ରାଜ୍ୟ

ଓଡ଼ିଆ ଭାଷାରେ ଆଇପିଏଲ୍‌ କମେଣ୍ଟ୍ରି ବନ୍ଦ

ଭୁବନେଶ୍ୱର,୩୦।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷାକୁ ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଯେତିକି ଗୁରୁତ୍ୱ ମିଳିବା କଥା ସେତିକି ମିଳୁନାହିଁ। ଭାଷାର ବ୍ୟବହାର କମୁଛି। ଓଡ଼ିଶାର କିଛି ବି ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚତ୍ଗଲେ ସମସ୍ତେ ସିନା ଖୁସି ହୋଇ ଗର୍ବର କଥା ବୋଲି…

ଟିକେଟ୍‌ ଫାଇନାଲ! କନ୍ଧମାଳରୁ ସିଦ୍ଧାନ୍ତ, କଟକରୁ…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ମେଣ୍ଟ ଅଙ୍କକଷା ଫେଲ୍‌ ମାରିଥିବାବେଳେ ଏବେ ଏକାକୀ ଲଢିବା ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି ଦୁଇ ଦଳ। ଓଡ଼ିଶାର ଗୋଟିଏ ଗୋଟିଏ ଜିଲାରେ ହେଭଓ୍ବେଟ ଏମପିଙ୍କୁ ଟିକେଟ୍‌ ଦେଇଛି ଭାଜପା । ଯେପରି ଜଣେ…

ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼: ଖୋର୍ଦ୍ଧାରେ ଅସନ୍ତୁଷ୍ଟ କର୍ମୀଙ୍କ ମେଳି, ଏକାଠି ହେଲେ କାଳୁଙ୍କ ସମର୍ଥକ 

ଖୋର୍ଦ୍ଧା,୨୯ା୩ (ପ୍ରଭାତ ପାଣିଗ୍ରାହୀ) : ଭୁବନେଶ୍ୱର, ବେଗୁନିଆ ପରେ ଏବେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏମ୍‌ପି ଅପରାଜିତାଙ୍କୁ ଦଳୀୟ କର୍ମୀ ବିରୋଧ କରିଛନ୍ତି। ଅପରାଜିତାଙ୍କ ମନ୍ତବ୍ୟକୁ ନେଇ କର୍ମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୋର୍ଦ୍ଧା ମଲିପଡା ସ୍ଥିତ…

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି ସରକାରଙ୍କ…

ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ

ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨ ଲିଟର ଦେଶୀ ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ…

ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ ବିଜେଡି ୭୨ ପ୍ରାର୍ଥୀଙ୍କୁ ଟିକେଟ୍‌ ଭେଟି ଦେଇଛି। କିନ୍ତୁ ଆହୁରି ୭୫ ଆସନର ତାଲିକା…

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ ବାସଭବନରେ ହଜାର ସଂଖ୍ୟାରେ ବିଜେଡି ନେତା, କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ବିକ୍ଷୋଭ ଦେଖିବାକୁ…

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି ଅସମ୍ଭାଳ…

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର ନିଜ…

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ ପାହାଡ଼ ଉପରେ ଏକ କାଠ କୃଶରେ ବିଦ୍ଧ କରାଯାଇଥିଲା। ତେବେ ଯିଶୁଙ୍କୁ ଯେଉଁମାନେ ଏଭଳି…

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି ସୋରେନଙ୍କୁ ଟିକେଟ୍‌ ଦେଇଛି। ଅଞ୍ଜନି ଏଥର ଓଡ଼ିଶାର ମୟୂରଭଞ୍ଜ ସିଟ୍‌ରୁ ନିର୍ବାଚନ ଲଢିବେ। ଅଞ୍ଜନି…

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ ଗାଁ ଗାଇସିଲେଟରୁ ଶୁକ୍ରବାର ପ୍ରଦୀନ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଦୀପ ପୈତୃକ ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?