ପ୍ରମିଳା ପ୍ରଥମ ମହିଳା ବାଚସ୍ପତି
ଭୁବନେଶ୍ୱର,୨୨ା୯: ପ୍ରଥମ ମହିଳା ବାଚସ୍ପତି ଭାବେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ ଶୁକ୍ରବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନପତ୍ର ଭରି ନ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏନେଇ ଗୃହରେ ଉପବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି।…
ବିରୋଧୀଙ୍କୁ ଚେକ୍ ଦେବାକୁ ବିଜେଡିର ମାଷ୍ଟରଷ୍ଟ୍ରୋକ୍
ଭୁବନେଶ୍ୱର,୨୨ା୯(ଅନିଲ ଦାସ): ଦୁର୍ନୀତି ଓ ଜନ ବିରୋଧୀ କାର୍ଯ୍ୟ ପାଇଁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ବିଜେଡିରୁ ଗୁରୁବାର ବହିଷ୍କାର କରାଯାଇଛି। ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ବ୍ୟାଙ୍କ…
ଶିକ୍ଷା, ସ୍ବାସ୍ଥ୍ୟ, ଆଇନଶୃଙ୍ଖଳା ପ୍ରସଙ୍ଗରେ ଶାସକ ଦଳକୁ ଘେରିବେ ବିରୋଧୀ
ଭୁବନେଶ୍ୱର, ୨୨।୯(ସୁନିତ୍ ମିଶ୍ର): ବିଧାନସଭାର ମୌସୁମୀ ଅଧିବେଶନ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ତେବେ ବିଧାନସଭାରେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ଏକ ପ୍ରକାର ପ୍ରସ୍ତୁତି ଆରମ୍ଭ…
ଜନସଂଖ୍ୟା ଅନୁପାତରେ ପଛୁଆବର୍ଗ ମହିଳାଙ୍କୁ ୩୩% ସଂରକ୍ଷଣ ମିଳୁ: କଂଗ୍ରେସ
ଭୁବନେଶ୍ୱର, ୨୨।୯(ସୁନିତ୍ ମିଶ୍ର): କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛୁଆ ବର୍ଗ ମହିଳାଙ୍କ ପାଇଁ ପାର୍ଲାମେଣ୍ଟରେ ଯେଉଁ ଦାବି ଉପସ୍ଥାପନ କରିଛନ୍ତି ତାକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସମ୍ପୂର୍ଣ୍ଣ ସମର୍ଥନ କରୁଛି। ବୁଧବାର ଲୋକ ସଭାରେ ଯେଉଁ ମହିଳା ସଂରକ୍ଷଣ…
ମାର୍କେଟ ବିଲ୍ଡିଂରେ ବଢ଼ୁଛି ସମସ୍ୟା, ଗ୍ରାହକ ହନ୍ତସନ୍ତ
ଭୁବନେଶ୍ୱର,୨୨।୯ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ବଜାର ୟୁନିଟ-୨ସ୍ଥିତ ମାର୍କେଟ ବିଲ୍ଡିଂ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୭୫ବର୍ଷ ପୂର୍ବେ ହାତଗଣତି କେତେଜଣ ବ୍ୟବସାୟୀଙ୍କୁ ନେଇ ଗଠନ ହୋଇଥିବା ଏହି ମାର୍କେଟରେ ଏବେ ୧୭୦ରୁ ଊର୍ଦ୍ଧ୍ୱ ଦୋକାନ ଓ…
ଆଜିଠୁ ବିଧାନସଭା
ଭୁବନେଶ୍ୱର,୨2ା୯(ଅନିଲ ଦାସ) ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ…
ମହିଳା ସଂରକ୍ଷଣ ବିଲ୍ ଗୃହୀତ
ନୂଆଦିଲ୍ଲୀ,୨୨/୯:ଗୁରୁବାର ଥିଲା ସ୍ବତନ୍ତ୍ର ଅଧିବେଶନର ଚତୁର୍ଥ ଦିନ। ଐତିହାସିକ ‘ନାରୀଶକ୍ତି ବନ୍ଦନ ଅଧିନିୟମ,୨୦୨୩’ ବୁଧବାର ଲୋକ ସଭାରେ ଦୁଇ-ତୃତୀୟାଂଶରୁ ଊର୍ଦ୍ଧ୍ୱ ସମର୍ଥନରେ ପାରିତ ହେବାର ଦିନକ ପରେ ରାଜ୍ୟ ସଭାରେ ଏହାକୁ ଆଗତ କରାଯାଇଥିଲା। ଦୀର୍ଘ ୧୧ ଘଣ୍ଟାର ବିତର୍କ ପରେ…
ବରଗଡ଼ରେ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ
ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଗୁରୁବାର ସକାଳୁ କେନ୍ଦ୍ରୀୟ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଜିଲାର ବରଗଡ଼ ସହର ସମେତ ସୋହେଲା ଆଦି ଅଞ୍ଚଳର ପ୍ରାୟ ୮୦ ସ୍ଥାନରେ ଏହି ରେଡ୍ ଜାରି ରହିଛି। ବିପୁଳ ପରିମାଣରେ ଆୟକର…
ବିଜେଡିରୁ ସୌମ୍ୟରଞ୍ଜନ ପଟ୍ଟନାୟକ, ସୁଧାଂଶୁ ଶେଖର ପରିଡ଼ା ବହିଷ୍କୃତ
ଭୁବନେଶ୍ୱର,୨୧ା୯(ଅନିଲ ଦାସ): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ଗୁରୁବାର ବିଜେଡିରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ଏହି ଦୁଇ ବିଧାୟକଙ୍କୁ ଦଳର ସୁପ୍ରିମୋ ଆଜି ଅପରାହ୍ନରେ…
ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର,୨୧।୯:ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଥିବାରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ…
ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ
ଭୁବନେଶ୍ୱର,୨୧।୯: ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଗୁରୁବାର ବାଚସ୍ପତି ପଦ ପାଇଁ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନପଦ ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ପ୍ରମିଳାଙ୍କ ପ୍ରାର୍ଥିପତ୍ରରେ…
ହ୍ବିପ୍ ଜାରି କଲା ବିଜେଡି
ଭୁବନେଶ୍ୱର,୨୧।୯: ଐତିହାସିକ ମହିଳା ସଂରକ୍ଷଣ ବିଲ ଲୋକସଭାରେ ପାସ୍ ହେବା ପରେ ଆଜି ରାଜ୍ୟ ସଭାରେ ଉପସ୍ଥାପିତ ହୋଇଛି। ଏବେ ବିଲ୍କୁ ନେଇ ରାଜ୍ୟ ସଭାରେ ଆଲୋଚନା ଚାଲିଛି। ତେବେ ବିଲକୁ ସମର୍ଥନ କରିବା ପାଇଁ ବିଜେଡି ନିଜ ରାଜ୍ୟ ସଭା…
Archives


