ରାଜ୍ୟ

ବିଶାଖାପାଟଣାରୁ ଆସିଲା ୩୦ ଜେନେରେଟର

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ୍‌ ସମସ୍ୟା ଦୂର ପାଇଁ ବିଶାଖାପାଟଣାରୁ ଉଚ୍ଚଶକ୍ତି ସମ୍ପନ୍ନ ୩୦ ଡିଜେଲ ଜେନେରେଟର (ଡିଜି) ସେଟ୍‌ ଅଣାଯାଇଛି। ଟ୍ରକ୍‌ରେ ଆସିଥିବା ଏହି ଜେନେରେଟରକୁଡ଼ିକ ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଜରୁରୀ ଆବଶ୍ୟକତା ଭିତ୍ତିରେ...

ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ବାଲେଶ୍ୱର ଓ ଭଦ୍ରକ ଜିଲାରେ ଅଧିକ କ୍ଷତି ହୋଇଛି। ଏହାକୁ ଦୃଷ୍ଟିରେ ରଖି ବିଜେଡି ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ବୁଧବାର ଅପରାହ୍ନରେ ବାଲେଶ୍ୱର ଗସ୍ତ କରି ବାତ୍ୟା...

ବାଲେଶ୍ୱରକୁ ଗଲେ ଆଉ ୧୦ ଉଦ୍ଧାରକାରୀ ଦଳ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ‘ୟାସ’ ଯୋଗୁ କ୍ଷତିଗ୍ରସ୍ତ ତଥା ପ୍ରଭାବିତ ଜିଲାଗୁଡ଼ିକରେ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୁଧବାର ଅଗ୍ନିଶମ ଡିଜି ଏମ. ଅକ୍ଷୟ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ କଣ୍ଟ୍ରୋଲ ରୁମ୍‌ରେ ଉପସ୍ଥିତ ରହି ଉଦ୍ଧାର...

ଅବହେଳାରୁ ଖାଇବାତେଲ ଦର ବୃଦ୍ଧି

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ପରେ ଏବେ ଖାଇବା ତେଲର ଲଗାତର ଦରବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇଛି। କିଛି ମାସ ମଧ୍ୟରେ ଅନ୍ତର୍ଜାତୀୟ ବଜାର ତୁଳନାରେ ଭାରତରେ ଖାଇବା ତେଲ ମୂଲ୍ୟ ଅହେତୁକ ଭାବେ ବଢ଼ିଛି। ଏହି...

ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ ଦସ୍ତଖତ କରି ବ୍ୟାଙ୍କ ଉପଭୋକ୍ତାଙ୍କ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର୍‌ କରି ଲୁଟ୍‌ କରୁଥିବା...

ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭଦ୍ରକ ଅଫିସ,୨୬।୫: କେହି ଜଣେ ଦୁର୍ବୃତ୍ତ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ନାଁରେ ସୋସିଆଲ ମିଡିଆରେ ଖୋଲିଛନ୍ତି ଫେକ୍‌ ଆକାଉଣ୍ଟ। ଜିଲାପାଳ ନିଜର ଫେସ୍‌ବୁକ ଆକାଉଣ୍ଟ ମାଧ୍ୟମରେ ଲୋକଙ୍କୁ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି। ଉକ୍ତ ଫେକ୍‌ ଆକାଉଣ୍ଟରୁ...

୭ ଦିନ ରିଲିଫ୍‌ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନାଙ୍କ ସହ ବାତ୍ୟା...

ପ୍ରବଳ ବର୍ଷା ନେଇ ୯ ଜିଲାକୁ ରେଡ୍‌ ୱାର୍ନିଂ

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ଆଗାମୀ ୬ ଘଣ୍ଟା ପ୍ରବଳ ବର୍ଷା ଆଶଙ୍କା ରହିଛି। ଏନେଇ ରାଜ୍ୟର ୯ ଜିଲାକୁ ରେଡ୍‌ ୱାର୍ନିଂ ଜାରି କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ...

ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ଚାଲିଛି ଉଦ୍ୟମ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସ୍ବାଭାବିକ...

ବାତ୍ୟା ‘ୟାସ’: ଆକଳନଠୁ ପ୍ରଭାବ କମ୍‌

ଭୁବନେଶ୍ବର,୨୬।୫: ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟା ‘ୟାସ’ ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ କରିଥିଲା। ଏହି ସମୟରେ ପବନର...

ସନ୍ଧ୍ୟା ଯାଏ ରହିବ ‘ୟାସ’ର ବିପଦ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବୁଧବାର ‘ୟାସ’ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରିଦେଇଛି। ଧାମରାର ଉତ୍ତର ଓ ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଏହା ଲ୍ୟାଣ୍ଡଫଲ କରିଛି। ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟା ଶେଷ ହେବାକୁ ଆଉ ୩ରୁ ୪...

ଅପରାହ୍ନ ସୁଦ୍ଧା ଶେଷ ହେବ ଲ୍ୟାଣ୍ଡ୍‌ଫଲ: ଏବେ ୧୪୦ କିଲୋମିଟର ବେଗରେ ବହୁଛି ପବନ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନ ୯ଟାରୁ ବାତ୍ୟା ‘ୟାସ’ ଲ୍ୟାଣ୍ଡଫଲ୍‌ ଆରମ୍ଭ କରିଛି। ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ୍‌ ହୋଇଛି। ଲ୍ୟାଣ୍ଡଫଲ ଶେଷ ହେବାକୁ ୩ରୁ ୪ ଘଣ୍ଟା ସମୟ ଲାଗିବ। ଅପରାହ୍ନ ୧ଟା ସୁଦ୍ଧା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri