ରାଜ୍ୟ

ଭାବ ଆଦାନପ୍ରଦାନରେ ସାଙ୍କେତିକ ଭାଷାର ଗୁରୁତ୍ୱ

ଚିକିତ୍ସା ବିଜ୍ଞାନ ଅନୁସାରେ ଶୁଣି ଅନୁକରଣ କରିବା ପ୍ରତିଟି ପ୍ରାଣୀର ସହଜାତ ପ୍ରବୃତ୍ତି। ମାତ୍ର ଶ୍ରବଣ ସମସ୍ୟା ରହିଲେ ଅନୁକରଣ କରିବା ସମ୍ଭବ ହୋଇ ନ ଥାଏ। ଶ୍ରବଣ ସମସ୍ୟା ଯୋଗୁ ବାକ କ୍ଷମତା ହରାଇଥିବା ଶିଶୁ ବଡ଼ ହୋଇ କିଭଳି…

ବିର୍ଲା ଟାୟାର୍ସ ଖୋଲିବା ନେଇ ଆଶା ସଞ୍ଚାର

ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍‌ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି) କୋଲକାତା ଶାଖାରେ କମ୍ପାନୀ…

ଇଷ୍ଟର୍ନ ମିଡିଆ ଆକାଉଣ୍ଟରେ ଜମା ହୋଇଛି ବିପୁଳ ଟଙ୍କା

ଭୁବନେଶ୍ୱର,୨୩।୯(ସତ୍ୟଜିତ୍‌ ରାଉତ): ଇଷ୍ଟର୍ନ ମିଡିଆ ଲିମିଟେଡ୍‌ର ଦୈନିକ ଖବରକାଗଜ ସମ୍ବାଦରେ କର୍ମଚାରୀଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଣ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଖୋଳତାଡ଼ ଜାରି ରଖିଛି। ଗତ କିଛିବର୍ଷ ମଧ୍ୟରେ ଇଷ୍ଟର୍ନ ମିଡିଆ ଲିମିଟେଡ/ସମ୍ବାଦର…

ଚିତ୍ରଶିଳ୍ପୀ ପଦ୍ମନାଭଙ୍କ ପରଲୋକ

ସମ୍ବଲପୁର,୨୩ା୯(ବି.ଶଙ୍କର): ସାରଳା ପୁରସ୍କାରପ୍ରାପ୍ତ ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଶୁକ୍ରବାର ସକାଳେ ପରଲୋକ ହୋଇଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି। ପୁତ୍ର ସିଦ୍ଧାର୍ଥ ମୁଖାଗ୍ନି ଦେଇଥିଲେ।…

୫୦୦ ସିମ୍‌ରୁ ଓଟିପି ପଠାଇଛନ୍ତି ଇକ୍‌ବାଲ

ଭୁବନେଶ୍ୱର,୨୩।୯(ସତ୍ୟଜିତ୍‌ ରାଉତ): ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସ୍‌ ଇଣ୍ଟେଲିଜେନ୍‌ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଆସାମରୁ ଗିରଫ କରିଥିବା ମହମ୍ମଦ ଇକ୍‌ବାଲ ହୁସେନ ଶୁକ୍ରବାର ଜେଲ ଯାଇଛନ୍ତି। ତାଙ୍କୁ ପଚରାଉଚରାବେଳେ ଏସ୍‌ଟିଏଫ୍‌ ବହୁ…

ଅନୁଭବ-ବର୍ଷା ମାମଲାର ପୂର୍ଣ୍ଣଚ୍ଛେଦ

କଟକ,୨୩ା୯ (କାର୍ତ୍ତିକ ସାହୁ): କଟକ ପରିବାର ଅଦାଲତରେ ଚାଲିଥିବା ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଅନୁଭବଙ୍କ ପକ୍ଷରୁ ରୁଜୁ ହୋଇଥିବା ବର୍ଷାଙ୍କଠାରୁ ଛାଡ଼ପତ୍ର ଏବଂ ବର୍ଷାଙ୍କ ପକ୍ଷରୁ…

୨୮ ହଜାର କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୩ା୯(ଅନିଲ ଦାସ): ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ୨୮ ହଜାର ୨୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି। ବିଧାନସଭା ଅଧିବେଶନର ପ୍ରଥମ ଦିବସରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହର ଅନୁମୋଦନ ପାଇଁ ଏହି ଅତିରିକ୍ତ ବଜେଟ…

କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଅସୁସ୍ଥ

ଭୁବନେଶ୍ୱର,୨୩।୯(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ ଗୁରୁତର ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ରଖି ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଭଜନ…

ମା’ ଆଖି ସାମ୍ନାରେ ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପଟାଙ୍ଗି,୨୨ା୯(ଶରତ ଧଳ): ମା’ ସହ ଚାଷଜମିକୁ ଯାଉଥିବା ସମୟରେ ଗୋଡ଼ ଖସି ଏକ ଗାତରେ ପଡ଼ି ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ହରାଇ ପରିବାରବର୍ଗ ଭାଙ୍ଗି ପଡିଥିବା ଦୃଶ୍ୟ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଏହିପରି ଅଭାବନୀୟ ଘଟଣା…

ପୁଣି ଜିଲା ବିଜେଡି ମଙ୍ଗ ସମ୍ଭାଳି ପାରନ୍ତି ରୋହିତ

ସମ୍ବଲପୁର,୨୨ା୯ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲା ବିଜେଡି ସଙ୍ଗଠନରେ ପରିବର୍ତ୍ତନ ହେବା ନେଇ ପ୍ରାୟ ୫ ମାସ ହେବ ଆଲୋଚନା ହେଉଛି। ଏପରିକି ଜିଲା ଓ ରାଜ୍ୟସ୍ତରର ନେତାଙ୍କ ମଧ୍ୟରେ ବାରମ୍ବାର ବୈଠକ ହେଉଛି। ହେଲେ ନିଷ୍କର୍ସ ବାହାରି ପାରୁ ନ…

ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୨୨।୯(ଅନିଲ ଦାସ): ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି।  ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ…

ଓଡ଼ିଶା ପାଇଲା ପ୍ରଥମ ମହିଳା ବାଚସ୍ପତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୯: ଶୁକ୍ରବାର ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ଶପଥ ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ ପ୍ରଥମ ମହିଳା ବାଚସ୍ପତି ମିଳିଛି। ଅନ୍ୟପକ୍ଷରେ ବାଚସ୍ପତି ଭାବେ ଶପଥ ନେବା ପରେ ପ୍ରମିଳା ସମସ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri