ରାଜ୍ୟ

ଆପାର୍ଟମେଣ୍ଟ କ୍ରେତା ସଂଘକୁ କ୍ଷମତା

ଭୁବନେଶ୍ୱର,୨୭ା୯ (ଅନିଲ ଦାସ): ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକ(କ୍ରେତା)ମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ(ମାଲିକାନା ଓ ପରିଚାଳନା) ବିଲ୍‌-୨୦୨୩କୁ ମଙ୍ଗଳବାର ବିଧାନସଭାରେ ଗୃହୀତ କରାଇଛନ୍ତି॥ ଏଥିରେ ଆପାର୍ଟମେଣ୍ଟ କ୍ରେତାମାନଙ୍କ ସଂଘକୁ ଅଧିକ କ୍ଷମତା ଦିଆଯାଇଛି। ସଂଘର…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୯: ବିଧାନସଭା ଅଧିବେଶନର ମଙ୍ଗଳବାର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ହୋହଲ୍ଲା କରିଥିଲେ । ଏମିତିକି ବାଚସ୍ପତିଙ୍କ ଆସନ ସମ୍ମୁଖରେ ଯାଇ ନାରାବାଜି ଦେଇଥିଲେ। ଫଳରେ ବାଚସ୍ପତି ଗୃହକୁ ୧୨ ଟା ଯାଏ ମୁଲତବୀ ରଖିଥିଲେ । ପରେ…

ଆସନ୍ତା ୨ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୬ା୯(ଦୁର୍ଯ୍ୟୋଧନ ପାତ୍ର)l: ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନରେ ମାଲକାନଗିରି ଜିଲାକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ସୋମବାର ଭୁବନେଶ୍ୱରରୁ ମାଲକାନଗିରି ଜିଲାକୁ ପ୍ରଥମେ ଲକ୍ଷ୍ମୀ ଯୋଜନାରେ ବସ୍‌ ଯାଇ ପହଞ୍ଚିଛି। ମାଲକାନଗିରି ଜିଲାରେ ମୋଟ ୩୬ଟି ବସ୍‌ ଏହି…

ସାଙ୍ଗଙ୍କ ଛୁରାମାଡ଼ରେ ସାଙ୍ଗ ମୃତ

କେନ୍ଦ୍ରାପଡ଼ା, ୨୬ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅଞ୍ଚଳରେ ନିଶା ସେବନ ସମୟରେ ସାଙ୍ଗଙ୍କ ଛୁରାମାଡରେ ସାଙ୍ଗ ତ୍ରିଲୋଚନ ମଲ୍ଲିକ (୩୦)ଙ୍କ ସୋମବାର ମୃତ୍ୟୁ ହୋଇଛି। ତ୍ରିଲୋଚନଙ୍କ ଘର ଥାନା ଅନ୍ତର୍ଗତ ଧୂମାତ ଶାସନସ୍ଥିତ ଚାରିଗାଁ । ପ୍ରତ୍ୟକ୍ଷଦର୍ଶୀଙ୍କ…

ଉଚ୍ଚଶିକ୍ଷା ପାଇଁ ଛୁଟି ନେଇପାରିବେ ଡାକ୍ତର

ଭୁବନେଶ୍ୱର, ୨୬ା୯(ଅସମାପିକା ସାହୁ):ଉଚ୍ଚଶିକ୍ଷା ନିମନ୍ତେ ଯିବାକୁ ଚାହୁଁଥିବା ଡାକ୍ତରଙ୍କୁ ଛୁଟି ମିଳିବ। କେତେଜଣ ପିଜି ଏବଂ ପୋଷ୍ଟ ପିଜି ଡାକ୍ତରଙ୍କ ଅଭିଯୋଗ ଶୁଣିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ଏ ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗ…

୧୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୬।୯(ଅସମାପିକା ସାହୁ):ରାଜ୍ୟରେ ଏବେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନ ଥିବାବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ସୋମବାର ବାରିପଦାରେ ସର୍ବାଧିକ ୫୮ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଝାରସୁଗୁଡ଼ାରେ ୨୯ ମିମି ଓ ଜଗତସିଂହପୁରରେ ୨୭.୧ ମିମି…

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଆଜିଠୁ ପ୍ରମାଣପତ୍ର ଦାଖଲ

ଭୁବନେଶ୍ୱର, ୨୬।୯(ଅସମାପିକା ସାହୁ):ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର(ଡବ୍ଲ୍ୟୁଏସ୍‌ସି)ରେ ୨୦୨୩-୨୪ ବ୍ୟାଚ୍‌ରେ ନାମଲେଖା ପାଇଁ ଅନ୍‌ଲାଇନ ମାଧ୍ୟମରେ ସାର୍ଟିଫିକେଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ମଙ୍ଗଳବାର ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ। ଏହା ୩୦ ତାରିଖ…

ଭୁବନେଶ୍ୱରରେ ଆଉ ୭ ଫ୍ଲାଏଓଭର ନିର୍ମାଣ ହେବ

ଭୁବନେଶ୍ୱର,୨୬ା୯(ଅନିଲ ଦାସ):ଭୁବନେଶ୍ୱରରେ ଆଉ ୭ଟି ଫ୍ଲାଏଓଭର ନିର୍ମାଣ ହେବ। ରାଜଭବନ ଛକରୁ ବାରଙ୍ଗ ମଧ୍ୟରେ ଏହି ସମସ୍ତ ଫ୍ଲାଏ ଓଭର ନିର୍ମାଣ ହେବ। ପାଓ୍ବାର ହାଉସ ଛକ, ନିକୋପାର୍କ ଛକ, ଜୟଦେବ ବିହାର ଛକ, ଜନତା ମଇଦାନ ଛକ, ଜାଭିୟର ଛକ,…

ଜନତାଙ୍କ ଅଭିଯୋଗ ଶୁଣାଣି ମୋ ପାଇଁ ସର୍ବୋଚ୍ଚ: ନବୀନ

ଭୁବନେଶ୍ୱର,୨୬ା୯(ଅନିଲ ଦାସ):ଆମେ ସମସ୍ତେ ଜନତାଙ୍କ ସେବକ। ଜନସାଧାରଣଙ୍କ ଅଭିଯୋଗର ଶୁଣାଣି ଆମର ସର୍ବୋଚ୍ଚ ପ୍ରାଥମିକତା। ଜନସାଧାରଣଙ୍କ ଖୁସିରେ ଲୋକ ପ୍ରତିନିଧିମାନେ ଖୁସି। ବିରୋଧୀ ଦଳର ସଦସ୍ୟମାନେ କେବଳ ରାଜନୈତିକ କାରଣ ଦୃଷ୍ଟିରୁ ଅସନ୍ତୁଷ୍ଟ ହେଉଛନ୍ତି। ମୋ ସରକାର ପାଇଁ ଜନସାଧାରଣ ହେଉଛନ୍ତି…

ପରିଚାଳନା କମିଟି ସଭାପତିଙ୍କ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ

ଯାଜପୁର ରୋଡ୍‌,୨୬ା୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୀପ ବିଶ୍ୱାଳ ଛାତ୍ରୀଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିବା ନେଇ ଅଭିଯୋଗ ହୋଇଛି। ଜଣେ ଛାତ୍ରୀଙ୍କ ଅଭିଯୋଗ ଆଧାରରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟର…

ଘାସ, ନଡ଼ା ଖାଇ ଗାଁ ସାଥୀଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା): ଗାଁ ସାଥୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଗାଇଡ୍‌ଲାଇନ କାର୍ଯ୍ୟକାରୀ କରାଯାଉନାହିଁ। ମାସିକ ପ୍ରୋତ୍ସାହନ ରାଶି ପ୍ରଦାନ ପାଇଁ ୨୦୨୧ରେ ତତ୍‌କାଳୀନ ପଞ୍ଚାୟତିରାଜ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ବର୍ତ୍ତମାନ ଯାଏ ପ୍ରଦାନ…

୫ ଦିନ ପରେ ମିଳିଲା ନିଖୋଜ ଅଶୋକଙ୍କ ମୃତଦେହ

ରାୟଗଡ଼ା,୨୫ା୯(ଆଶିଷ ରଞ୍ଜନ ପଣ୍ଡା): ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ସହର ଉପକଣ୍ଠ ନାଗାବଳୀ ନଦୀରେ ଭାସି ନିଖୋଜ ହୋଇଯାଇଥିଲେ ମାଙ୍କ ବସ୍ତିର ଶ୍ରୀନିବାସ ଦିଲେଶ୍ୱର ରାଓଙ୍କ ପୁଅ ଶ୍ରୀନିବାସ ଅଶୋକ କୁମାର(୩୨)। ଏହାପରେ ୫ ଦିନ ବିତିଯାଇଥିଲେ ମଧ୍ୟ ଅଶୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri