟ ରାସ୍ତାରେ ଭକ୍ତମାନଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର । ପୋଷ୍ଟମାଷ୍ଟର ତାଲା ଝୁଲାଇ ଦେବା ପରେ ପୋଷ୍ଟାଲ ଇନ୍ସପେକ୍ଟର ପହଞ୍ଚି ଶାଖା…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର ରହସ୍ୟ ଉନ୍ମୋଚନ କରିଛନ୍ତି। ପୋଲିସ ପ୍ରଶାସନ ଅନୁମତି ପତ୍ର ପ୍ରଦାନ କରି ଟିକେ…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା ଛକ ନିକଟରେ ମୃତକଙ୍କ ପରିବାର ଲୋକ ଓ ଗ୍ରାମବାସୀ ରାସ୍ତାରୋକ କରିଥିଲେ। ଘଟଣାରେ…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର ଦୂଷିତ ପାଣି ଗରା ମାଠିଆରେ ସଂଗ୍ରହ କରୁଛନ୍ତି। ବର୍ଷର ଅନ୍ୟ ସମୟରେ ଜଳକଷ୍ଟ…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ଭବାନୀପାଟଣାସ୍ଥିତ ସହିଦ ରେଣ୍ଡୋମାଝୀ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ମୃତକ ହେଲେ କମିରା ପଞ୍ଚାୟତ ଅନ୍ତର୍ଗତ ବିକଳପୁର ଗ୍ରାମର ନେପାଳ…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର ସନ୍ଧ୍ୟାରେ କେସିଙ୍ଗା ବ୍ଲକ ଅଞ୍ଚଳରେ ଘଡ଼ଘଡ଼ି ହେବା ସହ ପ୍ରଥମ ବର୍ଷା ହୋଇଥିଲା।…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଇଛନ୍ତି ଘଟଗାଁ ଥାନା କୁସୁନୁପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?