ଭାଜପାରେ ଯୋଗ ଦେଲେ ଅନ୍ୟ ଦଳର ୭ଜଣ କର୍ମୀ
କୁଚିଣ୍ଡା,୧୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଭାଜପା କାର୍ଯ୍ୟାଳୟରେ ସୋମବାର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଧାରା ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କୁଚିଣ୍ଡା ବ୍ଲକ କୁଲେଇଗଡ଼ ପଞ୍ଚାୟତର ଅନ୍ୟ ଦଳର ୭ଜଣ…
ନାବାଳିକାଙ୍କୁ ଅସଦାଚରଣ: ଜେଲ ଗଲେ ଅଭିଯୁକ୍ତ
ଜମନକିରା,୧୮ା୯ (ରବୀନ୍ଦ୍ର ପ୍ରସାଦ ଦାନି): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭଗୀୟ ହାଜତକୁ ପଠାଇ…
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ଭୁବନେଶ୍ବର,୧୮।୯: ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କି.ମି. ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ୪୮ ଘଣ୍ଟା…
ବସ୍-କାର୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ୮ ଆହତ
ପୁରୀ,୧୮ା୯(ଅଜିତ ମହାନ୍ତି): ପୁରୀ ବାଲିଘାଇ ଛକ ନିକଟରେ ସୋମବାର ବସ୍ ଓ କାର୍ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ତେବେ ଦୁର୍ଘଟଣାରେ କାର୍ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଖୋର୍ଦ୍ଧା…
ବାଉଁଶ ଦେଇଛି ଜୀବିକା
ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବାଉଁଶ ଦେଇଛି ଜୀବିକା, ପାଲଟିଛି ବେସାହାରାଙ୍କ ସାହାରା। ଗାଁର ସୁରକ୍ଷା ବାଡ଼ଠାରୁ ଆରମ୍ଭ କରି ଘର ଛପର, ଘରୋଇ ଉପକରଣ ଓ ସାଜସଜ୍ଜା ସାମଗ୍ରୀଠାରୁ ସହରର ନଭଶ୍ଚୁମ୍ବୀ କୋଠା ନିର୍ମାଣ, ସବୁଥିରେ ବାଉଁଶର ବ୍ୟବହାର ହେଉଛି। ତେଣୁ ଭାରତରେ…
ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଅଙ୍ଗନଓ୍ବାଡ଼ି କର୍ମୀ
ଭୁବନେଶ୍ୱର,୧୮ା୯(ଅନୁରାଧା ମହାରଣା): ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକା ଓ ମିନି ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭତ୍ତା ବୃଦ୍ଧି ସହ ଆଉ କେତେକ ଦାବି ପୂରଣ ନ ହେବାରୁ ପୁଣି ଆନ୍ଦୋଳନ ଧମ ଦେଇଛି ଅଙ୍ଗନଓ୍ବାଡ଼ି କର୍ମଚାରୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚା। ଅକ୍ଟୋବର ୩ରେ ବଡ଼ଧରଣର…
ସ୍ବାମୀଙ୍କ ଅନ୍ତିମ ସଂସ୍କାର ବେଳେ ସ୍ତ୍ରୀଙ୍କ ମୃତ୍ୟୁ
ବେଲଗୁଣ୍ଠା,୧୮ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍ ବରପଲ୍ଲୀ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଦୁଃଖରେ ମ୍ରିୟମାଣ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପରେ ଏକାଠି ଦମ୍ପତିଙ୍କ ଜୁଇ ଜଳିଛି। ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର…
ଆଜିଠାରୁ ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା
ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ଫଳରେ ସୋମବାରଠାରୁ ରାଜ୍ୟରେ ଝଡ଼ବର୍ଷା ଲାଗି…
କ୍ୟାମ୍ପସରେ ହୋର୍ଡିଂକୁ ନେଇ ବିବାଦ
ଭୁବନେଶ୍ୱର, ୧୮।୯(ଅସମାପିକା ସାହୁ): ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ଛାତ୍ର ଯୋଜନା ଓ ଛାତ୍ର ବୃତ୍ତି ସମ୍ବନ୍ଧୀୟ ହୋର୍ଡିଂ ଲଗାଯିବା ନିଷ୍ପତ୍ତିକୁ ବିବାଦ ଦେଖାଦେଇଛି। ଏଭଳି ହୋର୍ଡିଂ ଲଗାଇବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳସଚିବ ଓ ଡିଗ୍ରୀ…
ପାନ, କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା
ଭୁବନେଶ୍ୱର,୧୭ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ…
ଭଉଣୀ ଗୀତାଙ୍କ ଶେଷଦର୍ଶନ କଲେ ନବୀନ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୯: ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଶେଷଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୀତାଙ୍କ ଭାଇ ନବୀନ ପଟ୍ଟନାୟକ। ରବିବାର ଦିଲ୍ଲୀ ଯାଇ ଭଉଣୀ ଗୀତାଙ୍କ ଶେଷ ଦର୍ଶନ କରିଛନ୍ତି। ଭଉଣୀଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ନବୀନ କହିଛନ୍ତି। ସୂଚନାଯୋଗ୍ୟ, ଗୀତା…
ବଜ୍ରପାତରେ ଚାଲିଗଲା ୧୩ ଗୋରୁଙ୍କ ଜୀବନ
ଢେଙ୍କାନାଳ,୧୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଆରଦା ଗ୍ରାମରେ ରବିବାର ମଧ୍ୟାହ୍ନରେ ବଜ୍ରପାତ ଘଟି ୧୩ଟି ଗୋରୁଙ୍କ ମୃତ୍ୟୁ ହୋଇଛି। ବର୍ଷା ହେଉଥିବା ବେଳେ ଗୋରୁପଲ ଏକ ପଡ଼ିଆ ନିକଟରେ ଥିବା ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ…
Archives


