ମଧ୍ୟବର୍ତ୍ତିକାଳୀନ ରାୟ ପ୍ରକାଶ କରୁ ମହାନଦୀ ଟ୍ରିବ୍ୟୁନାଲ
ଭୁବନେଶ୍ୱର,୨୫।୯ (ବନ୍ଦନା ସେଠୀ):ବିଶ୍ୱ ନଦୀ ଦିବସ ଅବସରରେ ରବିବାର ମହାନଦୀ ବଞ୍ଚାଅ ଜୀବିକା ବଞ୍ଚାଅ ଅଭିଯାନ ପକ୍ଷରୁ ଭର୍ଚୁଆଲରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନଦୀ ସୁରକ୍ଷା ଓ ପୁନର୍ଜୀବିତ କାର୍ଯ୍ୟକ୍ରମରେ ସାମିଲ ବ୍ୟକ୍ତି ଓ ସଂଗଠନର ସଦସ୍ୟମାନେ ଯୋଗଦେଇ…
ମୋଦିଙ୍କୁ ୧୦ରୁ ୮ ମାର୍କ ଦେଲେ ନବୀନ
ଭୁବନେଶ୍ୱର,୨୫।୯(ଶର୍ମିଷ୍ଠା ପାଣିଗ୍ରାହୀ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖୋଲାଖୋଲି ପ୍ରଶଂସା କରିଛନ୍ତି। ବୈଦେଶିକ ନୀତି, ଅନ୍ୟାନ୍ୟ କାର୍ଯ୍ୟ ଓ ଦୁର୍ନୀତି ହ୍ରାସ ପାଇଁ ମୋଦିଙ୍କୁ ୧୦ରୁ ୮ ମାର୍କ ଦେଇଛନ୍ତି ନବୀନ। ହୋଟେଲ…
ସ୍କୁଲ୍ରେ ମା’ ପଢ଼ିବେ ପାଠ
ଭୁବନେଶ୍ୱର, ୨୫।୯(ଅସମାପିକା ସାହୁ):ରାଜ୍ୟର ସରକାରୀ ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମା’ମାନେ ପାଠ ପଢ଼ିବେ। ଏଥିପାଇଁ ଗଣଶିକ୍ଷା ବିଭାଗ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ କରିଛି। ଆସନ୍ତା ଅକ୍ଟୋବରରୁ ପ୍ରତି ୨ମାସରେ ଥରେ ସ୍କୁଲରେ ମା’ମାନଙ୍କ ବୈଠକ କରାଯିବ। ସେମାନେ କିଭଳି ନିଜର…
ଲୁଟ୍ ଉଦ୍ଦେଶ୍ୟରେ ପେଟ୍ରୋଲ ପମ୍ପ ମାଲିକଙ୍କୁ ଛୁରା ମାଡ଼
ସୁନ୍ଦରଗଡ଼,୨୪ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ତୁମୁଲିଆ ସ୍ଥିତ ଏକ ପେଟ୍ରୋଲ ପମ୍ପରେ ରବିବାର ଲୁଟ୍ ଉଦ୍ଦେଶ୍ୟରେ ପେଟ୍ରୋଲ ପମ୍ପ ମାଲିକଙ୍କୁ ହତ୍ୟା ଉଦ୍ୟମ ହୋଇଛି। ମିଳିଥିବା ସୂଚନା ମୁତାବକ, ଓମ ଶ୍ରୀ ମା’ ସନ୍ତୋଷୀ ପେଟ୍ରୋଲ…
ଛେଳି ଚରାଇବା ବେଳେ ବଜ୍ରପାତ
ବୈଶିଙ୍ଗା/ବେତନଟୀ,୨୪।୯(ରତନ ଦାଶ/ଧରଣୀଧର ମହାନ୍ତି): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ବୈଶିଙ୍ଗା ଥାନା ଅଧୀନ ନାଖରା ଗ୍ରାମରେ ରବିବାର ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ସୁଦର୍ଶନ ପାଳ(୪୮)। ସୁଦର୍ଶନ ଗାଁ ମୁଣ୍ଡରେ ଛେଳି ଚରାଉଥିଲେ। ସେତିକିବେଳେ ଘଡଘଡି…
ବାର୍ହା ଆକ୍ରମଣରେ ଚାଲିଗଲା ନାବାଳିକାଙ୍କ ଜୀବନ
କେନ୍ଦୁଝର,୨୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ଦୈତାରୀ ରେଞ୍ଜ ତାଳପଦା ଗ୍ରାମରେ ବାର୍ହା ଆକ୍ରମଣରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାଧବ ଜୁଆଙ୍ଗଙ୍କ ଝିଅ ସୁନାରୀ ଜୁଆଙ୍ଗ(୧୬)। ବିଭାଗ ପକ୍ଷରୁ ସହାୟତା ବାବଦରେ…
ଶ୍ମଶାନରୁ ମିଳିଲା କଙ୍କାଳ: ସ୍ବାମୀ ନିଖୋଜ ଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ
ହିଞ୍ଜିଳିକାଟୁ,୨୪।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହୁଲପଲ୍ଲୀ ଗାଁ ଶ୍ମଶାନରୁ ପୋଲିସ ଜଣେ ବ୍ୟକ୍ତିଙ୍କ ନରକଙ୍କାଳ ଜବତ କରିଛି। ଏପରିକି ପୋଲିସ ଘଟଣା ସ୍ଥଳରୁ ଗୋଟିଏ ସ୍କୁଟି, ମୋବାଇଲ ଫୋନ ସହ ଗଛରେ ବନ୍ଧା ହୋଇଥିବା ଏକ ଗାମୁଛା ଜବତ…
ଶିକ୍ଷକଙ୍କୁ ନ ଛାଡ଼ି ବାଟ ଓଗାଳିଲେ ଛାତ୍ରୀଛାତ୍ର
ଖୁଣ୍ଟୁଣୀ,୨୪।୯( ସଚ୍ଚିଦାନନ୍ଦ ପଣ୍ଡା ): ଖୁଣ୍ଟୁଣୀ ଥାନା ଘଣ୍ଟିଖାଲସ୍ଥିତ ନୋଡାଲ ଉପ୍ରା ବିଦ୍ୟାଳୟର ସହକାରୀ ଶିକ୍ଷକ ସୁକାନ୍ତ କୁମାର ସାହୁଙ୍କ ବଦଳିକୁ ନେଇ ଶନିବାର ଅଭାବନୀୟ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କ ବଦଳିକୁ ସହଜରେ ଗ୍ରହଣ କରିପାରି ନ ଥିଲେ ଛାତ୍ରୀଛାତ୍ର।…
ଗ୍ୟାସ୍ ସିଲିଣ୍ଡରରୁ ବାହାରୁଛି ପାଣି, ଅଭିଯୋଗ କଲେ ଦିଆଯାଉଛି ଧମକ
ମଙ୍ଗୁଳି-ଜଗତପୁର,୨୪।୯(ମାନସ ସାମଲ): ରନ୍ଧନ ଗ୍ୟାସ୍ରେ ବିଭିନ୍ନ ପ୍ରକାର ଠକେଇର ଶିକାର ହେଉଛନ୍ତି ଉପଭୋକ୍ତା। ସିଲିଣ୍ଡରରୁ ଲିଟର ଲିଟର ପାଣି ବାହାରୁଥିବାବେଳେ ନିର୍ଦ୍ଧାରିତ ଦରଠାରୁ ଅଧିକ ଟଙ୍କା ନିଆଯାଉଛି। । ଏହି ଘଟଣାକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।…
୨୯ରେ ଲଘୁଚାପ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୯(ଅନିଲ ଦାସ): ଦକ୍ଷିଣ ଚାଇନା ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହୋଇଛି। ଏହା ଆସନ୍ତା ୨୯ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମ୍ୟାନ୍ମାର ନିକଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସେପ୍ଟେମ୍ବର ୩୦ ତାରିଖରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ…
ରତ୍ନଭଣ୍ଡାର ଖୋଲିବା ନେଇ ବିଧାନସଭାରେ ଦାବି ଉପସ୍ଥାପନ କରିବେ ବିଧାୟକ
ପୁରୀ,୨୪।୯(ଅଜିତ୍ ମହାନ୍ତି): ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଅନେକ ଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି କରାଯାଉଛି। ଏପରି କି ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବି କରି ଶ୍ରୀଜଗନ୍ନାଥ ସେନା ତରଫରୁ ଆସନ୍ତା ୪ ତାରିଖରେ ଓଡ଼ିଶା…
୧୫ ବଦଳରେ ରହୁଛନ୍ତି ୧୭୯
କଟକ,୨୪।୯(ସୁପ୍ରିୟା ପ୍ରିୟଦର୍ଶିନୀ): କଟକ ତୁଳସୀପୁରସ୍ଥିତ ମହାନଦୀ କୂଳରେ ରହିଛି ହରିଣପାର୍କ। ଏହାକୁ ସ୍ଥାନାନ୍ତର ପାଇଁ ଯୋଜନା କରାଯାଇଥିଲେ ମଧ୍ୟ କାର୍ଯ୍ୟ ଆଗେଇ ପାରୁନାହିଁ। ଅପରପକ୍ଷେ ପାର୍କର ରକ୍ଷଣାବେକ୍ଷଣ ନ ହେବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି । ଫଳରେ ବର୍ଷ…
Archives


