ରାଜ୍ୟ

ଚିନ୍ତା ବଢ଼ାଇଛି ସାଇବର ଅପରାଧ, ୨ରୁ ଗଡ଼ିବ ସଚେତନତା ରଥ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ରାଜ୍ୟରେ ସାଇବର ଅପରାଧ ବଢ଼ି ଚାଲିଥିବାବେଳେ ଅପରାଧୀଙ୍କ କବଳରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ସଚେତନତା ଉପରେ ଗୁରୁତ୍ୱ ଦେଇଛନ୍ତି। ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହେବ। ଆସନ୍ତା ୨ରୁ…

ଆଗକୁ ସାଧାରଣ ନିର୍ବାଚନ, ଅକ୍ଟୋବର ୩ରୁ ଇଭିଏମ୍‌ ଯାଞ୍ଚ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ କିଛି ମାସ ରହିଛି। ଏହା ପୂର୍ବରୁ ସମସ୍ତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ଏଫ୍‌ଏଲ୍‌ସି ତନଖି କାର୍ଯ୍ୟ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଉପକୂଳବର୍ତ୍ତୀ ୧୦ଟି ଜିଲା ପାଇଁ ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର…

ସଫଳ ପିଜୁଳି ଚାଷୀ କୁଅଁର ଦମ୍ପତି, କରୁଛନ୍ତି ଲକ୍ଷାଧିକ ଟଙ୍କା ଆୟ

ସମ୍ବଲପୁର,୨୩ା୯ (ଶୁଭାଶିଷ ପାଢ଼ୀ): ଦୃଢ଼ ଇଚ୍ଛାଶକ୍ତି ଥିଲେ ସଫଳତା ମିଳେ। ସଂଘର୍ଷ କରି ଏଭଳି ସଫଳତା ପାଇଛନ୍ତି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଫଟାମୁଣ୍ଡା ଗାଁର ଚାଷୀ ଦମ୍ପତି ଯଜ୍ଞଶିନୀ କୁଅଁର ଓ ସ୍ବାମୀ ମହେନ୍ଦ୍ର। ଏମାନେ ପିଜୁଳି ଚାଷ କରି…

ହୀରାକୁଦର ୨୪ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୪।୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ୨୪ ଗେଟ୍‌ ଦେଇ  ବନ୍ୟାଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦର ଉପରମୁଣ୍ଡରେ ବର୍ଷା ଲାଗିରହିଥିବାରୁ ଜଳ ଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବବେଳେ ବର୍ତ୍ତମାନ ଏହା ୬୨୮.୮୧…

କନ୍ୟାଶ୍ରମରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ପୋଲିସ ବସ୍‌ ପୋଡ଼ିଲେ ଗ୍ରାମବାସୀ

ରାୟଗଡ଼ା/ଟିକିରି,୨୩।୯ (ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ଗ୍ରାମରେ ଥିବା ଏକ କନ୍ୟାଶ୍ରମରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ପୋଲିସ ଅଭିଯୁକ୍ତ ପିଅନ ଶିବପ୍ରସାଦ ମିଶ୍ରଙ୍କୁ ଗିରଫ କରିଛି। ପରେ…

ପ୍ରଭାତ, ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ବହୁଚର୍ଚ୍ଚିତ ସିଶୋର ଚିଟ୍‌ଫଣ୍ଡ ଠକେଇ ମାମଲାର ୯ବର୍ଷ ପରେ ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ଚାର୍ଜଫ୍ରେମ ହୋଇଛି। କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ବେଆଇନ ଅର୍ଥ କାରବାର ଅଭିଯୋଗରେ ଚାର୍ଜଫ୍ରେମ…

ଆହୁରି ବିଗିଡ଼ିବ ସ୍କୁଲ ପଢ଼ା, ୨୫ରୁ ଆନ୍ଦୋଳନକୁ ଓହ୍ଲାଇବେ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୨୪।୯ (ଅସମାପିକା ସାହୁ): ରାଜ୍ୟର ଶିକ୍ଷା କ୍ଷେତ୍ରରେ ଶିକ୍ଷକ ସଙ୍କଟ ଲାଗି ରହିଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ପ୍ରାଥମିକ ଶିକ୍ଷକମାନେ କାର୍ଯ୍ୟ ବନ୍ଦ କରି ବିଇଓଙ୍କ ଅଫିସ୍‌ ଆଗରେ ଧାରଣାରେ ବସିଥିବାରୁ ୧୬ଦିନ…

ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର,୨୩।୯(ଅସମାପିକା ସାହୁ) ସରକାରଙ୍କ ସହ ଆଲୋଚନା ପରେ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ସ୍ଥଗିତ କରାଯାଇଛି। ୯ଟି ପ୍ରାଥମିକ ଶିକ୍ଷକ ସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହେବା ପରେ ଆନ୍ଦୋଳନରୁ ଓହରିଛନ୍ତି ଶିକ୍ଷକ ସଂଘ। ଶିକ୍ଷକଙ୍କ ଦାବିକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ନାକ୍‌ ‘ଏ’ ଗ୍ରେଡ ମାନ୍ୟତା

ବାଲେଶ୍ୱର,୨୩|୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ଜାତୀୟ ମୂଲ୍ୟାୟନ ଓ ଅଧିସ୍ୱୀକୃତି ପରିଷଦ (ନାକ୍‌) ‘ଏ’ ଗ୍ରେଡ ମାନ୍ୟତା ମିଳିଛି। ସିଜିପିଏରେ ଫକୀରମୋହନ ଓଡ଼ିଶାର ଅନ୍ୟ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟକୁ ପଛରେ ପକାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ୩.୧୮ ସିଜିପିଏ ମିଳିଥିବା ବେଳେ…

ଆଜି ଆଲୋଚନା, ବାହାରିପାରେ ନିଷ୍କର୍ଷ

ଭୁବନେଶ୍ୱର,୨୩।୯(ଅସମାପିକା ସାହୁ): ପ୍ରାଥମିକ ଶିକ୍ଷକଙ୍କ ୩ଦଫା ଦାବି ସମ୍ପର୍କରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନା ହେବ। ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକରେ ଆଲୋଚନା ହୋଇଥିଲେ ମଧ୍ୟ ଶିକ୍ଷକମାନେ ଜିଦ୍‌ରେ ଅଟଳ ରହିଥିଲେ। ତେଣୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଲୋଚନା…

ଫଟୋ ସହ ଦୈନିକ ରିପୋର୍ଟ ଦେବାକୁ ତାଗିଦ

ଭୁବନେଶ୍ୱର, ୨୩।୯(ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଡେଙ୍ଗୁ ସଂକ୍ରମଣ ନିୟନ୍ତ୍ରଣକୁ ଆସୁନାହିଁ। ଗତ କିଛିବର୍ଷ ହେବ ଡେଙ୍ଗୁ ପାଇଁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ପାଲଟିଥିବାବେଳେ ଚଳିତ ବର୍ଷ ମଧ୍ୟ ସମାନ ଅବସ୍ଥା ଲାଗି ରହିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ରୋକ୍‌ ଲଗାଇ ପାରୁ…

ଜାନୁୟାରୀ ୫ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୨୩।୯(ସୁନିତ୍‌ ମିଶ୍ର): ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ନିର୍ବାଚନମଣ୍ଡଳୀ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲାଗି ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳ କର୍ମକର୍ତ୍ତାଙ୍କୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri